Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ
Browsing Category
ଘଟଣା ଓ ଦୁର୍ଘଟଣା
ଗୁଣି ଗାରେଡ଼ି ସନ୍ଦେହରେ ପରିବାରର ୫ ଜଣଙ୍କୁ ହତ୍ୟା କଲେ ଗ୍ରାମବାସୀ
ଛତିଶଗଡ଼: ଗୁଣି ଗାରେଡ଼ି ସନ୍ଦେହରେ ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟଙ୍କୁ ହତ୍ୟା କରିଛନ୍ତି ଗ୍ରାମବାସୀ। ଛତିଶଗଡ଼ର ସୁକମା ଜିଲ୍ଲାର କୋଣ୍ଟା ଥାନା ଅନ୍ତର୍ଗତ ଇଟାଲ ଗାଁରେ ଘଟିଛି ଏହି ଘଟଣା ।
ଛତିଶଗଡର ସୁକ୍ମା ଜିଲାରେ ଗୁଣିଗାରେଡି ସନ୍ଦେହରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ!-->!-->!-->…
Read More...
Read More...
ଛତିଶଗଡ଼ରେ ଶିକ୍ଷାଦୂତଙ୍କୁ ପିଟିପିଟି ହତ୍ୟା କଲେ ମାଓବାଦୀ
ଛତିଶଗଡ଼: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ମାଓବାଦୀମାନେ ଏକ ବର୍ବରକାଣ୍ଡ ଘଟାଇଛନ୍ତି। ଛତିଶଗଡ଼ରେ ସୁକ୍ମାରରେ ଶନିବାର ଜଣେ ଶିକ୍ଷାଦୂତଙ୍କୁ ମାଓବାଦୀମାନେ ପିଟିପିଟି ହତ୍ୟା କରିଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ପୁଣି ଭୟର ବାତାବରଣ ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି!-->…
Read More...
Read More...
ବାରିପଦା ଓ ବଲାଙ୍ଗିରରେ ମର୍ମନ୍ତୁଦ ଦୁର୍ଘଟଣା, ୪ ମୃତ ୯ ଆହତ
ରଙ୍ଗାମାଟିଆ: ବାରିପଦା ଓ ବଲାଙ୍ଗିରରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ବାରିପଦା ରଙ୍ଗାମାଟିଆ ଲୁଲୁଙ୍ଗ ରାସ୍ତାରେ ଏକ ବୋଲେରୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭାରସ୍ୟାମ ହରାଇ!-->!-->!-->…
Read More...
Read More...
ନଦୀକୁ ଡେଇଁଲେ ଅଧ୍ୟାପକ
ଡେରାବିଶ: ଲୁଣା ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ। କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଳକ ଲୁଣାନଦୀର ବସୁପୁର ପୋଲ ଉପରୁ ପାଣିକୁ ଡେଇଁ ରବିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ ମାର୍ଶାଘାଇ ବ୍ଳକ ଆୟତିପୁର ପଞ୍ଚାୟତ ଅମୃତମଣି ପାଟଣା ଗ୍ରାମର ବ୍ରହ୍ମାନନ୍ଦ!-->…
Read More...
Read More...
ମୀରଟରେ ତିନି ମହଲା କୋଠା ଭୁଶୁଡ଼ି ୧୦ ମୃତ
ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶ ମୀରଟରେ ବଡ଼ ଅଘଟଣ। ପ୍ରବଳ ବର୍ଷାରେ ତିନି ମହଲା କୋଠା ଭୁଶୁଡ଼ି ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଧ୍ଵଂସାବଶେଷ ତଳେ ଥିବା ବାକି ୫ ଜଣଙ୍କୁ ଉଦ୍ଧାର କରାଯାଇଛି। ଗତକାଲି ଏହି ଅଘଟଣ ଘଟିବା ପରେ ସଙ୍ଗେ ସଙ୍ଗେ ଖବର ପାଇ ଘଟଣାସ୍ଥଳରେ ଏନଡିଆରଏଫ୍ ଟିମ୍, ଅଗ୍ନିଶମ!-->…
Read More...
Read More...
ମା’ର ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କଲେ ୨ ପୁଅ
କଟକ: ଜନ୍ମ କଲା ମାଆର ଜୀବନ ନେଇଗଲେ ଦୁଇ ନୃଶଂସ ପୁଅ। କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏହି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା ବେଳେ ଫେରାର!-->…
Read More...
Read More...
ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୪ ଛାତ୍ର,୨ ନିଖୋଜ
ବାରିପଦା: ବାରିପଦାରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଶୁକ୍ରବାର ଘଟିଛି ବଡ ଅଘଟଣ। ଗଣେଶ ମୂର୍ତ୍ତି ଭସାଣି ବେଳେ ବୁଡ଼ିଗଲେ ୪ ଛାତ୍ର। ସେମାନଙ୍କ ମଧ୍ୟରୁ ତୁରନ୍ତ ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଆଉ ୨ ଜଣ ନିଖୋଜ ଅଛନ୍ତି।
ସୂଚନାଯୋଗ୍ୟ, ବାରିପଦା ଲକ୍ଷ୍ମୀପୋଷି!-->!-->!-->…
Read More...
Read More...
ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼ ଜଣେ ମୃତ, ୩ ଗୁରୁତର
ଖୁଣ୍ଟୁଣୀ: ଗଣେଶ ମୂର୍ତ୍ତି ଭସାଣି ବେଳେ ଘଟିଛି ଅଘଟଣ। ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ଼ ହୋଇଛି। ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼, ଜଣେ ମୃତ ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଏହି ଅଘଟଣ!-->…
Read More...
Read More...
ଛାତରୁ ଡେଇଁ ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା
ମୁମ୍ୱାଇ: ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପାଙ୍କ ସନ୍ଦେହଜନକ ମୃତ୍ୟୁ। ୬ ତାଲା ବିଲ୍ଡିଂ ଛାତରୁ ଡେଇଁ ମଲାଇକାଙ୍କ ବାପା ଅନିଲ ଅରୋରାଙ୍କ ମୃତ୍ୟୁ। ତେବେ ଛାତ ଉପରୁ ଡେଇଁ ଅନିଲ୍ ଅରୋରା ଆତ୍ମହତ୍ୟ କରିଥିବା ଚର୍ଚ୍ଚା। ଆତ୍ମହତ୍ୟା କରିଛନ୍ତି ବଲିଉଡ ଅଭିନେତ୍ରୀ ମଲାଇକା!-->…
Read More...
Read More...
ଦୁର୍ଘଟଣା ଘଟାଇବା ପାଇଁ ଟ୍ରେନ୍ ଟ୍ରାକରେ ସିମେଣ୍ଟ ଖଣ୍ଡ ରଖିଲେ ଦୁର୍ବୃତ୍ତ
ରାଜସ୍ଥାନ: ଉତ୍ତରପ୍ରଦେଶର କାନପୁର ପରେ ଏବେ ରାଜସ୍ଥାନର ପାଳି। ରାଜସ୍ଥାନର ଆଜମେର ଜିଲ୍ଲାରେ ଟ୍ରେନ ଦୁର୍ଘଟଣା କରେଇବା ପାଇଁ ହୋଇଥିଲା ବଡ ଷଡ଼ଯନ୍ତ୍ର। ରାଜସ୍ଥାନରେ ପୁଣି ଥରେ ଟ୍ରେନ୍ ଲାଇନଚ୍ୟୁତ କରିବା ମାମଲା ସାମ୍ନାକୁ ଆସିଛି। ଏଥର ଦୁର୍ବୃତ୍ତମାନେ ଅଜମେରର ସରାଧନା ଓ ବାଙ୍ଗଡ଼!-->…
Read More...
Read More...