Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍ର ମଞ୍ଜୁରି
Browsing Category
ଘଟଣା ଓ ଦୁର୍ଘଟଣା
ଭୀମକୁଣ୍ଡକୁ ଭୋଜି କରିବାକୁ ଆସି ଭାସିଗଲେ ଯୁବକ
କେନ୍ଦୁଝର: ଭୋଜି କରିବା ହେଲା କାଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟବାଲି ଯୋଡ଼ିସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ଭୀମକୁଣ୍ଡକୁ ଭୋଜି କରିବାକୁ ଆସି ସାନକୁଣ୍ଡ ଉପରେ ଥିବା ଗଭୀର ଗଣ୍ଡରେ ରବିବାର ଅପରାହ୍ନରେ ଭାସି ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ!-->…
Read More...
Read More...
ଓଏସଆରଟିସି ବସ୍ ଦୁର୍ଘଟଣା: ୨ ମୃତ, ୧୦ ଗୁରୁତର
ଅନୁଗୁଳ: ଅନୁଗୁଳ ଜିଲ୍ଳାଲେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକର ଖମାର ଅଞ୍ଚଳରେ ଓଏସଆରଟିସି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୧୦ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ!-->…
Read More...
Read More...
ପ୍ୟାରେଡକୁ ଯିବା ବେଳେ ଭ୍ୟାନ ଓଲଟି ସ୍କୁଲ ଛାତ୍ର ମୃତ, ୨୩ ଆହତ
କଟକ: ସରଣ୍ଡା ଜୋନସ୍ତରୀୟ ସାଧାରଣତନ୍ତ୍ର ଦିବସର ପ୍ୟାରେଡରେ ଭାଗ ନେବା ପାଇଁ କଟକ ଜିଲ୍ଲା ମାଳବିହାରୀପୁର ହାଇସ୍କୁଲର ଛାତ୍ରଛାତ୍ରୀ ଯାଉଥିଲେ। ହେଲେ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବା ପୂର୍ବରୁ ପିକଅପ୍ ଭ୍ୟାନ୍ ପରେଡ ପଡିଆକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ବାଙ୍କୀ ଥାନା ସରଣ୍ଡା!-->…
Read More...
Read More...
ଚନ୍ଦନପୁର ନିକଟରେ ସିରିଜ ଦୁର୍ଘଟଣା: ୩୦ରୁ ଉର୍ଦ୍ଧ୍ବ ଆହତ
ଚନ୍ଦନପୁର: ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ଚନ୍ଦନପୁର ନିକଟ ସମଯାଜପୁର ଓଭରବ୍ରିଜ୍ ଉପରେ ସିରିଜ ଦୁର୍ଘଟଣା। ବାଲି ବୋଝେଇ ଟ୍ରକ୍କୁ ପଛପଟୁ ଧକ୍କା ଦେଲା ‘ମୋ ବସ୍’। ପରେ ପରେ ‘ମୋ ବସ୍’ ପଛରେ ଆସୁଥିବା ଯାତ୍ରୀବାହୀ ଓ୍ବିଙ୍ଗର ଗାଡି ମଧ୍ୟ ମୋ ବସ୍କୁ ଧକ୍କା ଦେଇଛି। ଏହି ସିରିଜ!-->…
Read More...
Read More...
ମାହାଙ୍ଗା ଡବଲ୍ ମର୍ଡର ଘଟଣାରେ ବଢ଼ିଲା ପ୍ରତାପ ଜେନାଙ୍କ ଅଡୁଆ
କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବଢ଼ିଲା ଅଡୁଆ। ମାମଲାକୁ ପୁଣି ବିଚାର କରିବା ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ଏଥିସହିତ ଏହି ଘଟଣାକୁ ନେଇ ରାଜ୍ୟସରକାରଙ୍କୁ ଜବାବା ତଲବ ମଧ୍ୟ କରିଛନ୍ତି ସର୍ବୋଚ୍ଚ କୋର୍ଟ। ୪ ସପ୍ତାହ ମଧ୍ୟରେ ରାଜ୍ୟ!-->…
Read More...
Read More...
ସ୍ତ୍ରୀ ଆଗରେ ନିଜ ଦେହରେ ନିଆଁ ଲଗାଇଲେ ସ୍ୱାମୀ
ବେଙ୍ଗାଲୁରୁ: ସ୍ତ୍ରୀ ଘର ଆଗରେ ନିଜ ଦେହରେ ନିଆଁ ଲଗାଇ ସ୍ୱାମୀ ଜୀବନ୍ତ ଦଗ୍ଧ। ଏଭଳି ଏକ ଅଭାବନୀୟ ଘଟଣା ବେଙ୍ଗାଲୁରୁର ଜ୍ଞାନଭାରତୀ ଅଞ୍ଚଳରେ ଘଟିଛି। ଗୁରୁବାର ଏହି ଦୁଃଖଦ ଘଟଣା ଘଟିଥିବା ଜଣାପଡିଛି। ସ୍ତ୍ରୀଙ୍କୁ ମନାଇ ନ ପାରି ଶେଷରେ ନିଜକୁ ଜାଳିଦେଇଛନ୍ତି ସ୍ବାମୀ। ସ୍ତ୍ରୀ ରହୁଥିବା!-->…
Read More...
Read More...
ଓଲଟିଲା ଅତିରିକ୍ତ ଏସ୍ପିଙ୍କ ଗାଡ଼ି: ୪ ଆହତ
ଗଞ୍ଜାମ: ଗଞ୍ଜାମ ଜିଲା ଶାଳୁଆପଲି ଗାଁ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଗଛକୁ ପିଟି ଓଲଟି ପଡ଼ିଲା ଅତିରିକ୍ତ ଏସପିଙ୍କ ଗାଡ଼ି। ଅତିରିକ୍ତ ଏସ୍ପି ଓ ତାଙ୍କ ପତ୍ନୀଙ୍କ ସହ ୪ ଆହତ ହୋଇଥିବା ସୂଚନା ମିଳିଚି। ସମସ୍ତଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। କଟକରୁ ଫେରିବା ବେଳେ!-->…
Read More...
Read More...
ଗୋଳାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ
ମହାରାଷ୍ଟ୍ର: ମହାରାଷ୍ଟ୍ରର ଭଣ୍ଡାରାରେ ଏକ ଗୋଳାବାରୁଦ କାରଖାନାରେ ବଡ଼ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଆହୁରି ଅନେକ କର୍ମଚାରୀ ଆହତ ହୋଇଥିବା ପ୍ରାଥମିକ ସୂଚନା ରହିଛି। ଏହି ବିସ୍ଫୋରଣ କାରଖାନାର ଆରକେ ଶାଖା ସେକ୍ସନରେ!-->…
Read More...
Read More...
ଟ୍ରେନ ଦୁର୍ଘଟଣା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ଦେବେନ୍ଦ୍ର ଫଡ୍ନାବୀସ
ଜଲଗାଁଓ: ଏକ ଗୁଜବ କାରଣରୁ ଅକାରଣରେ ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଟ୍ରେନ ଦୁର୍ଘଟଣାରେ ଚାଲି ଯାଇଛି ୧୩ ଜଣଙ୍କ ଜୀବନ। ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଟ୍ରେନ ଦୁର୍ଘଟଣାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନାବୀସ ଦୁଃଖ ପ୍ରକାଶ କରିଛନ୍ତି। ସେ ଦୁଃଖ ପ୍ରକାଶ କରିବା ସହ ମୃତ!-->…
Read More...
Read More...
ଟ୍ରେନ୍ ଉପରେ ଚଢି ବୃଦ୍ଧ ଜୀବନ୍ତ ଦଗ୍ଧ
ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଏକ ଅଘଟଣ। ରାୟଗଡ଼ା ଷ୍ଟେଶନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବୃଦ୍ଧ ଚଢ଼ି ଯାଇଥିବାବେଳେ ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ନୂଆପଡ଼ା ଜିଲା ରାଜଖରିଆର ଥାନା ଅନ୍ତର୍ଗତ ବଡ଼ମୂଳା!-->…
Read More...
Read More...