Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍ର ମଞ୍ଜୁରି
Browsing Category
ଘଟଣା ଓ ଦୁର୍ଘଟଣା
ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ
ଭୁବନେଶ୍ବର: ଇନଫୋସିଟି ଥାନା ଚୁନୁକୋଳି ବସ୍ତି ନିକଟରେ ଗତକାଲି ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ଘର ମାଲିକଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ। ଏହା ଖାଲି ବାଣ ଗୋଦାମ ନଥିଲା ଏଠି ଲେଡିଜ୍ ହଷ୍ଟେଲ୍ ମଧ୍ୟ ଚାଲିଥିଲା।ସୂଚନା ଅନୁସାରେ ସୋମବାର ଏକ ବାଣ!-->…
Read More...
Read More...
ମହର୍ଷି କଲେଜରେ ଲାଇବ୍ରେରୀ ଆସିଷ୍ଟାଣ୍ଟଙ୍କୁ ମାଡ଼
ଭୁବନେଶ୍ୱର: ଅଶାନ୍ତ ରାଜଧାନୀ ଭୁବନେଶ୍ୱରର ମହର୍ଷି କଲେଜ। ଭାଙ୍ଗିଲା ବିୟର ବୋତଲ। ଲାଇବ୍ରେରୀ ଆସିଷ୍ଟାଣ୍ଟଙ୍କୁ ଛାତ୍ରଙ୍କ ମାଡ଼। କ୍ୟାମ୍ପସରେ ଛାତ୍ର ଅଶାନ୍ତି ଲାଗି ରହିଥିବାରୁ ଆଜି କଲେଜକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଆବଶ୍ୟକସ୍ଥଳେ ଛୁଟି ଅବଧି ବଢ଼ାଯିବ ବୋଲି!-->…
Read More...
Read More...
ଖଣ୍ଡଗିରି ଓଭରବ୍ରିଜରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍
ଭୁବନେଶ୍ୱର: ଭୁବନେଶ୍ୱର ଖଣ୍ଡଗିରି ଓଭରବ୍ରିଜରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ ଲିକ ହୋଇଛି। ବରମୁଣ୍ଡାରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବାବେଳେ ଏକ ସିଏନଜି ଟ୍ୟାଙ୍କରର ଗ୍ୟାସ ଲିକ ହୋଇଥିବା ଜଣାପଡ଼ିଛି। ଗ୍ୟାସ ଟ୍ୟାଙ୍କର ଭାଲଭ ଖୋଲିଯିବାରୁ ଗ୍ୟାସ୍ ଲିକ୍ ହୋଇଥିବା ସୂଚନା ମିଳିଛି।
!-->!-->!-->…
Read More...
Read More...
ସଫେଇ କର୍ମଚାରୀଙ୍କୁ ନିର୍ମମ ହତ୍ୟା
ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଠେଲ୍କୋପଡ଼ାରେ ଶନିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଝଗଡ଼ାକୁ କେନ୍ଦ୍ର କରି ଏହି ହତ୍ୟା କାଣ୍ଡ ଘଟିଥିବା ଜଣାପଡିଛି। ମୃତ ଯୁବକଙ୍କ ନାଁ!-->…
Read More...
Read More...
ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରିବା ଘଟଣାରେ ୨ ଗିରଫ
ଦଶରଥପୁର: ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରିବା ଘଟଣାରେ ଯାଜପୁର ଜିଲ୍ଲା ଦଶରଥପୁର ଥାନା ଅଞ୍ଚଳରେ ୨ ଗିରଫ କଲା ପୋଲିସ। ଅଭିଯୁକ୍ତ ୨ ଜଣ ହେଲେ ଦିପ୍ତିରଞ୍ଜନ ପାଣିଗ୍ରାହୀ ଓ ପୁଟୁଳି ସେଠୀ। ଯାଜପୁର ଏସଡିପିଓ ସତ୍ୟବ୍ରତ ଲେଙ୍କାଙ୍କ ଉପସ୍ଥିତିରେ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ!-->…
Read More...
Read More...
କପଡା ଗୋଦାମରେ ଅଗ୍ନିକାଣ୍ଡ
ଲକ୍ଷାଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ
ବଡଗଡ଼: କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ବଡଗଡ଼ ସ୍ଥିତ ଏକ କପଡା ଗୋଦାମରେ ଆଜି ନିଆଁ ଲାଗିଯାଇଥିଲା। ଏଥିରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ ହୋଇଯାଇଛି।
ଖବର ପାଇ ଅଗ୍ନିଶମ!-->!-->!-->!-->!-->…
Read More...
Read More...
ରେଲୱେ ଷ୍ଟେସନ ପରିସରରେ ଭୟଙ୍କର ବିସ୍ଫୋରଣ
ପାକିସ୍ତାନ: ବେଲୁଚିସ୍ତାନରେ ଥିବା କ୍ୱେଟା ରେଲୱେ ଷ୍ଟେସନ ପରିସରରେ ଘଟିଛି ଭୟଙ୍କର ବିସ୍ଫୋରଣ। ଏହି ବିସ୍ଫୋରଣରେ ପ୍ରାୟ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା ପ୍ରକାଶ ପାଇଛି।
ପାକିସ୍ତାନର ଏକ ଗଣମାଧ୍ୟମରୁ!-->!-->!-->…
Read More...
Read More...
ବୁଦା ମୂଳରୁ ଶିଶୁକନ୍ୟା ଉଦ୍ଧାର
କରଞ୍ଜିଆ: ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା। ଆଜିର ଯୁଗରେ ମହାକାଶରେ ନାରୀ ପହଞ୍ଚି ସାରିଥିଲେ ମଧ୍ୟ କେତେକ ସ୍ଥାନରେ କନ୍ୟା ସନ୍ତାନ ଅତି ଅଲୋଡ଼ା ହୋଇ ପଡିଛି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ଭଅଁରା ଗାଁ ନିକଟରୁ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛି। ଶିଶୁ କନ୍ୟାଟିର!-->…
Read More...
Read More...
ଗଛରେ ପିଟି ହୋଇ ଓଲଟିଲା ବସ୍, ଜଣେ ମୃତ ୩୦ ଆହତ
ନୟାଗଡ଼: ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ନୟାଗଡ଼ ଜିଲା ନୂଆଗାଁ ଥାନା ସୋରଡା ଛକରେ ଶୁକ୍ରବାର ଏକ ଘରୋଇ ଯାତ୍ରୀବାହୀ ବସ୍ ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।!-->…
Read More...
Read More...
ତୀର୍ଥ ଯାତ୍ରା ହେଲା ଶେଷ ଯାତ୍ରା
ଫିରୋଜାବାଦ: ଅଯୋଧ୍ୟାରୁ ବୃନ୍ଦାବନ ଯାଉଥିବାବେଳେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ଫିରୋଜାବାଦ ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣା ସଂପର୍କରେ ସୂଚନା ଦେଇ ଅତିରିକ୍ତ ପୁଲିସ ଅଧୀକ୍ଷକ କହିଛନ୍ତି ଯେ, ବସ୍!-->…
Read More...
Read More...