ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ
Browsing Category

ଦେଶ-ବିଦେଶ

୩ ଦିନ ପାଇଁ ଲାଲକିଲ୍ଲା, ମେଟ୍ରୋ ଓ ଚାନ୍ଦନୀ ଚୌକ ବନ୍ଦ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ସୋମବାର ଏକ ଜୋରଦାର ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ଶବ୍ଦରେ ପୁରା ଦିଲ୍ଲୀରେ ଆତଙ୍କ ସୃଷ୍ଟି ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ଲାଲକିଲ୍ଲାକୁ ମଧ୍ୟ ତିନି ଦିନ ପାଇଁ ବନ୍ଦ ରଖାଯାଇଛି। ସୂଚନା ଅନୁଯାୟୀ, ସୁରକ୍ଷା ଦୃଷ୍ଟିରୁ ଭାରତୀୟ ପ୍ରତ୍ନତତ୍ତ୍ୱ…
Read More...

ଲୌହ ମାନବଙ୍କ ୧୫୦ତମ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ଗୁଜରାଟ: ଆଜି ଦେଶ ପାଳୁଛି ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ। ଏହି ଅବସରରେ ଗୁଜରାଟର ଷ୍ଟାଚ୍ୟୁ ଅଫ ୟୁନିଟ୍‌ରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କ ସହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଲୌହମାନବଙ୍କୁ…
Read More...

ଖୁବଶୀଘ୍ର ଲାଗୁ ହେବ ୱାନ୍‌ ନେସନ ୱାନ୍‌ ପୁଲିସ ୟୁନିଫର୍ମ ପଲିସି

ନୂଆ ଦିଲ୍ଲୀ: ଖୁବଶୀଘ୍ର ୱାନ୍ ନେସନ୍ ୱାନ୍ ପୋଲିସ ୟୁନିଫର୍ମ ପଲିସି ଆପଣେଇବ ସାରା ଦେଶ। ଦେଶରେ ଏଣିକି ଲାଗୁ ହେବ ପୋଲିସମାନଙ୍କ ଗୋଟିଏ ପ୍ରକାରର ୟୁନିଫର୍ମ। ଓଡ଼ିଶା ସମେତ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ତଥ୍ୟ ମାଗିଲା ଗୃହ ମନ୍ତ୍ରାଳୟ। ଭିନ୍ନ ଭିନ୍ନ ରାଜ୍ୟରେ ଆଉ ଭିନ୍ନ ଭିନ୍ନ…
Read More...

ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଅମ୍ବାଲା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ବାୟୁସେନାର ରାଫାଲ ଯୁଦ୍ଧ ବିମାନ ଉଡ଼ାଇ ଇତିହାସ ରଚିଛନ୍ତି। ଆଜି ଅମ୍ବାଲା ଏୟାରବେସରେ ଭାରତର ସବୁଠୁ ଶକ୍ତିଶାଳୀ ଯୁଦ୍ଧ ବିମାନ ରାଫେଲ୍ ଉଡ଼ାଇଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତି ଏହି ବିମାନ ଉଡାଇ ଭାରତୀୟ ବାୟୁସେନା ଏବଂ ସମଗ୍ର ଦେଶକୁ…
Read More...

ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ହରିୟାଣା: ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ହରିୟାଣାର ଅମ୍ବାଲା ବାୟୁସେନା ଘାଟିରୁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ରାଫେଲ ଯୁଦ୍ଧ ବିମାନରେ ଉଡ଼ାଣ ଭରିବେ। ମଙ୍ଗଳବାର ଦିନ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ଏକ ସରକାରୀ ବିବୃତ୍ତିରେ କୁହାଯାଇଛି, “ରାଷ୍ଟ୍ରପତି…
Read More...

ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ; ସୁପ୍ରିମକୋର୍ଟର ୫୩ ତମ ମୁଖ୍ୟ ବିଚାରପତି ହେବାକୁ ଯାଉଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ। ସିଜେଆଇ ଭୂଷଣ ରାମକ୍ରିଷ୍ଣ ଗଭାଇ କେନ୍ଦ୍ରୀୟ ଆଇନ ମନ୍ତ୍ରାଳୟକୁ ତାଙ୍କ ନାଁ ସୁପାରିଶ କରିଛନ୍ତି। କେନ୍ଦ୍ର ଦ୍ୱାରା ଅଧିସୂଚିତ ହେବା ପରେ ଜଷ୍ଟିସ ସୂର୍ଯ୍ୟକାନ୍ତ ପରବର୍ତ୍ତୀ ଦେଶର ମୁଖ୍ୟ…
Read More...

୭.୬ ତୀବ୍ରତାର ଭୂମିକମ୍ପରେ ଥରିଲା ଫିଲିପାଇନ୍ସ,

ନ୍ୟୁଜ୍ ବ୍ୟୁରୋ: ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ଫିଲିପାଇନ୍ସ। ଶୁକ୍ରବାର ସକାଳେ ଦକ୍ଷିଣ ଫିଲିପାଇନ୍ସରେ ୭.୬ ତୀବ୍ରତାର ଭୂମିକମ୍ପ ହୋଇଛି। ହୋନୋଲୁଲୁର ପ୍ରଶାନ୍ତ ମହାସାଗର ସୁନାମି ସତର୍କତା କେନ୍ଦ୍ର କହିଛି ଯେ ଭୟଙ୍କର ତରଙ୍ଗ ଭୂକମ୍ପ କେନ୍ଦ୍ରଠାରୁ ୩୦୦ କିଲୋମିଟର ବ୍ୟାସାର୍ଦ୍ଧ…
Read More...

ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର

ନ୍ୟୁଜ୍ ବ୍ୟୁରୋ: ଭେନେଜୁଏଲାର ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋ ନୋବେଲ ଶାନ୍ତି ପୁରସ୍କାର ବିଜୟୀ ହୋଇଛନ୍ତି। ଭେନେଜୁଏଲାରେ ଗଣତନ୍ତ୍ର ଏବଂ ଲୋକଙ୍କ ଅଧିକାର ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦେଇଛନ୍ତି ମାରିଆ। ଭେନେଜୁଏଲାରେ ଏକଚ୍ଛତ୍ରବାଦୀ ଶାସନ ପରିବର୍ତ୍ତେ ଗଣତନ୍ତ୍ର…
Read More...

ନେପାଳରେ ଫସିଛନ୍ତି ଶତାଧିକ ଓଡିଆ

ନେପାଳ: ନେପାଳରେ ଚାଲିଥିବା ହିଂସାତ୍ମକ ପ୍ରତିବାଦ ମଧ୍ୟରେ କାଠମାଣ୍ଡୁରେ ଅନେକ ପର୍ଯ୍ୟଟକ ଫସି ରହିଛନ୍ତି। ସେଥିରେ ଅଛନ୍ତି ଶତାଧିକ ଓଡିଆ। ଏଥିରେ ଯାଜପୁରର ୨୩ ଜଣ ପର୍ଯ୍ୟଟକ ଥିବା ଜଣାପଡିଛି। ଏମାନେ ସମସ୍ତେ ଚଳିତ ମାସ ୪ ତାରିଖରେ ନେପାଳ ଯାଇଥିଲେ। ଆସନ୍ତା ୧୨ ତାରିଖ ଅର୍ଥାତ ଆଉ…
Read More...

ସୋସିଆଲ୍ ମିଡିଆ ଉପରୁ ବ୍ୟାନ ହଟାଇଲେ ନେପାଳ ସରକାର

ନେପାଳ: ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର। ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ପରେ ନିଷ୍ପତ୍ତି ନେଲେ ସରକାର। ଏବେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେବେ ନାହିଁ ବୋଲି ସୂଚନା ମିଳିଛି। ସୋସିଆଲ୍ ମିଡିଆ ବ୍ୟାନ୍‌ ବିରୋଧରେ କାଠମାଣ୍ଡୁରେ…
Read More...