Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍ର ମଞ୍ଜୁରି
Browsing Category
ଘଟଣା ଓ ଦୁର୍ଘଟଣା
କାଜୁବଗିଚାରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝରିଗାଁ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ସିଉଲାଗୁଡା ଗାଁରୁ ଝୁଲନ୍ତା ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଉଭୟ ବେକରେ ଆତ୍ମହତ୍ୟା ଓଢ଼ଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି।
ସୂଚନାନୁସାରେ ସିଉନାଗୁଡ଼ା ଗ୍ରାମର ଲକ୍ଷି ଗୌଡଙ୍କ ପୁଅ ଭଗବାନ!-->!-->!-->…
Read More...
Read More...
କାରରେ ଲାଗିଲା ନିଆଁ, ଡ୍ରାଇଭର ଜୀବନ୍ତ ଦଗ୍ଧ
ପାରାଦୀପ: ପାରାଦୀପ ଲକ୍ ଥାନା ନିକଟରେ ଅଘଟଣ। କାର୍ ସହ ଜଳିଗଲେ ଡ୍ରାଇଭର। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ହେଲେ କାର୍ ଭିତରେ ଥିବା ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ହେଲେ ମୃତ କାର୍ ଡ୍ରାଇଭରର ପରିଚୟ ମିଳିନାହିଁ।
ଆଜି ସକାଳେ କାର୍ଟି ପାରାଦୀପ ସହର!-->!-->!-->…
Read More...
Read More...
ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ
ସୁନ୍ଦରଗଡ଼଼: ସୁନ୍ଦରଗଡ଼଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ଛୁରିଚଖା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ। ଘରୋଇ କଳିକୁ ନେଇ ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ନାମ ସିରାନୁସ ଟେଟେ ହୋଇଥିବାବେଳେ ଅଭିଯୁକ୍ତ!-->…
Read More...
Read More...
କର୍ଣ୍ଣାଟକରେ ଇସ୍ରାଏଲୀ ପର୍ଯ୍ୟଟକଙ୍କୁ ଦୁଷ୍କର୍ମ, ଓଡ଼ିଆ ଯୁବକଙ୍କୁ ହତ୍ୟା
କର୍ଣ୍ଣାଟକ: କର୍ଣ୍ଣାଟକ ଗଙ୍ଗାବତୀ ପର୍ଯ୍ୟଟକ ଆକ୍ରମଣ ମାମଲାରେ ନିଖୋଜ ଥିବା ଓଡ଼ିଆ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ନାମ ବିବାସ ବୋଲି ଜଣାପଡ଼ିଛି। ଏକ ଦୁଷ୍କର୍ମ ଏବଂ ଆକ୍ରମଣ ମାମଲାରେ ୪୨ ବର୍ଷିୟ ବିବାସ କେନାଲରେ ନିଖୋଜ ହୋଇଯାଇଥିଲେ। ଦୁଷ୍କର୍ମକାରୀ ଠେଲି ଦେବାରୁ!-->…
Read More...
Read More...
ବିବାହ ଶୋଭାଯାତ୍ରା ବେଳେ ଛୁରାମାଡ଼, ୩ ଆହତ
ଖଲ୍ଲିକୋଟ: ବାହାଘର ପ୍ରୋସେସନ ପାଲଟିଲା ରଣକ୍ଷେତ୍ର। ଖଲ୍ଲିକୋଟରେ ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ। ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି। । ଆହତଙ୍କୁ!-->…
Read More...
Read More...
ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ
ଭୁବନେଶ୍ବର: ସହିଦ ନଗରରେ ଥିବା ମିକ୍ସଚର ଫ୍ୟାକ୍ଟ୍ରିରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ କରାଯାଉଛି। କିନ୍ତୁ ପ୍ରବଳ ଧୂଆଁ ବହାରୁ ଥିବାରୁ ନିଆଁ ଲିଭାଇବା କଷ୍ଟକର ହୋଇପଡ଼ିଛି। ମିକ୍ସଚର ଫ୍ୟାକ୍ଟ୍ରିରେ କିଭଳି ନିଆଁ ଲାଗିଲା ତାହା!-->…
Read More...
Read More...
କୋଇଲା ଖଣିରେ ଛାତ ଭୁଶୁଡି ୩ ଶ୍ରମିକ ମୃତ
ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ବୈତୁଲରେ ଥିବା କୋଇଲା ଖଣିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ୱେଷ୍ଟର୍ଣ୍ଣ କୋଲଫିଲ୍ଡସ୍ ଲିମିଟେଡର ଏକ ଖଣିରେ ସ୍ଲାବ୍ ଭୁଶୁଡ଼ି ପଡ଼ିବା ପରେ ଅନେକ ଶ୍ରମିକ ଫସି ଯାଇଥିଲେ। ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଶ୍ରମିକ ଆହତ ହୋଇଥିବା ସୂଚନା!-->…
Read More...
Read More...
ନେହେରୁ ବଙ୍ଗଳା ମାଛଧରା ଜେଟିରେ ଅଗ୍ନିକାଣ୍ଡ
ଜଳିଗଲା ୧୦ରୁ ଅଧିକ ବୋଟ୍ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ଜେଟିରେ ବଡ଼ ଧରଣର ଅଗ୍ନିକାଣ୍ଡ। ଭୟଙ୍କର ନିଆଁରେ ଜଳିଗଲା ୧୦ଟି ବୋଟ୍। ପ୍ରଥମେ ଗୋଟିଏ ବୋଟରେ ନିଆଁ ଲାଗିବା ପରେ ଧିରେ ଧିରେ ଅନ୍ୟ ବୋଟରେ ନିଆଁ ଧରିଥିଲା।
ବୋଟରେ ଡିଜେଲ ଥିବାରୁ ନିଆଁ ତୀବ୍ର ବେଗରେ ପାଖରେ ଥିବା!-->!-->!-->…
Read More...
Read More...
ବାପା-ମାଆ ଓ ଭଉଣୀକୁ ପଥରରେ ଛେଚି ହତ୍ୟା କଲା ପୁଅ
ଜଗତସିଂହପୁର: ସଦର ଥାନା ଜୟବଡ଼ ଗାଁରେ ବିଭତ୍ସ ହତ୍ୟାକାଣ୍ଡ। ୨୨ ବର୍ଷୀୟ ପୁଅର ନାରକୀୟ କାଣ୍ଡ। ନୃସଂଶ ପାଲଟିଲା ପୁଅ। ନିଜ ହାତରେ ନିଜ ପରିବାରକୁ ଛାରଖାର କରିଦେଲା। ବାପାମା’ ଓ ଭଉଣୀକୁ ପଥରରେ ଛେଚି ଜୀବନ ନେଲା। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଜୟବଡ଼!-->…
Read More...
Read More...
ଘରୁ ଡାକିନେଇ ବୃଦ୍ଧଙ୍କୁ ନୃଶଂସ ହତ୍ୟା କଲେ ମାଓବାଦୀ
ଛତିଶଗଡ଼: ଘରୁ ଡାକିନେଇ ବୃଦ୍ଧଙ୍କୁ ଗୁଳି କରିଦେଲେ ମାଓବାଦୀ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ମାଓବାଦୀ ଏଭଳି ବର୍ବରକାଣ୍ଡ ଘଟଣାଇଛନ୍ତି। ପୋଲିସ ଇନଫର୍ମର ସନ୍ଦେହରେ ବୃଦ୍ଧଙ୍କୁ ନୃଶଂସ ହତ୍ୟା କରିଛନ୍ତି। ମୃତକ ହେଲେ ପୂର୍ବତନ ବିଧାୟକ ମନୀଷ କୁଞ୍ଜମଙ୍କ ସାନ ଶ୍ବଶୁର।
!-->!-->!-->…
Read More...
Read More...