Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ଘଟଣା ଓ ଦୁର୍ଘଟଣା
ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ
୪୦ ଦୋକାନ ପୋଡି ପାଉଁଶ
ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ
ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ଏକ ନମ୍ବର ହାଟ। ନିଆଁ ଲାଗି ଜଳିପୋଡି ପାଉଁଶ ହୋଇଗଲା ୪୦ ରୁ ଅଧିକ!-->!-->!-->!-->!-->!-->!-->!-->!-->…
Read More...
Read More...
କଟକରେ ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ଜଣେ ମୃତ
କଟକ: କଟକ ସଦର ଥାନା ଅନ୍ତର୍ଗତ ଖଲର୍ଦ୍ଦା ହାତୀଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଦିନ ବାଣ ତିଆରି ବେଳେ ହଠାତ୍ ବିସ୍ଫୋରଣ ଘଟି ଜଣେ ବ୍ୟକ୍ତିଙ୍କର ପ୍ରାଣହାନି ଘଟିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ହାତୀଗଡ଼ ନିବାସୀ ବଇନ!-->!-->!-->…
Read More...
Read More...
ରାଉରକେଲା ବିମାନ ଦୁର୍ଘଟଣା ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି
ଭୁବନେଶ୍ବର: ରାଉରକେଲା ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସୁଶାନ୍ତ କୁମାର ବିଶ୍ୱାଳଙ୍କ ପରିବାରର ଜଣଙ୍କୁ ମିଳିବ ନିଯୁକ୍ତି। ଇଣ୍ଡିଆ ଏୟାର ୱାନ୍ ସିଇଓ ପ୍ରେମ କୁମାର ଗର୍ଗ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍ ଏୟାର ସଂସ୍ଥାରେ ଚାକିରି!-->…
Read More...
Read More...
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ରାଉରକେଲା: ରାଉରକେଲା ବିମାନ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସୁଶାନ୍ତ ବିଶ୍ୱାଳ। ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।
ସୂଚନାଥାଉକି,ଗତ ଶନିବାର(୧୦ ତାରିଖ) ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ସିଟ୍ ବିଶିଷ୍ଟ!-->!-->!-->…
Read More...
Read More...
ଝାରସୁଗୁଡ଼଼ା ରେଳ ଷ୍ଟେସନରେ ଅଗ୍ନିକାଣ୍ଡ
ଝାରସୁଗୁଡ଼ା: ଝାରସୁଗୁଡ଼ା ମୁଖ୍ୟ ରେଲୱେ ଷ୍ଟେଶନରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍ ଶର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଇନକ୍ବେରୀ କାଉଣ୍ଟର, ଷ୍ଟେସନ ମ୍ୟାନେଜର-୨ କ୍ୟାବିନକୁ ଲାଗି ରହିଥିବା ସିଗନାଲ କ୍ୟାବିନରେ ନିଆଁ ଲାଗି ଧୂଆଁମୟ ହୋଇଯାଇଛି!-->…
Read More...
Read More...
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶର ସୋଲାନ ଜିଲ୍ଲାର ଆର୍କି ବଜାରରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗତକାଲି ରାତି ପ୍ରାୟ ୧ଟା ସମୟରେ ସୋଲାନର ଅର୍କି ବଜାରରେ ନିଆଁ ଲାଗିଯାଇଛି। ଫଳରେ ଅନେକ ଦୋକାନ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ ଜଣେ ୮ ବର୍ଷର ଶିଶୁର ମୃତ୍ୟୁ!-->…
Read More...
Read More...
ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
ଝାରସୁଗୁଡ଼ା: ଝାରସୁଗୁଡ଼ାର ବେଲପାହାଡ଼ ଲେଭଲ୍ କ୍ରସିଂ ନିକଟରେ ରବିବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନର ତିନୋଟି ୱାଗନ୍ ଲାଇନଚ୍ୟୁତ ହୋଇଯାଇଛି। ଯାହାଫଳରେ ରେଳ ସେବା ଆଂଶିକ ଭାବରେ ବାଧାପ୍ରାପ୍ତ ହୋଇଛି। ତେବେ ସନ୍ଧ୍ୟା ପ୍ରାୟ ୫ଟା ୩୦ମି. ସମୟରେ ହାଓଡ଼ା-ନାଗପୁର ରେଳପଥରେ!-->…
Read More...
Read More...
ପୁଣି ଆମ ବସରେ ଭୟାବହ ଅଗ୍ନିକାଣ୍ଡ
ଭୁବନେଶ୍ଵର: ଜଳିଗଲା ଆମ ବସ। ପୁଣି ଏକ ‘ଆମ ବସ୍’ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ରବିବାର ଅପରାହ୍ନରେ ପଟିଆ ଛକ ନିକଟରେ ଥିବା ଆମ ବସ୍ ଡିପୋରେ ଚାର୍ଜିଂ ହେଉଥିବା ସମୟରେ ଏକ ଇଲେକ୍ଟ୍ରିକ୍ ବସରେ ହଠାତ୍ ନିଆଁ ଲାଗିଯାଇଥିଲା। ଲଗାତାର ଦୁଇ ଦିନରେ ଦୁଇଟି ବସ୍ରେ ଅଗ୍ନିକାଣ୍ଡ ଘଟଣା!-->…
Read More...
Read More...
ରାଉରକେଲା ବିମାନ କ୍ରାସ: ଘଟଣାସ୍ଥଳରେ ଡିଜିସିଆଇ ଟିମ୍ ତଦନ୍ତ
ରାଉରକେଲା: ରାଉରକେଲା ବିମାନ କ୍ରାସ୍ ଘଟଣାରେ ତଦନ୍ତ କରିବାକୁ ଘଟଣାସ୍ଥଳରେ ପହଞ୍ଚିଲା ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଟିମ୍। କେମିତି ହେଲା ଦୁର୍ଘଟଣା ? କାହିଁକି କରାଗଲା ଫୋର୍ସ ଲ୍ୟାଣ୍ଡିଂ ? ସେନେଇ ତଦନ୍ତ ଚାଲିଛି।ଏହା ସହ ରାଉରକେଲା ଚାର୍ଟର ବିମାନ!-->…
Read More...
Read More...
ଦିଗପହଣ୍ଡି ମର୍ମନ୍ତୁଦ ଦୁର୍ଘଟଣା
୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଜରଡାରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା!-->!-->!-->…
Read More...
Read More...