Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
Browsing Category
ଘଟଣା ଓ ଦୁର୍ଘଟଣା
ହୋଲିରେ ରାଜଧାନୀରେ ୨ ଜଣଙ୍କୁ ହତ୍ୟା
ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ପାଳନ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି। ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି। ହତ୍ୟା କାଣ୍ଡର କାରଣ!-->…
Read More...
Read More...
ବିଲ୍ଡିଂରେ ବଡ଼ ଧରଣର ଅଗ୍ନିକାଣ୍ଡ
ରାଜକୋଟ: ଗୁଜରାଟର ରାଜକୋଟରେ ଶୁକ୍ରବାର ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଆଟଲାଣ୍ଟିସ ବିଲଡିଂରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବିଲ୍ଡିଂରେ ୩୦ରୁ ଅଧିକ ଲେକା ଫଶିରହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।ସୂଚନା ଅନୁସାରେ,!-->…
Read More...
Read More...
ଅମରାବତି ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ
ମହାରାଷ୍ଟ୍ର: ମହାରାଷ୍ଟ୍ରର ଜଳଗାଁଓରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭୋର ୪ଟାରେ ମୁମ୍ବାଇ-ଅମରାବତୀ ଏକ୍ସପ୍ରେସ ଏକ ଟ୍ରକ ସହିତ ଧକ୍କା ହୋଇଛି । ଅମରାବତୀ ଏକ୍ସପ୍ରେସ ଜଳଗାଁଓର ବୋଡୱାଡ ଦେଇ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଏହି ସମୟରେ ଏକ ଟ୍ରକ ପୁରୁଣା ରେଳ ଫାଟକ ଦେଇ ଯାଉଥିଲା।
!-->!-->…
Read More...
Read More...
ହୀରାକୁଦ ପାୱାର ଚାନେଲରେ ବୁଡି ଭିସୁଟ୍ ଛାତ୍ର ମୃତ
ବୁର୍ଲା: ସମ୍ବଲପୁର ଜିଲ୍ଲାର ବୁର୍ଲା ଥାନା ଅନ୍ତର୍ଗତ ଅଠର ହଜାରରେ ଥିବା ହୀରାକୁଦ ଡ୍ୟାମର ପାୱାର ଚାନେଲରେ ବୁଡ଼ି ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ (ଭିସୁଟ୍)ର ଜଣେ ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଢେଙ୍କାନାଳର ପ୍ରିୟାଂଶୁ ପ୍ରକାଶ!-->…
Read More...
Read More...
୧୦ ଫୁଟ ତଳକୁ ଖସିଲା ବସ୍ ଜଣେ ମୃତ, ୩୦ ଆହତ
ସୁନ୍ଦରଗଡ଼: ରାସ୍ତାରୁ ତଳକୁ ଖସିଲା ବସ। ରାସ୍ତାରୁ ୧୦ ଫୁଟ ତଳକୁ ଖସି ପଡିଛି ଯାତ୍ରୀବାହୀ ବସ। ସୁନ୍ଦରଗଡ଼ ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ ଏବଂ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର!-->…
Read More...
Read More...
ଅନଲାଇନ ଗେମ ଖେଳି ଜୀବନ ହାରିଲେ ଛାତ୍ରୀ
ରାୟଗଡ଼ା: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅନ୍ଲାଇନ ଗେମ୍ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି।
ମିଳିଥିବା ସୂଚନା ମୁତାବକ, ମୃତ ଛାତ୍ରୀ ଜଣକ ହେଲେ ରାୟଗଡ଼ା ଜିଲ୍ଲା!-->!-->!-->…
Read More...
Read More...
କାଜୁବଗିଚାରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝରିଗାଁ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ସିଉଲାଗୁଡା ଗାଁରୁ ଝୁଲନ୍ତା ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଉଭୟ ବେକରେ ଆତ୍ମହତ୍ୟା ଓଢ଼ଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି।
ସୂଚନାନୁସାରେ ସିଉନାଗୁଡ଼ା ଗ୍ରାମର ଲକ୍ଷି ଗୌଡଙ୍କ ପୁଅ ଭଗବାନ!-->!-->!-->…
Read More...
Read More...
କାରରେ ଲାଗିଲା ନିଆଁ, ଡ୍ରାଇଭର ଜୀବନ୍ତ ଦଗ୍ଧ
ପାରାଦୀପ: ପାରାଦୀପ ଲକ୍ ଥାନା ନିକଟରେ ଅଘଟଣ। କାର୍ ସହ ଜଳିଗଲେ ଡ୍ରାଇଭର। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ହେଲେ କାର୍ ଭିତରେ ଥିବା ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ହେଲେ ମୃତ କାର୍ ଡ୍ରାଇଭରର ପରିଚୟ ମିଳିନାହିଁ।
ଆଜି ସକାଳେ କାର୍ଟି ପାରାଦୀପ ସହର!-->!-->!-->…
Read More...
Read More...
ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ
ସୁନ୍ଦରଗଡ଼଼: ସୁନ୍ଦରଗଡ଼଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ଛୁରିଚଖା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ। ଘରୋଇ କଳିକୁ ନେଇ ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ନାମ ସିରାନୁସ ଟେଟେ ହୋଇଥିବାବେଳେ ଅଭିଯୁକ୍ତ!-->…
Read More...
Read More...
କର୍ଣ୍ଣାଟକରେ ଇସ୍ରାଏଲୀ ପର୍ଯ୍ୟଟକଙ୍କୁ ଦୁଷ୍କର୍ମ, ଓଡ଼ିଆ ଯୁବକଙ୍କୁ ହତ୍ୟା
କର୍ଣ୍ଣାଟକ: କର୍ଣ୍ଣାଟକ ଗଙ୍ଗାବତୀ ପର୍ଯ୍ୟଟକ ଆକ୍ରମଣ ମାମଲାରେ ନିଖୋଜ ଥିବା ଓଡ଼ିଆ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ନାମ ବିବାସ ବୋଲି ଜଣାପଡ଼ିଛି। ଏକ ଦୁଷ୍କର୍ମ ଏବଂ ଆକ୍ରମଣ ମାମଲାରେ ୪୨ ବର୍ଷିୟ ବିବାସ କେନାଲରେ ନିଖୋଜ ହୋଇଯାଇଥିଲେ। ଦୁଷ୍କର୍ମକାରୀ ଠେଲି ଦେବାରୁ!-->…
Read More...
Read More...