ପ୍ରମୁଖ ଖବର

ଅଣ ସେବାୟତଙ୍କୁ ରଥ ଉପର ମନା, ଚଢ଼ିଲେ ହେବେ ଗିରଫ
ଡିଏନଏରୁ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ : ଜି-୭ ସମ୍ମିଳନୀରେ ଦେବେ ଯୋଗ
ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ବ୍ରିଜ୍‌, ଭାସିଗଲେ ୨୦ ପର୍ଯ୍ୟଟକ
କେବଳ ଯାତ୍ରୀ ନୁହେଁ ମେଡ଼ିକାଲ ଛାତ୍ରଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ
କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ
Browsing Category

ଘଟଣା ଓ ଦୁର୍ଘଟଣା

ବିଜେପି ନେତାଙ୍କୁ ଗୁଳିକରି ହତ୍ୟା

ପାଟନା: ବିହାରର ରାଜଧାନୀ ପାଟନରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାସ୍ତା କଡରେ ଠିଆ ହୋଇଥିବା ଶ୍ୟାମ ସୁନ୍ଦର ଶର୍ମା ଓରଫ ମୁନାଙ୍କୁ କିଛି ଦୁର୍ବୁତ୍ତ ଗୁଳି କରି ହତ୍ୟା କରିଛନ୍ତି। ମୁନା ଶର୍ମାଙ୍କ ବୟସ ୫୫ବର୍ଷ ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ଗତକାଲି ଶ୍ୟାମ
Read More...

ଟ୍ରକକୁ ଧକ୍କା ଦେଲା ବାଇକ ୨ ମୃତ, ଜଣେ ଗୁରୁତର

ଭଦ୍ରକ:୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସୁଥିବା ଏକ ବାଇକ ଟ୍ରକକୁ ଧକ୍କା ଦେଇଛି। ବାଇକରେ ଥିବା ଆରୋହୀଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
Read More...

ୟୁଟ୍ୟୁବ ଦେଖି ଡାକ୍ତର କଲେ ଅପରେଶନ

ବିହାର: ୟୁଟ୍ୟୁବ୍ରୁ ଭିଡିଓ ଦେଖି ସର୍ଜରୀ କରିବା ମହଙ୍ଗା ପଡିଲା। ୟୁଟ୍ୟୁବ୍ରୁ ଭିଡିଓ ଦେଖି ସର୍ଜରୀ କରୁଥିଲେ ଜଣେ ନକଲି ଡାକ୍ତର। ଜଣେ ୧୫ ବର୍ଷର ବାଳକ ପେଟରେ ଯନ୍ତ୍ରଣା ଅନୁଭବ କରିବାକୁ ଡାକ୍ତରଙ୍କ ପାଖକୁ ଆସିଥିଲେ। ସେଠାରେ ଥିବା ଡାକ୍ତର ୟୁଟ୍ୟୁବ ଦେଖି ପିଲାଟିର ଅପରେଶନ କରିଥିଲେ।
Read More...

ନବୋଦୟ ସ୍କୁଲ ରାଗିଂ ଘଟଣାରେ ୭ ଛାତ୍ର ଓ ୨ ଛାତ୍ରୀ ନିଲମ୍ୱିତ

ନୂଆପଡା: ନବୋଦୟ ସ୍କୁଲ ହଷ୍ଟେଲରେ ରାଗିଂ ଅଭିଯୋଗ l ହଷ୍ଟେଲରେ ୨୨ ଜଣ ଛାତ୍ରଙ୍କୁ ସିନିୟର୍ ମାଡ଼ ମାରିବା ଘଟଣାରେ ଦ୍ୱାଦଶ ଶ୍ରେଣୀର ୭ ଛାତ୍ର ଓ ଦୁଇ ଛାତ୍ରୀଙ୍କୁ ନିଲମ୍ୱିତ କରିଛି ନବୋଦୟ ସ୍କୁଲ କର୍ତ୍ତୃପକ୍ଷ। ଦଶମ ଶ୍ରେଣୀର ୨୨ ଜଣଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିଲେ ଦ୍ୱାଦଶ
Read More...

ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

କଟକ: ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ଶ୍ରମିକ ମୃତ। ଏହିଭଳି ଘଟଣା ବାରଙ୍ଗ ଥାନା ଅଧିନସ୍ଥ ନରଣପୁରଠାରେ ଦେଖିବାକୁ ମିଳିଛି। ସେଣ୍ଟ୍ରିଂ ଖୋଲିବାକୁ ଯାଇ ପାଇଖାନା ଟାଙ୍କି ଭିତରେ ଅଣନିଃଶ୍ୱାସୀ ହୋଇ ୩ ଜଣଙ୍କର ଜୀବନ ଚାଲିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କଟକର ନରଣପୁର
Read More...

୭୦୦ ଫୁଟ ଘାଟିରୁ ଖସିଲା ସେନା ଟ୍ରକ, ୪ ଯବାନ ମୃତ

ସିକ୍କିମ: ସିକ୍କିମରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରତ-ଚାଇନା ସୀମା ନିକଟ ଉତ୍ତର ସିକ୍କିମରେ ସେନାଙ୍କର ଏକ ଟ୍ରକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି। ଏହି ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ଏହି ଟ୍ରକ ରାସ୍ତାରୁ ଖସି ପ୍ରାୟ ୭୦୦ରୁ ୮୦୦ଫୁଟ ଗଭୀର ଖାଲରେ ଖସିପଡିଥିଲା।ସୂଚନା
Read More...

ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ଯା

କଟକ: ଯୋବ୍ରା ବ୍ଯାରେଜ ନିକଟରେ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ। ଯୁବକଙ୍କ ନାମ ମୃତ୍ୟୁଞ୍ଜୟ ମାଣିକ। ତାଙ୍କ ଘର ଭବନେଶ୍ୱର ଭିଏଏସଏସ ନଗର ବୋଲି ଜଣାପଡିଛି। ଅପରାହ୍ନ ୪ ସମୟରେ ଯୋବ୍ରା ବ୍ୟାରେଜ୍ ୭୪ନମ୍ବର ଗେଟ୍ ଉପରୁ ଡେଇଁ ଆତ୍ମହତ୍ଯା କରିଛନ୍ତି ମୃତ୍ଯୁଞ୍ଜୟ। ତେବେ କେଉଁ
Read More...

ଆରବସାଗରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ୩ ନିଖୋଜ

ଗୁଜୁରାଟ: ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ। ପୋରବନ୍ଦର ଉପକୂଳ ଆରବସାଗରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗୁଜରାଟ ବାତ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜରୁରୀ ଅବତରଣ
Read More...

କୋରାପୁଟ ମେଡିକାଲ କଲେଜରେ ଅଗ୍ନିକାଣ୍ଡ

କୋରାପୁଟ: କୋରାପୁଟ ମେଡିକାଲ କଲେଜରେ ଶୁକ୍ରବାର ଅପରାହ୍ନରେ ନିଆଁ ଲାଗିଯାଇଛି। ଫଳରେ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଚାଇଲ୍ଡ କେୟାର ୟୁନିଟ୍‌ରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ , କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ସର୍ଟ ସର୍କିଟ
Read More...

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା

ବାଲେଶ୍ଵର: ବାଲେଶ୍ୱର ଜିଲା ଆଲୋଏଜ ନିକଟରେ ନିଖୋଜ ନାବାଳିକାଙ୍କର ମୃତଦେହ ଠାବ ହୋଇଛି। ରେମୁଣା ଥାନା ଅଞ୍ଚଳର ଏକ ପରିତ୍ୟକ୍ତ ଘରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି। ୩ ଦିନ ତଳୁ ନିଖୋଜ ଥିଲେ ୯ମ ଶ୍ରେଣୀର ଛାତ୍ରୀ। ଦୁଷ୍କର୍ମ ପରେ ହତ୍ୟା ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ।ସୂଚନା
Read More...