ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category

ଘଟଣା ଓ ଦୁର୍ଘଟଣା

ବିଦା ହେଲେ ଡେରାବିଶ ସିଡିପିଓ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଛି। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମଙ୍ଗଳବାର ଜଣେ ମହିଳା କିରାଣୀ ତାଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଥିବା ବେଳେ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ
Read More...

ଯାତ୍ରିବାହୀ ବସ୍ ଦୁର୍ଘଟଣାରେ ୧୨ମୃତ୍ୟୁ

ରାଜସ୍ଥାନ: ରାଜସ୍ଥାନର ସିକାରରେ ଗୋଟିଏ ଯାତ୍ରିବାହୀ ବସ୍‌ କଲଭର୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବର୍ତ୍ତମାନ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର
Read More...

୮କୋଟି ପାଇଁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

କର୍ଣ୍ଣାଟକ: ୮କୋଟି ଟଙ୍କା ପାଇଁ ଦୁଇ ବୟଫ୍ରେଣ୍ଡଙ୍କ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ। କର୍ଣ୍ଣାଟକର ରୋଡ଼ାଗୁ ଜିଲ୍ଲାର ଏକ କଫି ପ୍ଲାଣ୍ଟରୁ ୩ ସପ୍ତାହ ତଳୁ ଏକ ଅଜଣା ଦରପୋଡ଼ା ମୃତଦେହ ମିଳିବା ଘଟଣାର ପୋଲିସ ପର୍ଦ୍ଦାଫାସ୍ କରିଛି। ସୂଚନା ଅନୁଯାୟୀ, ଅକ୍ଟୋବର ୮ ତାରିଖରେ
Read More...

ବ୍ରତ ପାଇଁ ଆସିଥିବା ହବିଷ୍ୟାଳୀଙ୍କ ମୃତ୍ୟୁ

ପୁରୀ: ପୁରୀକୁ ହବିଷବ୍ରତ କରିବାକୁ ଆସିଥିବା ଜଣେ ହବିଷ୍ୟାଳୀଙ୍କ ମୃତ୍ୟୁ ହୋଇଛି। ବୃନ୍ଦାବତୀ ନିବାସରେ ରହୁଥିବା ରତ୍ନମଣୀ ମଙ୍ଗରାଜ ପ୍ରାୟ ୬୯ ବର୍ଷ ବୟସରେ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ଆଜି ସକାଳ ସମୟରେ ଅସୁସ୍ଥତା କାରଣରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭକରାଯାଇଥିଲା।
Read More...

ମୁମ୍ବାଇ ରେଳ ଷ୍ଟେସନରେ ଦଳଚକଟା, ୯ ଗୁରୁତର

ମୁମ୍ବାଇ: ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେସନରେ ଘଟିଛି ଅଘଟଣ। ଉତ୍ତରପ୍ରଦେଶ ଗୋରଖପୁର ଅଭିମୁଖେ ଯାଉଥିବା ବାନ୍ଦ୍ରା ଗୋରଖପୁର ଏକ୍ସପ୍ରେସରେ ଚଢ଼ିବା ବେଳେ ଏଭଳି ଅଭାବନୀୟ ସ୍ଥିତି ଉପୁଜିଥିଲା। ଆଜି ଭୋର୍ ପ୍ରାୟ ୬ ଟାବେଳେ ଏହି ଅଘଟଣ ଘଟିଛି। ଦଳାଚକଟାରେ ୯ ଯାତ୍ରୀ ଆହତ, ୨ ଜଣ ଗୁରୁତର।
Read More...

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ

ମହାକାଳପଡ଼ା: ବାତ୍ୟା ଡ୍ୟୁଟି ବେଳେ ଅଘଟଣ। ବାତ୍ୟା ଦାନା ପରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼
Read More...

ପୁଣି ରେଳ ଧାରଣାରେ କାଠଗଣ୍ଡି

ଲକ୍ଷ୍ନୌ: ପୁଣି ଟ୍ରେନ୍‌କୁ ଟାର୍ଗେଟ୍। ଲକ୍ଷ୍ନୌରେ ବରେଲି-ବାରାଣସୀ ଏକ୍ସପ୍ରେସ ଲାଇନଚ୍ୟୁତ ହେବାରୁ ଅଳ୍ପକେ ବର୍ତ୍ତିଛି। ରେଳଧାରଣାରୁ ଏଲପିଜି ସିଲିଣ୍ଡର, ଲୁହାରଡ୍ ଓ ପଥର ମିଳିବା ପରେ ଏବେ ପ୍ରାୟ ୨ଫୁଟ ଲମ୍ୱ ଓ ୧୦ କେଜି ଓଜନର କାଠଗଣ୍ଡି ରଖି ଟ୍ରେନ୍ ଦୁର୍ଘଟଣା କରିବା ପାଇଁ ଏକ
Read More...

ଘରେ ଲାଗିଲା ନିଆଁ, ଜୀବନ୍ତ ଜଳିଗଲେ ୪ ଯୁବକ

ଗୁରୁଗ୍ରାମ: ସର୍ଟ ସର୍କିଟରୁ ଘରେ ଲାଗିଲା ନିଆଁ। ଜୀବନ୍ତ ଜଳିଗଲେ ୪ ଯୁବକ। ହରିୟାଣାର ଗୁରୁଗ୍ରାମର ସରସ୍ୱତୀ ଏନକ୍ଲେଭରେ ଏକ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୪ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ଗତ ବିଳମ୍ଵିତ ରାତିରେ ଏକ କୋଠରୀରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ନିଆଁ
Read More...

ପୋଖରିରୀ ବୁଡି ମା, ପୁଅ ଓ ଝିଅ ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବଡ଼ ମସିଣାବିଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଣାପସୀ ଗ୍ରାମରେ ଘଟିଛି ଏକ ବଡ ଅଘଟଣ। ପୋଖରୀରେ ବୁଡ଼ି ଗୋଟିଏ ପରିବାରର ମା, ପୁଅ ଓ ଝିଅ ତିନିଜଣଙ୍କ ଜୀବନ ଯାଇଛି। ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଭାଇ-ଭଉଣୀ। ଚିତ୍କାର ଶୁଣି ଦୁଇ ଛୁଆଙ୍କୁ
Read More...

ଅସ୍ତ୍ରଶସ୍ତ୍ର କାରଖାନାରେ ବଡ଼ ଧରଣର ବିସ୍ଫୋରଣ ୨ମୃତ ,୧୨ ଆହତ

ଜବଲପୁର: ମଧ୍ୟପ୍ରଦେଶର ଜବଲପୁରରେ ଥିବା ଅସ୍ତ୍ରଶସ୍ତ୍ର କାରଖାନାରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ପ୍ରାୟ ୧୨ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଏଥିସହିତ ଜଣେ ନିଖୋଜ ଥିବା କୁହାଯାଉଛି। ବିସ୍ଫୋରଣ ଏତେ ବଡ ଥିଲା ଯେ ସମଗ୍ର କୋଠା ଭୁଶୁଡି ପଡିଛି। ଅନେକ କର୍ମଚାରୀ
Read More...