ପ୍ରମୁଖ ଖବର

ରାଜସ୍ଥାନ ପଞ୍ଚାୟତ ନିର୍ବାଚନରେ କଂଗ୍ରେସର ବଡ଼ ବିଜୟ, ବିଜେପିକୁ ଝଟକା
ଦୁର୍ବଳ ହେଲା ବାତ୍ୟା ଅକୱାନ, ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
୫୦ ହଜାର ଛାତ୍ରଛାତ୍ରୀଙ୍କୁ ଟାବ୍‌ଲେଟ୍‌ ବାଣ୍ଟିଲେ ଯୋଗୀ
Browsing Category

ଘଟଣା ଓ ଦୁର୍ଘଟଣା

ଆଇଆଇସି ବିୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଆଇଆଇସି ବିୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଗତକାଲି ରାତିରେ ସେ ଥାନା…
Read More...

କେନାଲ ପାଣିରେ ଭାସିଗଲେ ଯୁବକ

ଭୁବନେଶ୍ବର: ଭୁବନେଶ୍ୱରର ବାଣୀବିହାର ନିକଟ କେନାଲରେ ଭାସି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଘଟଣା ପରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ନିଖୋଜ ଯୁବକଙ୍କ ସନ୍ଧାନ ପାଇଁ ଜୋରଦାର ତଲାସି ଅଭିଯାନ ଚାଲିଛି। ଶନିବାର ମଧ୍ୟାହ୍ନରେ ବାଣୀବିହାର ନିକଟସ୍ଥ କେନାଲରୁ…
Read More...

ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୧୫ରୁ ଅଧିକ ଦୋକାନ ପୋଡି ପାଉଁଶ

ଭୁବନେଶ୍ବର: ଭୁବନେଶ୍ୱରର ପ୍ରମୁଖ ବ୍ୟବସାୟିକ କେନ୍ଦ୍ର ମାର୍କେଟ ବିଲ୍ଡିଂରେ ମଙ୍ଗଳବାର ଭୋର ସମୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ପ୍ରାୟ ୧୫ରୁ ଅଧିକ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ପୋଷାକ ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଅନୁମାନ…
Read More...

କରାଚିରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନଙ୍କ ସହ ୬ ମୃତ

ପାକିସ୍ତାନ: ପାକିସ୍ତାନର କରାଚି ସହରରେ ଶନିବାର ସନ୍ଧ୍ୟାରେ ଏକ ଆତଙ୍କବାଦୀ ଆକ୍ରମଣ ଘଟିଛି। ଏହି ଆକ୍ରମଣରେ ମୋଟ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ପାକିସ୍ତାନ ସିନ୍ଧ ରେଞ୍ଜର୍ସର ୩ ଯବାନ ଏବଂ ୩ ଆତଙ୍କବାଦୀ ରହିଛନ୍ତି। ସୂଚନା ଅନୁସାରେ, ଆତଙ୍କବାଦୀମାନେ ପ୍ରଥମେ…
Read More...

ଲକ୍ଷ୍ନୌ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳର ପୁରନିଆ ସ୍ଥିତ ଏକ କୋଚିଂ ସେଣ୍ଟର ଓ ବାଣିଜ୍ୟିକ କୋଠାରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ଅତି କମରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।…
Read More...

ଅଳ୍ପକେ ବର୍ତ୍ତିଲେ ସ୍ୱାସ୍ଥ୍ୟମନ୍ତ୍ରୀ

କେନ୍ଦୁଝର: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଗୁରୁବାର କେନ୍ଦୁଝର ଜିଲ୍ଲାର ତେଲକୋଇ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ସୌଭାଗ୍ୟବଶତଃ ମନ୍ତ୍ରୀ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ବେଳେ କାହାରି ଗୁରୁତର ଆହତ ହେବାର ସୂଚନା ମିଳିନାହିଁ। ସୂଚନା ଅନୁସାରେ,…
Read More...

ବଣୁଆ ହାତୀ ଆକ୍ରମଣରେ ଯୁବକ ମୃତ

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ଅନ୍ତର୍ଗତ ବଡବାହାଳ ରେଞ୍ଜର ସାନ ନୂଆପଡା ଗାଁ ନିକଟରେ ବଣୁଆ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ଯୁବକ ହେଲେ ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ଟାପୁରସିଙ୍ଗା ଗାଁର ନରେନ୍ଦ୍ର…
Read More...

କୂଅକୁ ଖସିଲା ତୀର୍ଥଯାତ୍ରୀଙ୍କ ପିକଅପ୍ ଭ୍ୟାନ୍

୧୪ ମୃତ, ଅନେକ ଆହତ ମହାରାଷ୍ଟ୍ର: ମହାରାଷ୍ଟ୍ରର ପଣ୍ଡରପୁରରେ ଘଟିଛି ଏକ ହୃଦୟବିଦାରକ ସଡ଼କ ଦୁର୍ଘଟଣା। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଭୀର କୂଅ ମଧ୍ୟକୁ ଖସିପଡ଼ିଥିବାରୁ ଡ୍ରାଇଭରଙ୍କ ସମେତ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି…
Read More...

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ

ଭୁବନେଶ୍ବର: ରାଜଧାନୀର ସୈନିକ ସ୍କୁଲ ରାସ୍ତାରେ ସୋମବାର ରାତିରେ ଏକ ଭୟଙ୍କର ସିରିଜ୍ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ କାର ରାସ୍ତା କଡ଼ରେ ଚା’ ପିଉଥିବା ୪ ଜଣଙ୍କୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଏକ ଅଟୋ ଓ ଏକାଧିକ ବାଇକ୍‌ ଉପରେ ଚଢ଼ିଯାଇଥିଲା। ଏହି ଦୁର୍ଘଟଣାରେ ୪…
Read More...

ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା

୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ ଆସାମ: ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଶନିବାର ଏକ ଭାରତୀୟ ବାୟୁସେନା (IAF)ର AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ ହୋଇଥିବାବେଳେ ସହ-ପାଇଲଟ ଗୁରୁତର ଆହତ ହୋଇ…
Read More...