Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ
Browsing Category
ଘଟଣା ଓ ଦୁର୍ଘଟଣା
ପୁରୀରେ ପ୍ରବଳ ବର୍ଷା ସହ ଘଡଘଡି
ଆଜି ପୁରୀରେ ପ୍ରବଳ ବର୍ଷା। ଏହା ସହ ସକାଳୁ ସକାଳୁ ବର୍ଷା ସହ ଘଡଘଡି ବଜ୍ରପାତ ମଧ୍ୟ ଲାଗିରହିଛି। ଏହାସହିତ ବଜ୍ରପାତରେ ଜଣେ ମହିଳାଙ୍କର ମୃତ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ୧୦ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି!-->…
Read More...
Read More...
ବିହାରରେ ଦଳାଚକଟା: ୭ ମୃତ
ବିହାର: ବିହାର ଜେହନାବାଦ ଜିଲ୍ଲାର ଏକ ମନ୍ଦିରରେ ଦଳାଚକଟା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ବିହାରର ଜେହାନାବାଦରେ ଶ୍ରାବଣ ମାସ ଶେଷ ସୋମବାରରେ ଏକ ବଡ଼ ଅଘଟଣ ଘଟିଛି। ଭକ୍ତଙ୍କ ମଧ୍ୟରେ ଦଳାଚକଟାରେ ଅନେକଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।!-->…
Read More...
Read More...
ଝାରସୁଗୁଡ଼ାରେ ଗ୍ୟାସ୍ ଲିକ୍
ଝାରସୁଗୁଡା: ଝାରସୁଗୁଡା ବୁଢୀପଦର ଓଡିଶା ମେଟାଲିକ୍ସ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ବଡ଼ ଅଘଟଣ। କାର୍ବନ ମନୋକ୍ସସାଇଡ ଗ୍ୟାସ ଲିକ କରିବାରୁ ୫ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଜଣେ ଶ୍ରମିକ ମୃତ ହୋଇଥିବା ଜଣାପଡିଛି। ସମସ୍ତ ଗୁରୁତର ମାନଙ୍କୁ ଝାରସଗୁଡା ଏକ ଘରୋଇ ମେଡିକାଲରେରେ ଭର୍ତ୍ତି!-->…
Read More...
Read More...
ଅଜଣା ଟ୍ରକ ଧକ୍କାରେ ୩ ମୃତ
କେନ୍ଦୁଝର: ଅଜଣା ଟ୍ରକ ଧକ୍କାରେ ଦୁଇ ସ୍କୁଲ ଛାତ୍ର ସମେତ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ଟାଟା ଡିଏଭି ସ୍କୁଲ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ତିନି ଜଣଙ୍କ ପରିଚୟ ମିଳିଥିବା ବେଳେ ମୃତକ ହେଲେ କ୍ରିଷ୍ଣା ଭୂସାଲ୍(୪୦)ତାଙ୍କ ପୁଅ ନିକିତ!-->…
Read More...
Read More...
ଯୋବ୍ରା ବ୍ୟାରେଜ୍ରୁ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ମହିଳା
କଟକ: କଟକସ୍ଥିତ ଯୋବ୍ରା ବ୍ୟାରେଜ୍ରୁ ଜଣେ ମହିଳା ମହାନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାଁ କାମିନୀ ସ୍ଵାଇଁ ଏବଂ ସେ କଟକ ଅରିଲୋ ଅଞ୍ଚଳର ବୋଲି ଜଣାପଡ଼ିଛି।ସୂଚନାନୂସାରେ, ରବିବାର ଅପରାହ୍ନ ସମୟରେ କାମିନୀ ଯୋବ୍ରା ବ୍ୟାରେଜକୁ ଆସି ବ୍ରିଜ୍ ଉପରେ ନିଜ ବ୍ୟାଗ୍,!-->…
Read More...
Read More...
ମହାନଦୀରେ ଭାସିଗଲେ କାଉଡ଼ିଆ
କଟକ: ମହାନଦୀରେ ଭାସିଗଲେ କାଉଡ଼ିଆ। ତାଳଦଣ୍ଡା କେନାଲ ଭଦିମୂଳ ଘାଟରେ ଅଘଟଣ। ଘାଟରେ ପାଣି ଉଠାଇବା ବେଳେ ମହାନଦୀରେ ଭାସିଯାଇ ଜଣେ କାଉଡ଼ିଆ ନିଖୋଜ ହୋଇଯାଇଛନ୍ତି। ଭଦିମୂଳ ଘାଟରେ ପାଣି ଉଠାଇଲା ବେଳେ ମହାନଦୀରେ ଭାସିଗଲେ କାଉଡ଼ିଆ। ଶ୍ରାବଣ ମାସ ସୋମବାର ପାଇଁ ରବିବାର କାଉଡିଆମାନେ!-->…
Read More...
Read More...
ମନ୍ଦିର କାନ୍ଥ ଭୁଶୁଡି ୯ ଶିଶୁ ମୃତ
ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ସାଗର ଜିଲାରେ ଏକ ଭୟଙ୍କର ଅଘଟଣ ଘଟିଛି।ଏଠାରେ ଏକ ମନ୍ଦିରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଶିଶୁଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି।ଆଉ କିଛି ଚାପି ହୋଇ ରହିଥିବା ଆଶଙକା କରାଯାଉଛି। ତେବେ ମୃତ ଶିଶୁଙ୍କ ବୟସ ୧୦ରୁ ୧୪ ମଧ୍ୟରେ ହେବ।
ସୂଚନା!-->!-->!-->…
Read More...
Read More...
କୋରାବ ଏକ୍ସପ୍ରେସରେ ଅଗ୍ନିକାଣ୍ଡ
ବିଶାଖାପଟ୍ନମ୍: ଫ୍ଲାଟଫର୍ମରେ ଠିଆ ହୋଇଥିବା ଏକ ଯାତ୍ରୀବାହୀ ଟ୍ରେନ୍ରେ ଲାଗିଲା ନିଆଁ। ଦେଖୁ ଦେଖୁ ହୁ ହୁ ଜଳି ଉଠିଲା ଟ୍ରେନ୍। ଫଳରେ ଟ୍ରେନ୍ର ତିନୋଟି ବଗି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ବିଶାଖାପଟ୍ନମ୍ ଷ୍ଟେଶନରେ ଅଗ୍ନିକାଣ୍ଡ ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ବେଳେ!-->…
Read More...
Read More...
ୱାୟନାଡ଼ରେ ୫ ଦିନ ପରେ ମାଟି ତଳୁ ଉଦ୍ଧାର ହେଲେ ୬ ଶିଶୁ
କେରଳ: କେରଳ ୱାୟନାଡ଼ରେ ସବୁକିଛି ଛାରଖାର କରିଦେଇଛି ସର୍ବଗ୍ରାସୀ ଭୂସ୍ଖଳନ। ଭୂସ୍ଖଳନକୁ ୫ ଦିନ ପୁରିଥିବାବେଳେ ଆଜି ବି ମାଟି କାଦୁଅ ତଳୁ ଖୋଜା ଚାଲିଛି ଜୀବନ। କେରଳର ୱାୟନାଡ଼ରେ ବିନାଶକାରୀ ଭୂସ୍ଖଳନରେ ବର୍ତ୍ତମାନ ପର୍ଯ୍ୟନ୍ତ ୩ ଶହରୁ ଉର୍ଦ୍ଧ ଲୋକଙ୍କ ମୃତ୍ୟୁ ହୋଇଛି। ଅନେକ ସଂଖ୍ୟାରେ!-->…
Read More...
Read More...
କାଉଡ଼ିଆଙ୍କ ଉପରେ ମାଡ଼ିଗଲା ଟ୍ରକ, ୩ ମୃତ
ଖଲ୍ଲିକୋଟ:ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ଡିମିରିଆ ଗାଁ ଛକରେ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଚଢ଼ି ଯିବାରୁ ୨ ଜଣ କାଉଡ଼ିଆଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥ ଡିମିରିଆ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ୨ କାଉଡିଆ ଓ ଜଣେ ପଥଚାରୀଙ୍କ ଉପରେ!-->…
Read More...
Read More...