Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋହନ ମାଝୀ
ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ
ପାତ୍ରପଡ଼ା ହିଟ୍ ଆଣ୍ଡ ରନ୍ ମାମଲା ଦିଲ୍ଲୀରୁ ଗିରଫ ହେଲେ ଦୁଇ ଅଭିଯୁକ୍ତ
୨ ମାସର ଶିଶୁ ପାଇଁ ଉଛୁଳା ନାଳକୁ ଡେଇଁଲେ ନର୍ସ
ଢେଙ୍କାନାଳ ଏସପିଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ
ଡିସେମ୍ବର ସୁଦ୍ଧା ପୂରଣ ହେବ ଅଗ୍ନିଶମ ବିଭାଗରେ ଖାଲିଥିବା ୩୦୦ ପଦବୀ
Browsing Category
ଘଟଣା ଓ ଦୁର୍ଘଟଣା
ଦିଲ୍ଲୀରେ ଓଡିଶା ଯୁବତୀଙ୍କୁ ବଳାତ୍କାର
ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ଦିଲ୍ଲୀର ସାର କାଲେ ଖାନ ଫ୍ଲାଏ ଓଭର ନିକଟରେ ୩୪ ବର୍ଷ ବୟସ୍କା ଯୁବତୀଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମହିଳା ଜଣକ ଓଡ଼ିଶାର ବାସିନ୍ଦା ହୋଇଥିବା ବେଳେ ତାଙ୍କୁ ବଳାତ୍କାର କରାଯାଇ ଏଠାରେ ଫିଙ୍ଗି ଦିଆଯାଇଥିବା ପୋଲିସ କହିଛି।
ଦକ୍ଷିଣ ପୂର୍ବ!-->!-->!-->…
Read More...
Read More...
ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲା ଭାରତୀୟ ରେଳବାଇ
ତାମିଲନାଡ଼ୁ: ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଭାରତୀୟ ରେଳବାଇ। ତାମିଲନାଡ଼ୁର ତିରୁବଲ୍ଲୁରରେ ମହୀଶୁର-ଦରଭଙ୍ଗା ବାଗମତୀ ସୁପରଫାଷ୍ଟ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଟ୍ରାକରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନକୁ ଧକ୍କା ଦେବାରୁ ୧୨ଟି!-->…
Read More...
Read More...
ଖଣ୍ଡଗିରି ପାହାଡ଼ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର:ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ମିଳିଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ ସ୍ଫୋର୍ଟ୍ସ ଡ୍ରେସ୍ରେ ଥିଲେ।
ସକାଳେ!-->!-->!-->…
Read More...
Read More...
ଅଭ୍ୟାସ ବେଳେ ମିଲିଟାରୀ ସେଣ୍ଟରରେ ବିସ୍ଫୋରଣ, ୨ ଅଗ୍ନିବୀର ମୃତ
ନାଶିକ: ମିଲିଟାରୀ ସେଣ୍ଟରରେ ଅଘଟଣ । ନାଶିକ ମିଲିଟାରୀ ସେଣ୍ଟରରେ ନିୟମିତ ତାଲିମ ସମୟରେ ବିସ୍ଫୋରଣ ଯୋଗୁ ଦୁଇଜଣ ଅଗ୍ନିବୀରଙ୍କ ଦୁଃଖଦ ମୃତ୍ୟୁ ହୋଇଥିବା ଜଣାପଡିଛି। ଲାଇଭ ଫାୟାର ଆର୍ଟିଲରିଅଭ୍ୟାସ ସମୟରେଏହି ଦୁର୍ଘଟଣା ଘଟିଛି।
ସୂଚନା ଅନୁସାରେ, ଆଜି ମହାରାଷ୍ଟ୍ରର ନାଶିକର ଆର୍ଟିଲେରୀ!-->!-->!-->…
Read More...
Read More...
ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ମାଡ଼ିଗଲା ବସ, ମହିଳା କନଷ୍ଟେବଳ ମୃତ
ତିର୍ତ୍ତୋଲ: ଜଗତସିଂହପୁର ଜିଲା ତିର୍ତ୍ତୋଲ ବଜାର ନିକଟରେ ଶୁକ୍ରବାର ବସ ଧକ୍କାରେ ଜଣେ ମହିଳା କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ କନଷ୍ଟେବଲଙ୍କ ଉପରେ ମାଡ଼ିଗଲା ବସ୍। ମୃତ କନଷ୍ଟେବଳ ହେଲେ ସୁରଜା ମୁଣ୍ଡା।
ତିର୍ତ୍ତୋଲ ଥାନାରେ କାର୍ଯ୍ୟରତ ଥିଲେ!-->!-->!-->…
Read More...
Read More...
ପରଲୋକରେ ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ
ଭୁବନେଶ୍ୱର: ପରଲୋକରେ ପୋଲସରାର ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନ। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଦେହାନ୍ତ ହୋଇଥିବା ନେଇ ସୂଚନା ମିଳିଛି। ଅସୁସ୍ଥ ହୋଇ ପ୍ରାୟ ଗୋଟେ ମାସ ହେବ ସେ ଚିକିତ୍ସିତ ହେଉଥିଲେ। ଗୁରୁବାର ଚିକିତ୍ସିତ ଅବସ୍ଥାରେ ୬୭ ବର୍ଷ ବୟସରେ ତାଙ୍କର!-->…
Read More...
Read More...
କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅପରାଧୀକୁ ଏନକାଉଣ୍ଟର
ସମ୍ବଲପୁର: ବୁର୍ଲା ପୋଲିସ ଦ୍ବାରା ପେଶାଦାର ଅପରାଧୀକୁ ଏନକାଉଣ୍ଟର। ପୋଲିସକୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅପରାଧୀ କମଲୁ ପ୍ରଧାନକୁ ଏନକାଉଣ୍ଟର କରିଛି ପୋଲିସ। କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର। ସମ୍ବଲପୁର ଜିଲ୍ଲାର କଟାପାଲି ନିକଟ ଜଙ୍ଗଲରେ ଅଭିଯୁକ୍ତ!-->…
Read More...
Read More...
ଏୟାର ପ୍ରେସର ଟାଙ୍କି ଫାଟି ଗ୍ୟାରେଜ ମାଲିକଙ୍କ ମୃତ୍ୟୁ
ଟ୍ରକ ଚକାରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି
ଗ୍ୟାରେଜ ମାଲିକଙ୍କର ମୃତ୍ୟୁ
ଖୋର୍ଦ୍ଧ : ଗାଡ଼ିରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି। ଆଉ ଘଟଣାସ୍ଥଳରେ ଗ୍ୟାରେଜ ମାଲିକଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଆହତ ହୋଇଛନ୍ତି। ଖୋର୍ଦ୍ଧା ସଦର ଥାନା ଦଳେଇପୁଟ!-->!-->!-->!-->!-->!-->!-->!-->!-->…
Read More...
Read More...
କ୍ରେନରୁ ଭାଙ୍ଗିଲା ଓଜନିଆ ବୁମ୍ ଗ୍ରାଫ୍, ଅପରେଟର ଗୁରୁତର
ପାରାଦୀପ: ପାରାଦୀପ ବନ୍ଦରର ଏମପିବି ବର୍ଥରେ ଅଘଟଣ। ବର୍ଥ ଉପରେ ଥାଇ ଲୋଡିଂ କରୁଥିବା ଏକ ସୋର୍ କ୍ରେନ୍ ଅଧାରୁ ଛିଡି ପଡିଛି। ଫଳରେ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବୋଥ୍ରା ସିପିଙ୍ଗ କମ୍ପାନୀର କ୍ରେନଟି ଏକ ବିଦେଶୀ ଜାହାଜ ‘ଏମଭି ଆମସୀ!-->…
Read More...
Read More...
ପାର୍କିଂକୁ ନେଇ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଲେ ୨ ଯୁବକ
ମଧୁପାଟଣା: ଅଟୋ ପାର୍କିଂକୁ ନେଇ ୨ ଜଣ ମଦ୍ୟପ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ଘଟଣା କଟକ ମଧୁପାଟଣା ଥାନା ଲିଙ୍କରୋଡ୍ ଅଞ୍ଚଳରେ ଘଟିଛି। ଆହତ ଡ୍ରାଇଭରଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିବା ବେଳେ ମଧୁପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି। ଆହତ!-->…
Read More...
Read More...