ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ଘଟଣା ଓ ଦୁର୍ଘଟଣା

ରଥଯାତ୍ରାରେ ଅଘଟଣ: ଦଳାଚକଟାରେ ଜଣେ ଭକ୍ତଙ୍କ ମୃତ୍ୟୁ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ପୁରୀରେ ଏକ ଦୁଃଖଦ ଅଘଟଣ ଘଟିଛି। ରଥଯାତ୍ରା ସମୟରେ ଦଳାଚକଟାରେ ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକ ହେଲେ କଟକ ଅଞ୍ଚଳର ଅନିଲ ଦାଶ। ସୂଚନା ଅନୁଯାୟୀ, ପୁରୀର ମରିଚିକୋଟ ଛକ ନିକଟରେ ପ୍ରବଳ ଭିଡ଼ ମଧ୍ୟରେ ଏହି ଅଘଟଣ ଘଟିଥିଲା।…
Read More...

ନୋଏଡାରେ ଇ-ସ୍କୁଟରରେ ନିଆଁ

ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାରନୂଆଦୀଲ୍ଲୀ: ନୋଏଡାର ସେକ୍ଟର-୬୬ ଅଞ୍ଚଳରେ ଏକ ଆବାସିକ କୋଠାରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଲୋକ ପ୍ରଭାବିତ ହୋଇଛନ୍ତି। ପ୍ରାଥମିକ ସୂଚନା ଅନୁସାରେ, ଚାର୍ଜିଂରେ ଥିବା ଏକ ଇଲେକ୍ଟ୍ରିକ୍ ସ୍କୁଟରରେ…
Read More...

ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ

ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା ପୁରୀ: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲ୍ଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ମୃତ୍ୟୁ ଘଟିଛି। ଘଟଗାଁ ଥାନା ଅନ୍ତର୍ଗତ ହୁଣ୍ଡାପିଟା ଗ୍ରାମର ବାସିନ୍ଦା ପ୍ରଦୀପ ରଥଯାତ୍ରା ଡିଉଟି ପାଇଁ ପୁରୀ ଆସିଥିଲେ। ତାଙ୍କ ଅକାଳ…
Read More...

ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା

ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗବହ୍ମପୁର: ବ୍ରହ୍ମପୁରର ବହୁଚର୍ଚ୍ଚିତ ନିଆଁ ପୀଡ଼ିତାଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ପରଲୋକ ଘଟିଛି। ନିଆଁରେ ଗୁରୁତର ଭାବେ ପୋଡ଼ିଯାଇଥିବା ଯୁବତୀ ଜୀବନ ପାଇଁ…
Read More...

ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ: ୨୦୦୮ ମସିହାର ଅହମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଗୁଜରାଟ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ ବଜାୟ ରଖି ୩୮ ଜଣ ଦୋଷୀଙ୍କ ମୃତ୍ୟୁଦଣ୍ଡ ଏବଂ ୧୧ ଜଣଙ୍କ ଆଜୀବନ କାରାଦଣ୍ଡକୁ ନିଶ୍ଚିତ କରିଛନ୍ତି। ଏହା ସହ…
Read More...

ଆଇଆଇସି ବିୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଆଇଆଇସି ବିୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଗତକାଲି ରାତିରେ ସେ ଥାନା…
Read More...

କେନାଲ ପାଣିରେ ଭାସିଗଲେ ଯୁବକ

ଭୁବନେଶ୍ବର: ଭୁବନେଶ୍ୱରର ବାଣୀବିହାର ନିକଟ କେନାଲରେ ଭାସି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଘଟଣା ପରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ନିଖୋଜ ଯୁବକଙ୍କ ସନ୍ଧାନ ପାଇଁ ଜୋରଦାର ତଲାସି ଅଭିଯାନ ଚାଲିଛି। ଶନିବାର ମଧ୍ୟାହ୍ନରେ ବାଣୀବିହାର ନିକଟସ୍ଥ କେନାଲରୁ…
Read More...

ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୧୫ରୁ ଅଧିକ ଦୋକାନ ପୋଡି ପାଉଁଶ

ଭୁବନେଶ୍ବର: ଭୁବନେଶ୍ୱରର ପ୍ରମୁଖ ବ୍ୟବସାୟିକ କେନ୍ଦ୍ର ମାର୍କେଟ ବିଲ୍ଡିଂରେ ମଙ୍ଗଳବାର ଭୋର ସମୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ପ୍ରାୟ ୧୫ରୁ ଅଧିକ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ପୋଷାକ ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଅନୁମାନ…
Read More...

କରାଚିରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନଙ୍କ ସହ ୬ ମୃତ

ପାକିସ୍ତାନ: ପାକିସ୍ତାନର କରାଚି ସହରରେ ଶନିବାର ସନ୍ଧ୍ୟାରେ ଏକ ଆତଙ୍କବାଦୀ ଆକ୍ରମଣ ଘଟିଛି। ଏହି ଆକ୍ରମଣରେ ମୋଟ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ପାକିସ୍ତାନ ସିନ୍ଧ ରେଞ୍ଜର୍ସର ୩ ଯବାନ ଏବଂ ୩ ଆତଙ୍କବାଦୀ ରହିଛନ୍ତି। ସୂଚନା ଅନୁସାରେ, ଆତଙ୍କବାଦୀମାନେ ପ୍ରଥମେ…
Read More...

ଲକ୍ଷ୍ନୌ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳର ପୁରନିଆ ସ୍ଥିତ ଏକ କୋଚିଂ ସେଣ୍ଟର ଓ ବାଣିଜ୍ୟିକ କୋଠାରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ଅତି କମରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।…
Read More...