Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ସିଏନଜି ମଧ୍ୟ ମହଙ୍ଗା
ଆମେରିକାର ଗୁଇନ୍ଦା ମୁଖ୍ୟ ପଦରୁ ତୁଳସୀ ଗାବାର୍ଡଙ୍କ ଇସ୍ତଫା
କେନ୍ଦ୍ର ସରକାରଙ୍କୁ ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ: ଯୁଦ୍ଧ ସଙ୍କଟ ମଧ୍ୟରେ ସରକାରଙ୍କୁ ବଡ଼ ଆଶ୍ୱାସନ
ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ
ଚୀନ୍ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୯୦ ଶ୍ରମିକଙ୍କ ମୃତ୍ୟୁ; ଅନେକ ନିଖୋଜ
ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି କାର୍ଯ୍ୟ ଆସନ୍ତାକାଲିଠାରୁ ସ୍ଥଗିତ
Browsing Category
ଦେଶ-ବିଦେଶ
ଆସନ୍ତା ୧୯ରେ ପୃଥିବୀ ଫେରିପାରନ୍ତି ସୁନୀତା ଓ ୱିଲମୋର
ଆମେରିକା: ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ପହଞ୍ଚିଲା କ୍ରିଉ-୧୦ ମିଶନର ସ୍ପେସଏକ୍ସ ଡ୍ରାଗନ ସ୍ପେସକ୍ରାଫ୍ଟ। ଆଉ ମାତ୍ର ଦିନ କେଇଟା। ଦୀର୍ଘ ୯ ମାସର ଅବଧି ପରେ ଶେଷରେ ପୃଥିବୀ ଫେରିବେ ଭାରତୀୟ ବଂଶୋଦ୍ଭବ ତଥା ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ବୁଚ୍ ୱିଲମୋର। ବହୁ ବାଧାବିଘ୍ନ!-->…
Read More...
Read More...
ପାକିସ୍ତାନରେ ଟ୍ରେନ ହାଇଜାକ
୧୨୦ ଯାତ୍ରୀ ପଣବନ୍ଦୀ, ୬ ଯବାନଙ୍କୁ ହତ୍ୟା
ବେଲୁଚିସ୍ତାନ; ପାକିସ୍ତାନରେ ମଙ୍ଗଳବାର ଏକ ଟ୍ରେନ୍ ଅପହରଣ କରିଛନ୍ତି ଆତଙ୍କବାଦୀ। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବେଲୁଚିସ୍ତାନର ମାଚ୍ ଅଞ୍ଚଳରେ କେତେକ ସଶସ୍ତ୍ର ବ୍ୟକ୍ତି କ୍ୱେଟାରୁ ପେଶାୱର ଯାଉଥିବା ଜାଫର ଏକ୍ସପ୍ରେସ ଟ୍ରେନ୍ ଉପରେ!-->!-->!-->…
Read More...
Read More...
ରାଷ୍ଟ୍ରପତିଙ୍କ ପରାମର୍ଶଦାତା ହେଲେ ଓଡ଼ିଆ ଝିଅ ବିଜୟଲକ୍ଷ୍ମୀ
ନୂଆଦିଲ୍ଲୀ: ପୁଣି ଓଡ଼ିଆଙ୍କୁ ଗୁରୁଦାୟିତ୍ୱ। ରାଷ୍ଟ୍ରପତିଙ୍କ ପରାମର୍ଶଦାତା ହେଲେ ବିଜୟଲକ୍ଷ୍ମୀ ମହାନ୍ତି। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଝିଅ ତଥା କଟକସ୍ଥିତ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟର ମାନବ ସମ୍ବଳ ବିକାଶ କେନ୍ଦ୍ର ନିର୍ଦ୍ଦେଶିକା ପ୍ରାଧ୍ୟାପିକା ଡକ୍ଟର ବିଜୟଲକ୍ଷ୍ମୀ!-->…
Read More...
Read More...
ମାଧବୀ ପୁରୀ ବୁଚ୍ଙ୍କ ନାମରେ ରୁଜୁ ହେବ ନାହିଁ ଏଫଆଇଆର୍
ମୁମ୍ବାଇ: ଶେୟାର ବଜାର ଠକେଇ ମାମଲାରେ ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍ଙ୍କ ଆଶ୍ଵସ୍ତି ମିଳିଛି। ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ(ସେବି)ର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍ ଏବଂ ଅନ୍ୟମାନଙ୍କ ବିରୋଧରେ ଏତଲା ଦାୟର କରିବା ନେଇ ସ୍ଵତନ୍ତ୍ର!-->…
Read More...
Read More...
ସରକାରଙ୍କୁ ହସ୍ତାନ୍ତର କରାଗଲା ଜୟଲଳିତାଙ୍କ ସମସ୍ତ ସମ୍ପତ୍ତି
ତାମିଲନାଡୁ: ସରକାରଙ୍କ ହାତକୁ ଗଲା ତାମିଲନାଡୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ସମ୍ପତ୍ତି। ସମସ୍ତ ସ୍ଥାବର ଅସ୍ଥାବର ସମ୍ପତ୍ତି ଏବେ ରାଜ୍ୟ ସରକାରଙ୍କ ମାଲିକାନାକୁ ଯାଇଛି। ସେଥି ମଧ୍ୟରେ ରହିଛି ୨୭ କିଲୋଗ୍ରାମ ଓଜନର ସୁନା ତଲୱାର, ହାତ ଘଣ୍ଟା, କଲମ ସମେତ ୧୬୦ଟି ଅନ୍ୟାନ୍ୟ!-->…
Read More...
Read More...
ଅଯୋଧ୍ୟା ରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟୈନ୍ଦ୍ର ଦାସଙ୍କ ପରଲୋକ
ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକଙ୍କ ପରଲୋକ। ପ୍ରଭୁ ରାମଲାଲାଙ୍କର ପରମଭକ୍ତ ତଥା ରାମ ଜନ୍ମଭୂମୀ ଅଯୋଧ୍ୟା ଶ୍ରୀରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ପରଲୋକ ହୋଇଛି। ୮୫ ବର୍ଷ ବୟସରେ ଲକ୍ଷ୍ନୌ ପିଜିଆଇରେ ଚିକିତ୍ସାଧୀନ ଅବସ୍ଥାରେ ଆଚାର୍ଯ୍ୟଙ୍କ!-->…
Read More...
Read More...
ଏଲଓସି ନିକଟରେ ଆଇଇଡି ବିସ୍ଫୋରଣ, ୨ ଯବାନ ଶହୀଦ
ଜମ୍ମୁ: ଜମ୍ମୁ ନିକଟବର୍ତ୍ତୀ ଅଖନୁର ସେକ୍ଟରରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ବଡଧରଣର ଆଇଡି ବିସ୍ଫୋରଣ ହୋଇଛି। ଏଥିରେ ଜଣେ ସେନା କ୍ୟାପଟେନଙ୍କ ସମେତ ଦୁଇ ଜଣ ସେନା କର୍ମଚାରୀ ସହିଦ ହୋଇଛନ୍ତି ଏବଂ ଅନ୍ୟ ଜଣେ ଯବାନ ଆହତ ହୋଇଛନ୍ତି। ଲାଲେଲିର ସୀମାରେଖା!-->…
Read More...
Read More...
ତିରୁପତି ଲଡୁ ବିବାଦ ଘଟଣାରେ ୪ ଜଣଙ୍କୁ ଗିରଫ କଲା ସିବିଆଇ
ଆନ୍ଧ୍ର ପ୍ରଦେଶ: ବହୁଚର୍ଚ୍ଚିତ ତିରୁପତି ଲଡୁ ଅପମିଶ୍ରଣ ବିବାଦ ଘଟଣାରେ ସିବିଆଇ ୪ଜଣଙ୍କୁ ଗିରଫ କରିଛି। ତିରୁପତି ମନ୍ଦିରକୁ ଘିଅ ଯୋଗାଉଥିବା ବିଭିନ୍ନ କମ୍ପାନୀର ୪ଜଣଙ୍କୁ ଗିରଫ କଲା ସିବିଆଇ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଏଆର.ଡେରୀ (ତାମିଲନାଡୁ), ପରାଗ ଡାଏରୀ (ଉତ୍ତର ପ୍ରଦେଶ),!-->…
Read More...
Read More...
ମହାକୁମ୍ଭରେ ବୁଡ଼ ପକାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପ୍ରୟାଗରାଜ: ଆସନ୍ତାକାଲି ସୋମବାର ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ସେ ଆସନ୍ତାକାଲି ଉତ୍ତରପ୍ରଦେଶ ଗସ୍ତ କରିବେ। ମହାକୁମ୍ଭ ମେଳାରେ ୮ ଘଣ୍ଟା ସମୟ ଅତିବାହିତ କରିବେ। ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ!-->…
Read More...
Read More...
ଆମେରିକାରେ ବିମାନ ଦୁର୍ଘଟଣାରେ ୧୯ ମୃତ
ଆମେରିକା: ଆମେରିକାରେ ବଡ଼ ବିମାନ ଦୁର୍ଘଟଣା। ହେଲିକପ୍ଟର ସହ ଏକ ବିମାନର ଧକ୍କା ହୋଇଛି। ରୋନାଲ୍ଡ ରେଗନ ଏୟାରପୋର୍ଟ ନିକଟରେ ଏକ ବିମାନ ଅବତରଣ କରିବା ସମୟରେ ହେଲିକପ୍ଟରକୁ ଧକ୍କା ଦେଇଥିଲା। ଏଥିରେ ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ବିମାନଟି ପୋଟୋମେକ୍ ନଦୀକୁ!-->…
Read More...
Read More...