Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ
Browsing Category
ଘଟଣା ଓ ଦୁର୍ଘଟଣା
ପୋଖରୀରେ ବୁଡି ଯୁବକ ମୃତ
କଟକ: କଟକ କାଫଲା ଫାଣ୍ଡି ଅଞ୍ଚଳରେ ଅଲିସା ବଜାରରେ ଥିବା ଏକ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ଅଲିସା ବଜାର ଅଞ୍ଚଳର ଅନି (୨୪) ବୋଲି ଜଣାପଡିଛି। ହେଲେ କେଉଁ ପରିସ୍ଥିତିରେ ଯୁବକ ଜଣକ ପାଣିରେ ବୁଡିଗଲେ ତାହା ଜଣାପଡି ନାହିଁ। ଖବର ପାଇ ଅଗ୍ନିଶମ ବାହିନୀ!-->…
Read More...
Read More...
ଏସ୍ସିବିରେ ମହିଳା ରୋଗୀଙ୍କୁ ଅସଦାଚରଣ କଲେ ଜୁନିଅର ଡାକ୍ତର
କଟକ: କଟକ ଏସ୍ସିବି ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏସ୍ସିବି ମେଡିକାଲରେ ଜଣେ ମହିଳା ରୋଗୀଙ୍କୁ ନିଶା ଦେଇ ଜଣେ ଜୁନିଅର ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ରୋଗୀ ଜଣକ କାର୍ଡିଓଲୋଜି ବିଭାଗକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଇକୋ ପରୀକ୍ଷା ସମୟରେ ତାଙ୍କୁ!-->…
Read More...
Read More...
ପୁରୀରେ ପ୍ରବଳ ବର୍ଷା ସହ ଘଡଘଡି
ଆଜି ପୁରୀରେ ପ୍ରବଳ ବର୍ଷା। ଏହା ସହ ସକାଳୁ ସକାଳୁ ବର୍ଷା ସହ ଘଡଘଡି ବଜ୍ରପାତ ମଧ୍ୟ ଲାଗିରହିଛି। ଏହାସହିତ ବଜ୍ରପାତରେ ଜଣେ ମହିଳାଙ୍କର ମୃତ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ୧୦ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି!-->…
Read More...
Read More...
ବିହାରରେ ଦଳାଚକଟା: ୭ ମୃତ
ବିହାର: ବିହାର ଜେହନାବାଦ ଜିଲ୍ଲାର ଏକ ମନ୍ଦିରରେ ଦଳାଚକଟା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ବିହାରର ଜେହାନାବାଦରେ ଶ୍ରାବଣ ମାସ ଶେଷ ସୋମବାରରେ ଏକ ବଡ଼ ଅଘଟଣ ଘଟିଛି। ଭକ୍ତଙ୍କ ମଧ୍ୟରେ ଦଳାଚକଟାରେ ଅନେକଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।!-->…
Read More...
Read More...
ଝାରସୁଗୁଡ଼ାରେ ଗ୍ୟାସ୍ ଲିକ୍
ଝାରସୁଗୁଡା: ଝାରସୁଗୁଡା ବୁଢୀପଦର ଓଡିଶା ମେଟାଲିକ୍ସ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ବଡ଼ ଅଘଟଣ। କାର୍ବନ ମନୋକ୍ସସାଇଡ ଗ୍ୟାସ ଲିକ କରିବାରୁ ୫ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଜଣେ ଶ୍ରମିକ ମୃତ ହୋଇଥିବା ଜଣାପଡିଛି। ସମସ୍ତ ଗୁରୁତର ମାନଙ୍କୁ ଝାରସଗୁଡା ଏକ ଘରୋଇ ମେଡିକାଲରେରେ ଭର୍ତ୍ତି!-->…
Read More...
Read More...
ଅଜଣା ଟ୍ରକ ଧକ୍କାରେ ୩ ମୃତ
କେନ୍ଦୁଝର: ଅଜଣା ଟ୍ରକ ଧକ୍କାରେ ଦୁଇ ସ୍କୁଲ ଛାତ୍ର ସମେତ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ଟାଟା ଡିଏଭି ସ୍କୁଲ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ତିନି ଜଣଙ୍କ ପରିଚୟ ମିଳିଥିବା ବେଳେ ମୃତକ ହେଲେ କ୍ରିଷ୍ଣା ଭୂସାଲ୍(୪୦)ତାଙ୍କ ପୁଅ ନିକିତ!-->…
Read More...
Read More...
ଯୋବ୍ରା ବ୍ୟାରେଜ୍ରୁ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ମହିଳା
କଟକ: କଟକସ୍ଥିତ ଯୋବ୍ରା ବ୍ୟାରେଜ୍ରୁ ଜଣେ ମହିଳା ମହାନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାଁ କାମିନୀ ସ୍ଵାଇଁ ଏବଂ ସେ କଟକ ଅରିଲୋ ଅଞ୍ଚଳର ବୋଲି ଜଣାପଡ଼ିଛି।ସୂଚନାନୂସାରେ, ରବିବାର ଅପରାହ୍ନ ସମୟରେ କାମିନୀ ଯୋବ୍ରା ବ୍ୟାରେଜକୁ ଆସି ବ୍ରିଜ୍ ଉପରେ ନିଜ ବ୍ୟାଗ୍,!-->…
Read More...
Read More...
ମହାନଦୀରେ ଭାସିଗଲେ କାଉଡ଼ିଆ
କଟକ: ମହାନଦୀରେ ଭାସିଗଲେ କାଉଡ଼ିଆ। ତାଳଦଣ୍ଡା କେନାଲ ଭଦିମୂଳ ଘାଟରେ ଅଘଟଣ। ଘାଟରେ ପାଣି ଉଠାଇବା ବେଳେ ମହାନଦୀରେ ଭାସିଯାଇ ଜଣେ କାଉଡ଼ିଆ ନିଖୋଜ ହୋଇଯାଇଛନ୍ତି। ଭଦିମୂଳ ଘାଟରେ ପାଣି ଉଠାଇଲା ବେଳେ ମହାନଦୀରେ ଭାସିଗଲେ କାଉଡ଼ିଆ। ଶ୍ରାବଣ ମାସ ସୋମବାର ପାଇଁ ରବିବାର କାଉଡିଆମାନେ!-->…
Read More...
Read More...
ମନ୍ଦିର କାନ୍ଥ ଭୁଶୁଡି ୯ ଶିଶୁ ମୃତ
ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ସାଗର ଜିଲାରେ ଏକ ଭୟଙ୍କର ଅଘଟଣ ଘଟିଛି।ଏଠାରେ ଏକ ମନ୍ଦିରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଶିଶୁଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି।ଆଉ କିଛି ଚାପି ହୋଇ ରହିଥିବା ଆଶଙକା କରାଯାଉଛି। ତେବେ ମୃତ ଶିଶୁଙ୍କ ବୟସ ୧୦ରୁ ୧୪ ମଧ୍ୟରେ ହେବ।
ସୂଚନା!-->!-->!-->…
Read More...
Read More...
କୋରାବ ଏକ୍ସପ୍ରେସରେ ଅଗ୍ନିକାଣ୍ଡ
ବିଶାଖାପଟ୍ନମ୍: ଫ୍ଲାଟଫର୍ମରେ ଠିଆ ହୋଇଥିବା ଏକ ଯାତ୍ରୀବାହୀ ଟ୍ରେନ୍ରେ ଲାଗିଲା ନିଆଁ। ଦେଖୁ ଦେଖୁ ହୁ ହୁ ଜଳି ଉଠିଲା ଟ୍ରେନ୍। ଫଳରେ ଟ୍ରେନ୍ର ତିନୋଟି ବଗି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ବିଶାଖାପଟ୍ନମ୍ ଷ୍ଟେଶନରେ ଅଗ୍ନିକାଣ୍ଡ ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ବେଳେ!-->…
Read More...
Read More...