ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି
Browsing Category

ଘଟଣା ଓ ଦୁର୍ଘଟଣା

ପୋଖରିରୀ ବୁଡି ମା, ପୁଅ ଓ ଝିଅ ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବଡ଼ ମସିଣାବିଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଣାପସୀ ଗ୍ରାମରେ ଘଟିଛି ଏକ ବଡ ଅଘଟଣ। ପୋଖରୀରେ ବୁଡ଼ି ଗୋଟିଏ ପରିବାରର ମା, ପୁଅ ଓ ଝିଅ ତିନିଜଣଙ୍କ ଜୀବନ ଯାଇଛି। ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଭାଇ-ଭଉଣୀ। ଚିତ୍କାର ଶୁଣି ଦୁଇ ଛୁଆଙ୍କୁ
Read More...

ଅସ୍ତ୍ରଶସ୍ତ୍ର କାରଖାନାରେ ବଡ଼ ଧରଣର ବିସ୍ଫୋରଣ ୨ମୃତ ,୧୨ ଆହତ

ଜବଲପୁର: ମଧ୍ୟପ୍ରଦେଶର ଜବଲପୁରରେ ଥିବା ଅସ୍ତ୍ରଶସ୍ତ୍ର କାରଖାନାରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ପ୍ରାୟ ୧୨ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଏଥିସହିତ ଜଣେ ନିଖୋଜ ଥିବା କୁହାଯାଉଛି। ବିସ୍ଫୋରଣ ଏତେ ବଡ ଥିଲା ଯେ ସମଗ୍ର କୋଠା ଭୁଶୁଡି ପଡିଛି। ଅନେକ କର୍ମଚାରୀ
Read More...

ଗ୍ୟାସ୍‌ ସିଲିଣ୍ଡର ଫାଟି ପରିବାରର ୬ ମୃତ, ୯ ଗୁରୁତର

ଉତ୍ତର ପ୍ରଦେଶ: ଗ୍ୟାସ୍‌ ସିଲିଣ୍ଡର ଫାଟି ପରିବାରର ୬ ମୃତ, ୯ ଗୁରୁତର। ଉତ୍ତର ପ୍ରଦେଶ ସିକନ୍ଦରାବାଦ ଥାନା ଆଶାପୁରୀ ସାହିରେ ଘଟିଛି ଏହି ଅଘଟଣ । ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି।
Read More...

ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ୍ ଏସଆଇ

ଖଣ୍ଡପଡା: ପୋଲିସ୍ ଏସଆଇ ମାମଲାକୁ ରଫାଦଫା କରାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ। ମଦବେପାରୀଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖଣ୍ଡପଡା ଏସଆଇ ଶେଖ୍ ରେହମାନଙ୍କୁ ବାନ୍ଧିଛି ଭିଜିଲାନ୍ସ। ଭିଜିଲାନ୍ସ ପୋଲିସ୍ ବାବୁଙ୍କୁ ଗିରଫ କରିବା ସହ ଲାଞ୍ଚ
Read More...

ପାରିବାରିକ କଳହରେ ଦେହରେ ନିଆଁ ଲଗାଇଲେ ସ୍ତ୍ରୀ

ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ୱାମୀସୋର: ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜଡ଼ିଦା ପଞ୍ଚାୟତ ଆଡ଼ିଆ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହ ଉଗ୍ରରୂପ ନେଇ କିରାସିନ ଢାଳି ଦେହରେ ନିଆଁ ଲଗାଇ ଦେଲେ ସ୍ତ୍ରୀ। ଆଉ ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ି ହୋଇଗଲେ
Read More...

ଅଟୋକୁ ପିଟିଲା ବସ୍‌, ୧୨ ମୃତ

ଧୌଲପୁର: ସକାଳୁ ସକାଳୁ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଟୋକୁ ପିଟିଦେଲା ବସ୍‌। ଚାଲିଗଲା ୧୨ ଜଣଙ୍କ ଜୀବନ। ରାଜସ୍ଥାନର ଧୌଲପୁରରେ ଘଟିଛି ଏହି ଦୁର୍ଘଟଣା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ । ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ
Read More...

ଶ୍ରୀମନ୍ଦିରର ସିନିଅର ସୁପରଭାଇଜଙ୍କୁ ଆକ୍ରମଣ ଘଟଣାରେ,ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ।। ଘଟଣାର ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ। ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ ଆଧାରରେ
Read More...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ କଏଦୀ ମୃତ

ଭୁବନେଶ୍ୱର: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଶୁକ୍ରବାର ଜେଲ୍‌ରେ ଜଣେ ବିଚାରାଧୀନ କଏଦୀର ମୃତ୍ୟୁ ଘଟିଛି। ହେଲେ ପରିବାର ଲୋକେ ଅଭିଯୋଗ କରିଛନ୍ତି କି ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଛି। ମୃତ କଏଦୀ ଜଣକ ହେଲେ ବିଦ୍ୟାଧର ଗୁରୁ। ମିଳିଥିବା
Read More...

କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି

ନୂଆପଡ଼ା: ଖେଳ ସରିବାକୁ ଅଢ଼େଇ ମିନିଟ୍‌ ଥିଲା। ହେଲେ ତା’ ପୂର୍ବରୁ କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି। ଏଭଳି ଦୁଃଖଦ ଘଟଣା ଘଟିଛି ନୂଆପଡ଼ା ଜିଲାରେ। କେଇଟା ମୁହୁତ୍ତର୍ତ୍ତ ପରେ ବିଜୟ ସ୍ୱାଦ ଚାଖି ଥାଆନ୍ତେ ହେଲେ କବାଡି କୋର୍ଟରେ ଖେଳିଗଲା ଶୋକର ଛାୟା ।ନୂଆପଡା ଜିଲ୍ଲା କୋମନା ବ୍ଲକ
Read More...

ଦିଲ୍ଲୀରେ ଓଡିଶା ଯୁବତୀଙ୍କୁ ବଳାତ୍କାର

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ଦିଲ୍ଲୀର ସାର କାଲେ ଖାନ ଫ୍ଲାଏ ଓଭର ନିକଟରେ ୩୪ ବର୍ଷ ବୟସ୍କା ଯୁବତୀଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମହିଳା ଜଣକ ଓଡ଼ିଶାର ବାସିନ୍ଦା ହୋଇଥିବା ବେଳେ ତାଙ୍କୁ ବଳାତ୍କାର କରାଯାଇ ଏଠାରେ ଫିଙ୍ଗି ଦିଆଯାଇଥିବା ପୋଲିସ କହିଛି। ଦକ୍ଷିଣ ପୂର୍ବ
Read More...