Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଜଗନ୍ନାଥବଲ୍ଲଭ ପାର୍କିଂରୁ ତଳକୁ ଖସିଲା ବୋଲୋରୋ, ଡ୍ରାଇଭର ଗୁରୁତର
ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର
ଯୌତୁକ ବର୍ବରତା: ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା
ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ
ଗୃହବନ୍ଦୀ ହେଲେ ଚମ୍ପାଇ ସୋରେନ
ବେଟିଂ ରାକେଟରେ ସଂପୃକ୍ତିି; କଂଗ୍ରେସ ବିଧାୟକ ଗିରଫ
Browsing Category
ଘଟଣା ଓ ଦୁର୍ଘଟଣା
ଛାତରୁ ଡେଇଁ ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା
ମୁମ୍ୱାଇ: ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପାଙ୍କ ସନ୍ଦେହଜନକ ମୃତ୍ୟୁ। ୬ ତାଲା ବିଲ୍ଡିଂ ଛାତରୁ ଡେଇଁ ମଲାଇକାଙ୍କ ବାପା ଅନିଲ ଅରୋରାଙ୍କ ମୃତ୍ୟୁ। ତେବେ ଛାତ ଉପରୁ ଡେଇଁ ଅନିଲ୍ ଅରୋରା ଆତ୍ମହତ୍ୟ କରିଥିବା ଚର୍ଚ୍ଚା। ଆତ୍ମହତ୍ୟା କରିଛନ୍ତି ବଲିଉଡ ଅଭିନେତ୍ରୀ ମଲାଇକା!-->…
Read More...
Read More...
ଦୁର୍ଘଟଣା ଘଟାଇବା ପାଇଁ ଟ୍ରେନ୍ ଟ୍ରାକରେ ସିମେଣ୍ଟ ଖଣ୍ଡ ରଖିଲେ ଦୁର୍ବୃତ୍ତ
ରାଜସ୍ଥାନ: ଉତ୍ତରପ୍ରଦେଶର କାନପୁର ପରେ ଏବେ ରାଜସ୍ଥାନର ପାଳି। ରାଜସ୍ଥାନର ଆଜମେର ଜିଲ୍ଲାରେ ଟ୍ରେନ ଦୁର୍ଘଟଣା କରେଇବା ପାଇଁ ହୋଇଥିଲା ବଡ ଷଡ଼ଯନ୍ତ୍ର। ରାଜସ୍ଥାନରେ ପୁଣି ଥରେ ଟ୍ରେନ୍ ଲାଇନଚ୍ୟୁତ କରିବା ମାମଲା ସାମ୍ନାକୁ ଆସିଛି। ଏଥର ଦୁର୍ବୃତ୍ତମାନେ ଅଜମେରର ସରାଧନା ଓ ବାଙ୍ଗଡ଼!-->…
Read More...
Read More...
ଡାକ୍ତରଖାନା କେବୁଲରେ ଛନ୍ଦି ହୋଇ ଚାଲିଗଲା ରୋଗୀଙ୍କ ଜୀବନ
ନୀଳଗିରି: ରୋଗରୁ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ଡାକ୍ତରଖାନା ଯାଇଥିଲେ। ହେଲେ ଜଣା ନଥିଲ ସେଠି ହିଁ ଜଗି ବସିଥିଲା ଯମ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ନୀଳଗିରି ମେଡିକାଲରୁ। ମୃତକ ଜଣଙ୍କ ହେଉଛନ୍ତି ଆମ୍ବଝର ଗାଁର କରଣ ସିଂ।
ତେବେ ମିଳିଥିବା ସୂଚନା!-->!-->!-->…
Read More...
Read More...
ବିଜେପି ନେତାଙ୍କୁ ଗୁଳିକରି ହତ୍ୟା
ପାଟନା: ବିହାରର ରାଜଧାନୀ ପାଟନରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାସ୍ତା କଡରେ ଠିଆ ହୋଇଥିବା ଶ୍ୟାମ ସୁନ୍ଦର ଶର୍ମା ଓରଫ ମୁନାଙ୍କୁ କିଛି ଦୁର୍ବୁତ୍ତ ଗୁଳି କରି ହତ୍ୟା କରିଛନ୍ତି। ମୁନା ଶର୍ମାଙ୍କ ବୟସ ୫୫ବର୍ଷ ବୋଲି ଜଣାପଡ଼ିଛି।
ସୂଚନାନୁଯାୟୀ, ଗତକାଲି ଶ୍ୟାମ!-->!-->!-->…
Read More...
Read More...
ଟ୍ରକକୁ ଧକ୍କା ଦେଲା ବାଇକ ୨ ମୃତ, ଜଣେ ଗୁରୁତର
ଭଦ୍ରକ:୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସୁଥିବା ଏକ ବାଇକ ଟ୍ରକକୁ ଧକ୍କା ଦେଇଛି। ବାଇକରେ ଥିବା ଆରୋହୀଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି।!-->…
Read More...
Read More...
ୟୁଟ୍ୟୁବ ଦେଖି ଡାକ୍ତର କଲେ ଅପରେଶନ
ବିହାର: ୟୁଟ୍ୟୁବ୍ରୁ ଭିଡିଓ ଦେଖି ସର୍ଜରୀ କରିବା ମହଙ୍ଗା ପଡିଲା। ୟୁଟ୍ୟୁବ୍ରୁ ଭିଡିଓ ଦେଖି ସର୍ଜରୀ କରୁଥିଲେ ଜଣେ ନକଲି ଡାକ୍ତର। ଜଣେ ୧୫ ବର୍ଷର ବାଳକ ପେଟରେ ଯନ୍ତ୍ରଣା ଅନୁଭବ କରିବାକୁ ଡାକ୍ତରଙ୍କ ପାଖକୁ ଆସିଥିଲେ। ସେଠାରେ ଥିବା ଡାକ୍ତର ୟୁଟ୍ୟୁବ ଦେଖି ପିଲାଟିର ଅପରେଶନ କରିଥିଲେ।!-->…
Read More...
Read More...
ନବୋଦୟ ସ୍କୁଲ ରାଗିଂ ଘଟଣାରେ ୭ ଛାତ୍ର ଓ ୨ ଛାତ୍ରୀ ନିଲମ୍ୱିତ
ନୂଆପଡା: ନବୋଦୟ ସ୍କୁଲ ହଷ୍ଟେଲରେ ରାଗିଂ ଅଭିଯୋଗ l ହଷ୍ଟେଲରେ ୨୨ ଜଣ ଛାତ୍ରଙ୍କୁ ସିନିୟର୍ ମାଡ଼ ମାରିବା ଘଟଣାରେ ଦ୍ୱାଦଶ ଶ୍ରେଣୀର ୭ ଛାତ୍ର ଓ ଦୁଇ ଛାତ୍ରୀଙ୍କୁ ନିଲମ୍ୱିତ କରିଛି ନବୋଦୟ ସ୍କୁଲ କର୍ତ୍ତୃପକ୍ଷ।
ଦଶମ ଶ୍ରେଣୀର ୨୨ ଜଣଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିଲେ ଦ୍ୱାଦଶ!-->!-->!-->…
Read More...
Read More...
ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ୩ ଶ୍ରମିକ ମୃତ
କଟକ: ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ଶ୍ରମିକ ମୃତ। ଏହିଭଳି ଘଟଣା ବାରଙ୍ଗ ଥାନା ଅଧିନସ୍ଥ ନରଣପୁରଠାରେ ଦେଖିବାକୁ ମିଳିଛି। ସେଣ୍ଟ୍ରିଂ ଖୋଲିବାକୁ ଯାଇ ପାଇଖାନା ଟାଙ୍କି ଭିତରେ ଅଣନିଃଶ୍ୱାସୀ ହୋଇ ୩ ଜଣଙ୍କର ଜୀବନ ଚାଲିଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, କଟକର ନରଣପୁର!-->!-->!-->…
Read More...
Read More...
୭୦୦ ଫୁଟ ଘାଟିରୁ ଖସିଲା ସେନା ଟ୍ରକ, ୪ ଯବାନ ମୃତ
ସିକ୍କିମ: ସିକ୍କିମରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରତ-ଚାଇନା ସୀମା ନିକଟ ଉତ୍ତର ସିକ୍କିମରେ ସେନାଙ୍କର ଏକ ଟ୍ରକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି। ଏହି ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ଏହି ଟ୍ରକ ରାସ୍ତାରୁ ଖସି ପ୍ରାୟ ୭୦୦ରୁ ୮୦୦ଫୁଟ ଗଭୀର ଖାଲରେ ଖସିପଡିଥିଲା।ସୂଚନା!-->…
Read More...
Read More...
ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ଯା
କଟକ: ଯୋବ୍ରା ବ୍ଯାରେଜ ନିକଟରେ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ। ଯୁବକଙ୍କ ନାମ ମୃତ୍ୟୁଞ୍ଜୟ ମାଣିକ। ତାଙ୍କ ଘର ଭବନେଶ୍ୱର ଭିଏଏସଏସ ନଗର ବୋଲି ଜଣାପଡିଛି। ଅପରାହ୍ନ ୪ ସମୟରେ ଯୋବ୍ରା ବ୍ୟାରେଜ୍ ୭୪ନମ୍ବର ଗେଟ୍ ଉପରୁ ଡେଇଁ ଆତ୍ମହତ୍ଯା କରିଛନ୍ତି ମୃତ୍ଯୁଞ୍ଜୟ।
ତେବେ କେଉଁ!-->!-->!-->…
Read More...
Read More...