ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ
Browsing Category

ଘଟଣା ଓ ଦୁର୍ଘଟଣା

କୂଅକୁ ଖସିଲା ତୀର୍ଥଯାତ୍ରୀଙ୍କ ପିକଅପ୍ ଭ୍ୟାନ୍

୧୪ ମୃତ, ଅନେକ ଆହତ ମହାରାଷ୍ଟ୍ର: ମହାରାଷ୍ଟ୍ରର ପଣ୍ଡରପୁରରେ ଘଟିଛି ଏକ ହୃଦୟବିଦାରକ ସଡ଼କ ଦୁର୍ଘଟଣା। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଭୀର କୂଅ ମଧ୍ୟକୁ ଖସିପଡ଼ିଥିବାରୁ ଡ୍ରାଇଭରଙ୍କ ସମେତ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି
Read More...

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ

ଭୁବନେଶ୍ବର: ରାଜଧାନୀର ସୈନିକ ସ୍କୁଲ ରାସ୍ତାରେ ସୋମବାର ରାତିରେ ଏକ ଭୟଙ୍କର ସିରିଜ୍ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ କାର ରାସ୍ତା କଡ଼ରେ ଚା’ ପିଉଥିବା ୪ ଜଣଙ୍କୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଏକ ଅଟୋ ଓ ଏକାଧିକ ବାଇକ୍‌ ଉପରେ ଚଢ଼ିଯାଇଥିଲା। ଏହି ଦୁର୍ଘଟଣାରେ ୪
Read More...

ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା

୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ ଆସାମ: ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଶନିବାର ଏକ ଭାରତୀୟ ବାୟୁସେନା (IAF)ର AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ ହୋଇଥିବାବେଳେ ସହ-ପାଇଲଟ ଗୁରୁତର ଆହତ ହୋଇ
Read More...

ବିଶାଖା ଷ୍ଟିଲ୍ ପ୍ଲାଣ୍ଟରେ ଭୟଙ୍କର ଦୁର୍ଘଟଣା

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବିଶାଖା ଷ୍ଟିଲ୍ ପ୍ଲାଣ୍ଟରରେ ସୋମବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ଔଦ୍ୟୋଗିକ ଦୁର୍ଘଟଣାରେ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଷ୍ଟିଲ୍ ମେଲ୍ଟିଂ ସପ୍ (SMS-2) ଏବଂ STC-3 ୟୁନିଟ୍‌ରେ ଦ୍ରବୀଭୂତ ଇସ୍ପାତ ବହନ
Read More...

ଗାଧୋଇବା ବେଳେ ଭାସିଗଲେ ୩ ସାଙ୍ଗ

ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେରରେ ବ୍ରାହ୍ମଣୀ ନଦୀରେ ଗାଧୋଇବା ବେଳେ ଏକ ଅଭାବନୀୟ ଅଘଟଣ ଘଟିଛି। ଗଭୀର ପାଣି ସ୍ରୋତରେ ଭାସିଯାଇ ତିନି ଜଣ ସାଙ୍ଗ ବୁଡ଼ିଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ ଦୁଇ ଜଣଙ୍କୁ ଖୋଜିବା ପାଇଁ ଉଦ୍ଧାରକାର୍ଯ୍ୟ ଜାରି
Read More...

ଦିଗପହଣ୍ଡି ସଡ଼କ ଦୁର୍ଘଟଣା

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି
Read More...

ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ

ମଣିପୁର: ହିଂସାକ୍ଲିଷ୍ଟ ମଣିପୁରରେ ପୁଣି ଥରେ ରକ୍ତପାତ ଘଟିଛି। ଶୁକ୍ରବାର ଭୋର ସମୟରେ କାଙ୍ଗପୋକପି ଜିଲାରେ ଲୋଇବୋଲ୍ ଗ୍ରାମରେ କିଛି ଅଜ୍ଞାତ ସଶସ୍ତ୍ର ଦୁର୍ବୃତ୍ତଙ୍କ ଆକ୍ରମଣରେ ୩ ଜଣ ଗ୍ରାମବାସୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଘର ପୋଡ଼ି ପାଉଁଶ ହୋଇଯାଇଛି। ଏହି ଘଟଣା ପରେ ଅଞ୍ଚଳରେ
Read More...

ଟ୍ରକ ପଛରେ ପିଟିଲା ଯାତ୍ରୀବାହୀ ବସ

ଅନୁଗୁଳୁ: ଅନୁଗୁଳୁ ଜିଲ୍ଲାର ହଣ୍ଡପା ଥାନା ଅନ୍ତର୍ଗତ ବଇଣ୍ଡା ଅଞ୍ଚଳର ଲୁହାମଣ୍ଡା ଓଭରବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେବାରୁ ବସର ହେଲପରଙ୍କ ମୃତ୍ୟୁ ଘଟିଥିବା ବେଳେ
Read More...

ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ

ନୂଆ ଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗର ଅଞ୍ଚଳର ଏକ ହୋଟେଲରେ ବୁଧବାର ସକାଳେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଅତିକମରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି। ଘନ ଧୂଆଁ ଓ ନିଆଁରେ ହୋଟେଲଟି ଆବୃତ ହୋଇଯିବାରୁ ଅତିଥିମାନଙ୍କ ମଧ୍ୟରେ ଆତଙ୍କ
Read More...

କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ମେଣ୍ଢାଶାଳ ଫାଣ୍ଡି ଅଧୀନ ଛତାବର ଅଞ୍ଚଳର ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଜଣେ ବିଟେକ୍ ପ୍ରଥମ ବର୍ଷର ଛାତ୍ର ଆତ୍ମହତ୍ୟା କରିଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ଛାତ୍ର ହେଲେ ସୁବାଶିଷ ପରିଜିତ। ତାଙ୍କ ଘର କେନ୍ଦ୍ରାପଡା
Read More...