ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି
Browsing Category

ଘଟଣା ଓ ଦୁର୍ଘଟଣା

ରକ୍ତାକ୍ତ ଅବସ୍ଥାରେ ଛାତ୍ରୀ ଉଦ୍ଧାର

ସମ୍ବଲପୁର: ସମ୍ବଲପୁର ବୁର୍ଲାର ଅଞ୍ଚଳରୁ ଜଣେ ଛାତ୍ରୀଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରୁ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଛି ବୁର୍ଲା ପୁଲିସ। ତାଙ୍କୁ ବୁର୍ଲା ହସ୍ପିଟାଲ କାଜୁଆଲଟିରେ
Read More...

ଅଟୋକୁ ପିଟିଲା ଟିପ୍ପର, ୪ ମୃତ

ଜୟପୁର: ଜୟପୁର ସଦର ଥାନା ଥୁରୁଡ଼ିପୁଟ ଜାତୀୟ ରାଜପଥରେ ଏକ ଅଟୋକୁ ଟିପ୍ପର ଧକ୍କା ଦେବା ଫରେ ଅଟୋଟି ଭାଙ୍ଗିରୁଜି ଯାଇଛି। ଏହି ଦୁର୍ଘଟଣାରେ ଅଟୋ ଭିତରେ ଥିବା ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୪ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି
Read More...

କିଟ୍‌ରେ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ପ୍ରେମିକ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍‌ ) ବିଶ୍ୱବିଦ୍ୟାଳୟର ହଷ୍ଟେଲ କ୍ୟାମ୍ପସରେ ଜଣେ ବି.ଟେକ୍‌ ତୃତୀୟ ବର୍ଷର ଛାତ୍ରୀଙ୍କ ମୃତଦେହ ମିଳିବାର କିଛି ଘଣ୍ଟା ପରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ମୃତ ଯୁବତୀଙ୍କ ବନ୍ଧୁ ଏବଂ
Read More...

କାରକୁ ପିଟିଲା ଟ୍ରକ୍‌: ଡିଏସ୍‌ପିଙ୍କ ସମେତ ୨ ମୃତ

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏକ ଟ୍ରକ୍‌ ରଙ୍ଗ ରୁଟରେ ଆସି ଭାରସାମ୍ୟ ହରାଇ କାର୍‌କୁ ଧକ୍କା ଦେଇଥିଲା । ଫଳରେ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ହେଉଛନ୍ତି ପୁଲିସ୍ ଅଧିକାରୀ। ତାଙ୍କ ନାଁ
Read More...

ପୋଖରୀରେ ବୁଡି ଦୁଇ ନାବାଳକ ମୃତ

ବାସୁଦେବପୁର: ବାସୁଦେବପୁର ଗୁଆଗାଁ ରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଦୁଇ ନାବାଳକଙ୍କର ମୃତ୍ୟୁ ହୋଇଛି। ବାସୁଦେବପୁର ବ୍ଲକ ଅଧିନସ୍ଥ ଗୁଆଗାଁରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ଜୀବନ ଯାଇଛି।ସେମାନେ ହେଲେ ଜ୍ୟୋତିର୍ମୟ ବେହେରା(୧୪) ଓ ରାଜେନ୍ଦ୍ର ବେହେରା(୧୬) ରବିବାର
Read More...

ଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା ୧୮ ମୃତ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳଷ୍ଟେଶନରେ ୧୩-୧୪ ନମ୍ବର ପ୍ଲାଟଫର୍ମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ମହାକୁମ୍ଭ ଯାତ୍ରୀଙ୍କ ପ୍ରବଳ ଭିଡ଼ରୁ ଦଳାଚକଟା ଘଟି ୧୮ ଜଣ ପ୍ରାଣ ହରାଇଛନ୍ତି। ୧୨ ଜଣ ଆହତ ହୋଇଛନ୍ତି। ଦିଲ୍ଲୀରୁ ପ୍ରୟାଗରାଜ ମହାକୁମ୍ଭକୁ ଯିବା
Read More...

ମହାକୁମ୍ଭକୁ ଯିବା ବେଳେ ବୋଲେରୋ-ବସ୍‌ ଧକ୍କା: ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ

ଉତ୍ତରପ୍ରଦେଶ: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି
Read More...

କାଠଯୋଡି ନଦୀ କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର

କଟକ: କଟକର କାଠଯୋଡି ନଦୀ କୂଳରେ ବୁଧବାର ଦିନ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ପ୍ରତୀକ ଦାସ ବୋଲି ଜଣାପଡିଛି। ସେ ଭୁବନେଶ୍ୱରର ନୀଳାଦ୍ରି ବିହାରର ବାସିନ୍ଦା। ସୂଚନା ଅନୁଯାୟୀ, ପ୍ରତୀକ ମଙ୍ଗଳବାରଠାରୁ ନିଖୋଜ ଥିଲେ। ସେ ଘରକୁ ନ ଫେରିବାରୁ
Read More...

ବାଇକକୁ ପିଟିଲା କାର୍‌: ୩ ଯୁବକ ମୃତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍‌-ବାଇକ ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ହେଲେ ୩ଜଣ ଯୁବକ ଜିଜିପି କଲୋନୀରେ ରହୁଥିବା ଜଣାପଡିଛି।
Read More...

ଟ୍ରେନ୍‌ ଟଏଲେଟ୍‌ରେ ଯୁବକଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର: ଟ୍ରେନ୍ ଟଏଲେଟରୁ ମୃତଦେହ ଉଦ୍ଧାର। ସମ୍ବଲପୁର ରେଳଷ୍ଟେଶନର ଓ୍ବାଶିଂ ଲାଇନ୍‌ରେ ସମ୍ବଲପୁର -ନାନ୍ଦେଡ଼ ଟ୍ରେନର ଟଏଲେଟ୍‌ରୁ ଏକ ଯୁବକଙ୍କ ମୃତଦେହକୁ ଜବତ କରିଛି ସମ୍ବଲପୁର ରେଳବାଇ ପୋଲିସ। ସୂଚନା ଅନୁଯାୟୀ ନାନ୍ଦେଡ ସମ୍ବଲପୁର ନାଗାବଳୀ ଏକ୍ସପ୍ରେସ ଆଜି ସକାଳେ ସମ୍ବଲପୁରରେ
Read More...