ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ
Browsing Category

ଘଟଣା ଓ ଦୁର୍ଘଟଣା

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କେନ୍ଦ୍ରାପଡା: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ଘଟିଛି। ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ତାଙ୍କ
Read More...

ଟାଟା ଷ୍ଟିଲରେ ଅଘଟଣ: ୯ ଜଣ ଶ୍ରମିକ ଆହତ

ଯାଜପୁର: ଯାଜପୁର ଜିଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲରେ ଏକ ଅଘଟଣ ଘଟିଛି। ଷ୍ଟିଲ ମେଲ୍‌ଟିଂ ସପ୍‌ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୯ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ଚିକିତ୍ସା ପାଇଁ ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ
Read More...

ବରଯାତ୍ରୀ ଗାଡି ଓଲଟି ଜଣେ ମୃତ, ୬ ଆହତ

କଳାହାଣ୍ଡି: ଓଲଟିଲା ବରଯାତ୍ରୀ ଗାଡି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ଆଜି ଭୋରରୁ କଳାହାଣ୍ଡି ଜିଲ୍ଲାର ୨୬ ନଂ ଜାତୀୟ ରାଜପଥ କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆଜି ଭୋରରେ ଏକ ବରଯାତ୍ରୀ ଗାଡି ଭାରସାମ୍ୟ ହରାଇ ୨୬
Read More...

ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ

କଳାହାଣ୍ଡି: କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତ ଯୁବକଙ୍କ ନାମ ପ୍ରତ୍ୟୁଷ ପାଢ଼ୀ(୨୨) ଓ ସେ ସହରର ବ୍ରାହ୍ମଣ ପଡ଼ାର ବୋଲି
Read More...

ହୋଲିରେ ରାଜଧାନୀରେ ୨ ଜଣଙ୍କୁ ହତ୍ୟା

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ପାଳନ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି। ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି। ହତ୍ୟା କାଣ୍ଡର କାରଣ
Read More...

ବିଲ୍ଡିଂରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାଜକୋଟ: ଗୁଜରାଟର ରାଜକୋଟରେ ଶୁକ୍ରବାର ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଆଟଲାଣ୍ଟିସ ବିଲଡିଂରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବିଲ୍ଡିଂରେ ୩୦ରୁ ଅଧିକ ଲେକା ଫଶିରହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।ସୂଚନା ଅନୁସାରେ,
Read More...

ଅମରାବତି ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଜଳଗାଁଓରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭୋର ୪ଟାରେ ମୁମ୍ବାଇ-ଅମରାବତୀ ଏକ୍ସପ୍ରେସ ଏକ ଟ୍ରକ ସହିତ ଧକ୍କା ହୋଇଛି । ଅମରାବତୀ ଏକ୍ସପ୍ରେସ ଜଳଗାଁଓର ବୋଡୱାଡ ଦେଇ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଏହି ସମୟରେ ଏକ ଟ୍ରକ ପୁରୁଣା ରେଳ ଫାଟକ ଦେଇ ଯାଉଥିଲା।
Read More...

ହୀରାକୁଦ ପାୱାର ଚାନେଲରେ ବୁଡି ଭିସୁଟ୍ ଛାତ୍ର ମୃତ

ବୁର୍ଲା: ସମ୍ବଲପୁର ଜିଲ୍ଲାର ବୁର୍ଲା ଥାନା ଅନ୍ତର୍ଗତ ଅଠର ହଜାରରେ ଥିବା ହୀରାକୁଦ ଡ୍ୟାମର ପାୱାର ଚାନେଲରେ ବୁଡ଼ି ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ (ଭିସୁଟ୍)ର ଜଣେ ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଢେଙ୍କାନାଳର ପ୍ରିୟାଂଶୁ ପ୍ରକାଶ
Read More...

୧୦ ଫୁଟ ତଳକୁ ଖସିଲା ବସ୍ ଜଣେ ମୃତ, ୩୦ ଆହତ

ସୁନ୍ଦରଗଡ଼: ରାସ୍ତାରୁ ତଳକୁ ଖସିଲା ବସ। ରାସ୍ତାରୁ ୧୦ ଫୁଟ ତଳକୁ ଖସି ପଡିଛି ଯାତ୍ରୀବାହୀ ବସ। ସୁନ୍ଦରଗଡ଼ ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ ଏବଂ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର
Read More...

ଅନଲାଇନ ଗେମ ଖେଳି ଜୀବନ ହାରିଲେ ଛାତ୍ରୀ

ରାୟଗଡ଼ା: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି। ମିଳିଥିବା ସୂଚନା ମୁତାବକ, ମୃତ ଛାତ୍ରୀ ଜଣକ ହେଲେ ରାୟଗଡ଼ା ଜିଲ୍ଲା
Read More...