ପ୍ରମୁଖ ଖବର

ଅଣ ସେବାୟତଙ୍କୁ ରଥ ଉପର ମନା, ଚଢ଼ିଲେ ହେବେ ଗିରଫ
ଡିଏନଏରୁ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ : ଜି-୭ ସମ୍ମିଳନୀରେ ଦେବେ ଯୋଗ
ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ବ୍ରିଜ୍‌, ଭାସିଗଲେ ୨୦ ପର୍ଯ୍ୟଟକ
କେବଳ ଯାତ୍ରୀ ନୁହେଁ ମେଡ଼ିକାଲ ଛାତ୍ରଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ
କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ
Browsing Category

ଘଟଣା ଓ ଦୁର୍ଘଟଣା

ରଥରେ ଥିବା ଅଣସେବାୟତଙ୍କ ହାତ ଧରି ବାହାରେ ଛାଡିଲେ ମୁଖ୍ୟ ପ୍ରଶାସକ

ପୁରୀ: ଆଡପ ପହଣ୍ଡି ଅଘଟଣ ପରେ ଆକ୍ସନମୋଡରେ ଶ୍ରୀମନ୍ଦିର ପ୍ରଶାସନ। ନୀତିକାନ୍ତି ଓ ସେବା ପୂଜା ଆଳରେ ରଥ ଉପରେ ଚଢୁଥିବା ଅଣସେବାୟତଙ୍କ ଉପରେ କଡା ନଜର ରଖାଯାଇଛି। ଆଜି ପହଣ୍ଡି ବେଳେ ତିନିରଥରେ ଚଢିଥିବା ଅଣସେବାୟତଙ୍କୁ ଚିହ୍ନଟ କରି ବାହାରକୁ କାଢ଼ିଛନ୍ତି ନିଜେ ଶ୍ରୀମନ୍ଦିର ମୁଖ୍ୟ
Read More...

ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ

ବାରିପଦା: ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ। ବାରିପଦାରେ ଟାଉନ୍ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଛି । ଆଜି ଭୋର୍ ସମୟରେ ଦ୍ଵିତୀୟ ମହଲାର ଆଇସିୟୁ ଡ୍ୟୁଟି ରୁମରେ ନିଆଁ ଲାଗିଥିବା ସୂଚନା ମିଳିଛି। ଅନୁମାନ କରାଯାଉଛି କି ଏହି ନିଆଁ ଏସିରୁ
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରୁ ବାଦ ପଡ଼ିଲା ତ୍ରିସା ହସ୍ପିଟାଲ

କଟକ: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ତାଲିକାରୁ ବାଦ୍‌ ପଡ଼ିଲା ‘ତ୍ରିଶା’ ହସ୍ପିଟାଲ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ‘ତ୍ରିଶା’ ହସ୍ପିଟାଲ ବାଦ୍ କରିଦେଇଛନ୍ତି ରାଜ୍ୟ ସରକାର। ଗତକାଲି କଟକ ‘ତ୍ରିଶା’ ହସ୍ପିଟାଲରେ ନିଆଁ ଲାଗିଥିଲା। ଯାଞ୍ଚ ପ୍ରକ୍ରିୟା ଜାରି ଥିବାରୁ
Read More...

କମ୍ୱିଂ ଅପରେସନରେ ୫ ମାଓବାଦୀ ଗିରଫ

ଛତିଶଗଡ: କମ୍ବିଂ ଅପରେଶନ ବେଳେ ପୋଲିସକୁ ମିଳିଛି ବଡ ସଫଳତା । ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ରବିବାର ୫ଜଣ ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ମସାୟୀ ମଙ୍ଗୁ ଓରଫ ମଙ୍ଗୁ କୁଞ୍ଜାମ, ମହେଶ କୁରସମ୍‌ ଓରଫ ମନକୁ, ଲାଲୁ ପୋଟାମ, ଫୁଲ୍ଲୀ ପୁନେମ ଓରଫ
Read More...

କଟକ ନର୍ସିଂହୋମ୍‌ ଅଗ୍ନିକାଣ୍ଡ ଘଟଣାରେ ଆଖି ବୁଜିଲା ୧୧ ଦିନର ଶିଶୁ

କଟକ: କଟକର ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଆଖି ବୁଜିଲା ୧୧ ଦିନର ଶିଶୁ। ଶିଶୁ ଭବନରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ଶିଶୁଟିର ମୃତ୍ୟୁ ଘଟିଛି। ମୃତ ଶିଶୁଟି ଭଦ୍ରକ ଚାନ୍ଦବାଲି ଅଞ୍ଚଳର ବୋଲି ଜଣାପଡ଼ିଛି। ଶିଶୁ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଶିଶୁ ଭବନ
Read More...

ବିଦ୍ୟୁତ୍‌ କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର

ଦିଗପହଣ୍ଡି: ଗଞ୍ଜାମ ଜିଲା ଦିଗପହଣ୍ଡିର ଫାଶିଗୁଡ଼ାରେ ଏକ ଅଘଟଣ ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର ହୋଇଛନ୍ତି। ଫାଶିଗୁଡ଼ା ଗାଁରେ ମନ୍ଦିର ପ୍ରତିଷ୍ଠା ପାଇଁ ରାମାୟଣ ନାଟକ ମଞ୍ଚସ୍ଥ ହେଉଥିବା ବେଳେଷ୍ଟେଜ ନିକଟରେ ବିଦ୍ୟୁତ ଆଘାତରେ ଶିଶୁମାନେ ଗୁରୁତର ହୋଇଛନ୍ତି। ଗୁରୁତର
Read More...

ବାରିପଦା ବସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାରିପଦା: ଆଜି ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା
Read More...

ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା; ୩ ମୃତ, ୨୦ ଆହତ

ବାରିପଦା: ଶନିବାର ଏକ ବଡ ଦୁର୍ଘଟଣା ଘଟିଛି । ବାରିପଦା ସ୍ଥିତ ବୁଢିଖାମାର ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ପ୍ରାୟ ସାଢ଼େ ୫ଟାବେଳେ
Read More...

କଟକ ନର୍ସିଂହୋମ୍‌ରେ ଅଗ୍ନିକାଣ୍ଡ

କଟକ: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍‌ର ତୃତୀୟ ମହଲାରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ
Read More...

ସପ୍ତମ ବାଟାଲିୟନ ଭିତରେ ସିପାହୀଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।ଦୁର୍ଯ୍ୟୋଧନ୨୦୦୨ ବ୍ୟାଚର ସିପାହୀ ଥିଲେ ।ଭୁବନେଶ୍ୱର ସପ୍ତମ
Read More...