ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି
Browsing Category

ଘଟଣା ଓ ଦୁର୍ଘଟଣା

ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ଡ୍ରୋନ୍‌

ଝାରସୁଗୁଡ଼ା: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ଧରଣର ତ୍ରୁଟି। ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ପାଖରେ ଖସିପଡ଼ିଲା ଡ୍ରୋନ୍। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ା ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ
Read More...

କୋଷ୍ଟଗାର୍ଡ ହେଲିକପ୍ଟର କ୍ରାସ, ୩ ମୃତ

ଗୁଜୁରାଟ: ଗୁଜୁରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋରବନ୍ଦର ଡିଏମ ଏସଡି ଧାନାନି କହିଛନ୍ତି ଯେ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ସେ କହିଛନ୍ତି ଯେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଦୁର୍ଘଟଣା ପରେ ତୁରନ୍ତ
Read More...

ବାଣ କାରଖାନାରେ ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ

ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାଣ କାରଖାନାରେ କାମ ଚାଲିଥିବା ବେଳେ ରାସାୟନିକ ପଦାର୍ଥ ମିଶ୍ରଣ ପ୍ରକ୍ରିୟା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟାନକ ଥିଲାଯେ ଅନେକ
Read More...

ଲୁଟ୍‌ ପାଇଁ ସୁନା ଦୋକାନ କର୍ମଚାରୀଙ୍କୁ ଗୁଳିମାଡ,୨ ମୃତ, ଜଣେ ଗୁରୁତର

ଯାଜପୁର: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ଅଘଟଣ ଘଟିଛି। ପାଣିକୋଇଲିରେ ୨ ଜଣଙ୍କୁ ଗୁଳିମାଡ କରି ଲୁଟ୍‌ ଉଦ୍ୟମ ହୋଇଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର
Read More...

ଖାଇକୁ ଖସିଲା ସେନା ଗାଡି; ୪ ଯବାନ ଶହୀଦ୍‌, ୨ ଗୁରୁତର

ଜାମ୍ମୁ କାଶ୍ମୀର: ଜାମ୍ମୁ କାଶ୍ମୀରର ବାନ୍ଦିପୋରାରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ ଯବାନ ଶହୀଦ ହୋଇଥିବା ବେଳେ ୨ ସେନା ଆହତ ହୋଇଥିବା କୁହାଯାଉଛି।। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସେନା ଗାଡ଼ି
Read More...

ଖାନନଗର ହନୁମାନ ମନ୍ଦିରରୁ ଠାକୁରଙ୍କ ଅଳଙ୍କାର ଚୋରି

କଟକ: ଦିନକୁ ଦିନ ଚୋରି ଘଟଣା ବୃଦ୍ଧି କାଇବାରେ ଲାଗିଛି। ଯାହା ପୁଲିସ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ଆଜି ଏଭଳି କିଛି ଘଟଣା ଦେଖିବାକୁ ମିଳିଛି କଟକ ସହରରେ। ଚୋରା ଠାକୁରଙ୍କୁ ବି ଛାଡିଲେନି। ଶୁକ୍ରବାର ବିଳମ୍ବିତ ରାତିରେ କଟକ ଜିଲାର ମଧୁପାଟଣା ପୋଲିସ ଷ୍ଟେସନ ଅନ୍ତର୍ଗତ ଖାପୁରିଆ
Read More...

ବାଣ ଭିଡୁଥିବା ବେଳେ ଭୟଙ୍କର ବିସ୍ଫୋରଣ, ୧ ମୃତ

ଜଗତସିଂହପୁର: ବାଣ ଭିଡୁଥିବା ବେଳେ ଘଟିଛି ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣ ଏତେ ଭୟଙ୍କର ଥିଲା କି ଘରର ଛାତ ମଧ୍ୟ ଉଡ଼ିଯାଇଛି। ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଛି। ୪ ଜଣ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇ ରହିଛନ୍ତି। ଶୁକ୍ରବାର ରାତିରେ ଏହିପରି ଅଘଟଣ ଘଟିଛି ଜଗତସିଂହପୁର ସଦର ଥାନା
Read More...

ନୂଆବର୍ଷରେ ନିଆଁ ଲାଗି ଜଳିଗଲା ୧୨ ବଖରା ଘର

ନିଆଳି: ନୂଆବର୍ଷରେ ବଡ ଅଘଟଣ। ନିଆଁ ଲାଗି ଜଳିଗଲା ୧୨ ବଖରା ଘର। କଟକ ଜିଲ୍ଲା ନିଆଳି ମାଧବ ଅଞ୍ଚଳରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ସକାଳେ ପ୍ରଧାନ ସାହିରେ ଅଗ୍ନିକାଣ୍ଡ ଘଟି ୧୨ ଟି ପରିବାରର ଘର ପୋଡି ପାଉଁଶ ହୋଇଯାଇଛି। ନିଆଁ ଲାଗି ପାଖାପାଖି ଲକ୍ଷାଧିକ ଟଙ୍କାର ସମ୍ପତି
Read More...

ଲକ୍ଷ୍ମୀଜୋର୍‌ ପୋଲ ଉପରୁ ଯୁବକଙ୍କ ମୃତଦେହ ଜବତ

ବଲାଙ୍ଗୀର-ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ସତ୍ୟନାରାୟଣପଡା ନିକଟ ଲକ୍ଷ୍ମୀଯୋର ପୋଲ ଉପରୁ ବଲାଙ୍ଗୀର ଟାଉନ ପୋଲିସ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ। ମୃତ ଯୁବକ ଜଣକ ହେଲେ ବଲାଙ୍ଗୀର ସହର ଗେଟ୍ସରୋବରପଡାର ଚିଣ୍ଟୁ କରନ (୨୬।) କିଭଳି ପରିସ୍ଥିତିରେ
Read More...

ପରିସ୍ରା କରିବାକୁ ଉଠିଥିବା ବେଳେ ଯୁବକଙ୍କୁ ଦଳି ଦେଲା ଦନ୍ତା

କେନ୍ଦୁଝର: କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକେ ଭୟ ଓ ଆତଙ୍କିତ ହୋଇପଡ଼ିଛନ୍ତି। କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ରେଭେନ୍ସାପୁର ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରବିବାର ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନର ରେଭେନ୍ସାପୁର (ଖ) ନିକଟ ଚମକପୂର
Read More...