ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category

ଘଟଣା ଓ ଦୁର୍ଘଟଣା

ନଦୀକୁ ଡେଇଁଲେ ଅଧ୍ୟାପକ

ଡେରାବିଶ: ଲୁଣା ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ। କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଳକ ଲୁଣାନଦୀର ବସୁପୁର ପୋଲ ଉପରୁ ପାଣିକୁ ଡେଇଁ ରବିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ ମାର୍ଶାଘାଇ ବ୍ଳକ ଆୟତିପୁର ପଞ୍ଚାୟତ ଅମୃତମଣି ପାଟଣା ଗ୍ରାମର ବ୍ରହ୍ମାନନ୍ଦ
Read More...

ମୀରଟରେ ତିନି ମହଲା କୋଠା ଭୁଶୁଡ଼ି ୧୦ ମୃତ

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶ ମୀରଟରେ ବଡ଼ ଅଘଟଣ। ପ୍ରବଳ ବର୍ଷାରେ ତିନି ମହଲା କୋଠା ଭୁଶୁଡ଼ି ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଧ୍ଵଂସାବଶେଷ ତଳେ ଥିବା ବାକି ୫ ଜଣଙ୍କୁ ଉଦ୍ଧାର କରାଯାଇଛି। ଗତକାଲି ଏହି ଅଘଟଣ ଘଟିବା ପରେ ସଙ୍ଗେ ସଙ୍ଗେ ଖବର ପାଇ ଘଟଣାସ୍ଥଳରେ ଏନଡିଆରଏଫ୍ ଟିମ୍‌, ଅଗ୍ନିଶମ
Read More...

ମା’ର ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କଲେ ୨ ପୁଅ

କଟକ: ଜନ୍ମ କଲା ମାଆର ଜୀବନ ନେଇଗଲେ ଦୁଇ ନୃଶଂସ ପୁଅ। କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏହି ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା ବେଳେ ଫେରାର
Read More...

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୪ ଛାତ୍ର,୨ ନିଖୋଜ

ବାରିପଦା: ବାରିପଦାରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଶୁକ୍ରବାର ଘଟିଛି ବଡ ଅଘଟଣ। ଗଣେଶ ମୂର୍ତ୍ତି ଭସାଣି ବେଳେ ବୁଡ଼ିଗଲେ ୪ ଛାତ୍ର। ସେମାନଙ୍କ ମଧ୍ୟରୁ ତୁରନ୍ତ ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଆଉ ୨ ଜଣ ନିଖୋଜ ଅଛନ୍ତି। ସୂଚନାଯୋଗ୍ୟ, ବାରିପଦା ଲକ୍ଷ୍ମୀପୋଷି
Read More...

ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼ ଜଣେ ମୃତ, ୩ ଗୁରୁତର

ଖୁଣ୍ଟୁଣୀ: ଗଣେଶ ମୂର୍ତ୍ତି ଭସାଣି ବେଳେ ଘଟିଛି ଅଘଟଣ। ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ଼ ହୋଇଛି। ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼, ଜଣେ ମୃତ ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଏହି ଅଘଟଣ
Read More...

ଛାତରୁ ଡେଇଁ ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା

ମୁମ୍ୱାଇ: ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପାଙ୍କ ସନ୍ଦେହଜନକ ମୃତ୍ୟୁ। ୬ ତାଲା ବିଲ୍ଡିଂ ଛାତରୁ ଡେଇଁ ମଲାଇକାଙ୍କ ବାପା ଅନିଲ ଅରୋରାଙ୍କ ମୃତ୍ୟୁ। ତେବେ ଛାତ ଉପରୁ ଡେଇଁ ଅନିଲ୍ ଅରୋରା ଆତ୍ମହତ୍ୟ କରିଥିବା ଚର୍ଚ୍ଚା। ଆତ୍ମହତ୍ୟା କରିଛନ୍ତି ବଲିଉଡ ଅଭିନେତ୍ରୀ ମଲାଇକା
Read More...

ଦୁର୍ଘଟଣା ଘଟାଇବା ପାଇଁ ଟ୍ରେନ୍ ଟ୍ରାକରେ ସିମେଣ୍ଟ ଖଣ୍ଡ ରଖିଲେ ଦୁର୍ବୃତ୍ତ

ରାଜସ୍ଥାନ: ଉତ୍ତରପ୍ରଦେଶର କାନପୁର ପରେ ଏବେ ରାଜସ୍ଥାନର ପାଳି। ରାଜସ୍ଥାନର ଆଜମେର ଜିଲ୍ଲାରେ ଟ୍ରେନ ଦୁର୍ଘଟଣା କରେଇବା ପାଇଁ ହୋଇଥିଲା ବଡ ଷଡ଼ଯନ୍ତ୍ର। ରାଜସ୍ଥାନରେ ପୁଣି ଥରେ ଟ୍ରେନ୍‌‌ ଲାଇନଚ୍ୟୁତ କରିବା ମାମଲା ସାମ୍ନାକୁ ଆସିଛି। ଏଥର ଦୁର୍ବୃତ୍ତମାନେ ଅଜମେରର ସରାଧନା ଓ ବାଙ୍ଗଡ଼
Read More...

ଡାକ୍ତରଖାନା କେବୁଲରେ ଛନ୍ଦି ହୋଇ ଚାଲିଗଲା ରୋଗୀଙ୍କ ଜୀବନ

ନୀଳଗିରି: ରୋଗରୁ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ଡାକ୍ତରଖାନା ଯାଇଥିଲେ। ହେଲେ ଜଣା ନଥିଲ ସେଠି ହିଁ ଜଗି ବସିଥିଲା ଯମ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ନୀଳଗିରି ମେଡିକାଲରୁ। ମୃତକ ଜଣଙ୍କ ହେଉଛନ୍ତି ଆମ୍ବଝର ଗାଁର କରଣ ସିଂ। ତେବେ ମିଳିଥିବା ସୂଚନା
Read More...

ବିଜେପି ନେତାଙ୍କୁ ଗୁଳିକରି ହତ୍ୟା

ପାଟନା: ବିହାରର ରାଜଧାନୀ ପାଟନରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାସ୍ତା କଡରେ ଠିଆ ହୋଇଥିବା ଶ୍ୟାମ ସୁନ୍ଦର ଶର୍ମା ଓରଫ ମୁନାଙ୍କୁ କିଛି ଦୁର୍ବୁତ୍ତ ଗୁଳି କରି ହତ୍ୟା କରିଛନ୍ତି। ମୁନା ଶର୍ମାଙ୍କ ବୟସ ୫୫ବର୍ଷ ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ଗତକାଲି ଶ୍ୟାମ
Read More...

ଟ୍ରକକୁ ଧକ୍କା ଦେଲା ବାଇକ ୨ ମୃତ, ଜଣେ ଗୁରୁତର

ଭଦ୍ରକ:୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସୁଥିବା ଏକ ବାଇକ ଟ୍ରକକୁ ଧକ୍କା ଦେଇଛି। ବାଇକରେ ଥିବା ଆରୋହୀଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
Read More...