Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ
କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ
ଇସ୍ରାଏଲରେ ଚାକିରି ଦେବା ନାଁରେ ଠକେଇ, ନକଲି ସାକ୍ଷାତକାର ବେଳେ ୩ ଗିରଫ
ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
ଝାଡ଼ଖଣ୍ଡରେ ପୋଲିସ ଏନକାଉଣ୍ଟର, ୮ ନକ୍ସଲ ନିପାତ
ସରକାରଙ୍କୁ ଡାକ୍ତରଙ୍କ ଚେତାବନୀ; ୭ ଦଫା ଦାବି ପୂରଣ ନହେଲେ ସମୂହ ଇସ୍ତଫା
Browsing Category
ଘଟଣା ଓ ଦୁର୍ଘଟଣା
ଘରେ ନିଆଁ ଲାଗି ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଘରେ ନିଆଁ ଲାଗି ଜୀବନ୍ତ ଜଳିଯାଇଛନ୍ତି ଭାଇଭଉଣୀ। ଏଥିରେ୧୧ ବର୍ଷୀୟା ଭଉଣୀ ଓ ୯ ବର୍ଷୀୟ ଭାଇର ମୃତ୍ୟୁ ହୋଇଛି। ଏହାଛଡ଼ା ଘରେ ଥିବା ବହୁତ ସାମଗ୍ରୀ!-->…
Read More...
Read More...
ପରଲୋକରେ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା
ବରଗଡ଼: ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ ସେ ଦର୍ଶକଙ୍କ!-->…
Read More...
Read More...
ପୋଖରୀରେ ବୁଡି ଯୁବକ ମୃତ
କଟକ: କଟକ କାଫଲା ଫାଣ୍ଡି ଅଞ୍ଚଳରେ ଅଲିସା ବଜାରରେ ଥିବା ଏକ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ଅଲିସା ବଜାର ଅଞ୍ଚଳର ଅନି (୨୪) ବୋଲି ଜଣାପଡିଛି। ହେଲେ କେଉଁ ପରିସ୍ଥିତିରେ ଯୁବକ ଜଣକ ପାଣିରେ ବୁଡିଗଲେ ତାହା ଜଣାପଡି ନାହିଁ। ଖବର ପାଇ ଅଗ୍ନିଶମ ବାହିନୀ!-->…
Read More...
Read More...
ଏସ୍ସିବିରେ ମହିଳା ରୋଗୀଙ୍କୁ ଅସଦାଚରଣ କଲେ ଜୁନିଅର ଡାକ୍ତର
କଟକ: କଟକ ଏସ୍ସିବି ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏସ୍ସିବି ମେଡିକାଲରେ ଜଣେ ମହିଳା ରୋଗୀଙ୍କୁ ନିଶା ଦେଇ ଜଣେ ଜୁନିଅର ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ରୋଗୀ ଜଣକ କାର୍ଡିଓଲୋଜି ବିଭାଗକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଇକୋ ପରୀକ୍ଷା ସମୟରେ ତାଙ୍କୁ!-->…
Read More...
Read More...
ପୁରୀରେ ପ୍ରବଳ ବର୍ଷା ସହ ଘଡଘଡି
ଆଜି ପୁରୀରେ ପ୍ରବଳ ବର୍ଷା। ଏହା ସହ ସକାଳୁ ସକାଳୁ ବର୍ଷା ସହ ଘଡଘଡି ବଜ୍ରପାତ ମଧ୍ୟ ଲାଗିରହିଛି। ଏହାସହିତ ବଜ୍ରପାତରେ ଜଣେ ମହିଳାଙ୍କର ମୃତ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ୧୦ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି!-->…
Read More...
Read More...
ବିହାରରେ ଦଳାଚକଟା: ୭ ମୃତ
ବିହାର: ବିହାର ଜେହନାବାଦ ଜିଲ୍ଲାର ଏକ ମନ୍ଦିରରେ ଦଳାଚକଟା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ବିହାରର ଜେହାନାବାଦରେ ଶ୍ରାବଣ ମାସ ଶେଷ ସୋମବାରରେ ଏକ ବଡ଼ ଅଘଟଣ ଘଟିଛି। ଭକ୍ତଙ୍କ ମଧ୍ୟରେ ଦଳାଚକଟାରେ ଅନେକଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।!-->…
Read More...
Read More...
ଝାରସୁଗୁଡ଼ାରେ ଗ୍ୟାସ୍ ଲିକ୍
ଝାରସୁଗୁଡା: ଝାରସୁଗୁଡା ବୁଢୀପଦର ଓଡିଶା ମେଟାଲିକ୍ସ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ବଡ଼ ଅଘଟଣ। କାର୍ବନ ମନୋକ୍ସସାଇଡ ଗ୍ୟାସ ଲିକ କରିବାରୁ ୫ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଜଣେ ଶ୍ରମିକ ମୃତ ହୋଇଥିବା ଜଣାପଡିଛି। ସମସ୍ତ ଗୁରୁତର ମାନଙ୍କୁ ଝାରସଗୁଡା ଏକ ଘରୋଇ ମେଡିକାଲରେରେ ଭର୍ତ୍ତି!-->…
Read More...
Read More...
ଅଜଣା ଟ୍ରକ ଧକ୍କାରେ ୩ ମୃତ
କେନ୍ଦୁଝର: ଅଜଣା ଟ୍ରକ ଧକ୍କାରେ ଦୁଇ ସ୍କୁଲ ଛାତ୍ର ସମେତ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ଟାଟା ଡିଏଭି ସ୍କୁଲ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ତିନି ଜଣଙ୍କ ପରିଚୟ ମିଳିଥିବା ବେଳେ ମୃତକ ହେଲେ କ୍ରିଷ୍ଣା ଭୂସାଲ୍(୪୦)ତାଙ୍କ ପୁଅ ନିକିତ!-->…
Read More...
Read More...
ଯୋବ୍ରା ବ୍ୟାରେଜ୍ରୁ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ମହିଳା
କଟକ: କଟକସ୍ଥିତ ଯୋବ୍ରା ବ୍ୟାରେଜ୍ରୁ ଜଣେ ମହିଳା ମହାନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାଁ କାମିନୀ ସ୍ଵାଇଁ ଏବଂ ସେ କଟକ ଅରିଲୋ ଅଞ୍ଚଳର ବୋଲି ଜଣାପଡ଼ିଛି।ସୂଚନାନୂସାରେ, ରବିବାର ଅପରାହ୍ନ ସମୟରେ କାମିନୀ ଯୋବ୍ରା ବ୍ୟାରେଜକୁ ଆସି ବ୍ରିଜ୍ ଉପରେ ନିଜ ବ୍ୟାଗ୍,!-->…
Read More...
Read More...
ମହାନଦୀରେ ଭାସିଗଲେ କାଉଡ଼ିଆ
କଟକ: ମହାନଦୀରେ ଭାସିଗଲେ କାଉଡ଼ିଆ। ତାଳଦଣ୍ଡା କେନାଲ ଭଦିମୂଳ ଘାଟରେ ଅଘଟଣ। ଘାଟରେ ପାଣି ଉଠାଇବା ବେଳେ ମହାନଦୀରେ ଭାସିଯାଇ ଜଣେ କାଉଡ଼ିଆ ନିଖୋଜ ହୋଇଯାଇଛନ୍ତି। ଭଦିମୂଳ ଘାଟରେ ପାଣି ଉଠାଇଲା ବେଳେ ମହାନଦୀରେ ଭାସିଗଲେ କାଉଡ଼ିଆ। ଶ୍ରାବଣ ମାସ ସୋମବାର ପାଇଁ ରବିବାର କାଉଡିଆମାନେ!-->…
Read More...
Read More...