ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category

ଘଟଣା ଓ ଦୁର୍ଘଟଣା

କମ୍ୱିଂ ଅପରେସନରେ ୫ ମାଓବାଦୀ ଗିରଫ

ଛତିଶଗଡ: କମ୍ବିଂ ଅପରେଶନ ବେଳେ ପୋଲିସକୁ ମିଳିଛି ବଡ ସଫଳତା । ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ରବିବାର ୫ଜଣ ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ମସାୟୀ ମଙ୍ଗୁ ଓରଫ ମଙ୍ଗୁ କୁଞ୍ଜାମ, ମହେଶ କୁରସମ୍‌ ଓରଫ ମନକୁ, ଲାଲୁ ପୋଟାମ, ଫୁଲ୍ଲୀ ପୁନେମ ଓରଫ
Read More...

କଟକ ନର୍ସିଂହୋମ୍‌ ଅଗ୍ନିକାଣ୍ଡ ଘଟଣାରେ ଆଖି ବୁଜିଲା ୧୧ ଦିନର ଶିଶୁ

କଟକ: କଟକର ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଆଖି ବୁଜିଲା ୧୧ ଦିନର ଶିଶୁ। ଶିଶୁ ଭବନରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ଶିଶୁଟିର ମୃତ୍ୟୁ ଘଟିଛି। ମୃତ ଶିଶୁଟି ଭଦ୍ରକ ଚାନ୍ଦବାଲି ଅଞ୍ଚଳର ବୋଲି ଜଣାପଡ଼ିଛି। ଶିଶୁ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଶିଶୁ ଭବନ
Read More...

ବିଦ୍ୟୁତ୍‌ କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର

ଦିଗପହଣ୍ଡି: ଗଞ୍ଜାମ ଜିଲା ଦିଗପହଣ୍ଡିର ଫାଶିଗୁଡ଼ାରେ ଏକ ଅଘଟଣ ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର ହୋଇଛନ୍ତି। ଫାଶିଗୁଡ଼ା ଗାଁରେ ମନ୍ଦିର ପ୍ରତିଷ୍ଠା ପାଇଁ ରାମାୟଣ ନାଟକ ମଞ୍ଚସ୍ଥ ହେଉଥିବା ବେଳେଷ୍ଟେଜ ନିକଟରେ ବିଦ୍ୟୁତ ଆଘାତରେ ଶିଶୁମାନେ ଗୁରୁତର ହୋଇଛନ୍ତି। ଗୁରୁତର
Read More...

ବାରିପଦା ବସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାରିପଦା: ଆଜି ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା
Read More...

ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା; ୩ ମୃତ, ୨୦ ଆହତ

ବାରିପଦା: ଶନିବାର ଏକ ବଡ ଦୁର୍ଘଟଣା ଘଟିଛି । ବାରିପଦା ସ୍ଥିତ ବୁଢିଖାମାର ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ପ୍ରାୟ ସାଢ଼େ ୫ଟାବେଳେ
Read More...

କଟକ ନର୍ସିଂହୋମ୍‌ରେ ଅଗ୍ନିକାଣ୍ଡ

କଟକ: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍‌ର ତୃତୀୟ ମହଲାରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ
Read More...

ସପ୍ତମ ବାଟାଲିୟନ ଭିତରେ ସିପାହୀଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।ଦୁର୍ଯ୍ୟୋଧନ୨୦୦୨ ବ୍ୟାଚର ସିପାହୀ ଥିଲେ ।ଭୁବନେଶ୍ୱର ସପ୍ତମ
Read More...

ବାପାର ବୋମା ମାଡ଼ରେ ପୁଅର ମୃତ୍ୟୁ

ଖୋର୍ଦ୍ଧା: ବାପାର ବୋମା ମାଡ଼ରେ ସାନ ପୁଅର ମୃତ୍ୟୁ। ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟସିଂହ
Read More...

ଷ୍ଟେଜ ଉପରେ ଗୀତ ଗାଉ ଗାଉ ଟଳିପଡିଲେ ଜିଲ୍ଲାପାଳ

ଗଜପତି: ଷ୍ଟେଜ ଉପରେ ଗୀତ ଗାଉ ଗାଉ ଚାଲିଗଲା ଅତିରିକ୍ତ ଜିଲ୍ଲାପାଳଙ୍କ ଜୀବନ।ମୃତ୍ୟୁ କେତେବେଳେ ଆସେ ଜାଣି ହୁଏନି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାର ପାରଳାଖେମୁଣ୍ଡିରେ। ଖୁସିର ମାହୋଲରେ ଗୀତ ଗାଉ ଗାଉ ଚାଲି ଯାଇଛି ଜୀବନ। ଗୀତ ବୋଲୁଥିବାବେଳେ ଟଳି ପଡିଛନ୍ତି ଅତିରିକ୍ତ
Read More...

ମୋବାଇଲ ବନ୍ଦ ହୋଇ ଆଇକାର୍ଡ ଲାଗୁ ହେଲେ ସେବାୟତ କଣ୍ଟ୍ରୋଲକୁ ଆସିବେ : ଜଗନ୍ନାଥଙ୍କ ବାଡଗ୍ରାହୀ

ପୁରୀ: କାଲିର ଦିନ ଓଡିଶାବାସୀଙ୍କ ପାଇଁ ଥିଲା ବଡ କଷ୍ଟ ଦାୟକ। ଗୋଟେ ପଟେ କେନ୍ଦ୍ରାପଡାରେ ମହାପ୍ରଭୁ ବଳଭଦ୍ରଙ୍କ ରଥ ଗଡୁନଥିବା ବେଳେ, ପୁରୀରେ ଘଟି ଯାଇଛି କାଲି ଏକ ବଡ଼ ଅଘଟଣ। ଆଡପ ପହଣ୍ଡିବେଳେ ଚାରମାଳ ଉପରେ ମୁହଁ ମାଡି ଖସି ପଡିଛନ୍ତି ବଡ଼ ଠାକୁର ବଳଭଦ୍ର। ଏହି ଘଟଣାରେ ଓଡ଼ିଶାବାସୀ
Read More...