ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category

ଦେଶ-ବିଦେଶ

ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର

ନ୍ୟୁଜ୍ ବ୍ୟୁରୋ: ଭେନେଜୁଏଲାର ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋ ନୋବେଲ ଶାନ୍ତି ପୁରସ୍କାର ବିଜୟୀ ହୋଇଛନ୍ତି। ଭେନେଜୁଏଲାରେ ଗଣତନ୍ତ୍ର ଏବଂ ଲୋକଙ୍କ ଅଧିକାର ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦେଇଛନ୍ତି ମାରିଆ। ଭେନେଜୁଏଲାରେ ଏକଚ୍ଛତ୍ରବାଦୀ ଶାସନ ପରିବର୍ତ୍ତେ ଗଣତନ୍ତ୍ର
Read More...

ନେପାଳରେ ଫସିଛନ୍ତି ଶତାଧିକ ଓଡିଆ

ନେପାଳ: ନେପାଳରେ ଚାଲିଥିବା ହିଂସାତ୍ମକ ପ୍ରତିବାଦ ମଧ୍ୟରେ କାଠମାଣ୍ଡୁରେ ଅନେକ ପର୍ଯ୍ୟଟକ ଫସି ରହିଛନ୍ତି। ସେଥିରେ ଅଛନ୍ତି ଶତାଧିକ ଓଡିଆ। ଏଥିରେ ଯାଜପୁରର ୨୩ ଜଣ ପର୍ଯ୍ୟଟକ ଥିବା ଜଣାପଡିଛି। ଏମାନେ ସମସ୍ତେ ଚଳିତ ମାସ ୪ ତାରିଖରେ ନେପାଳ ଯାଇଥିଲେ। ଆସନ୍ତା ୧୨ ତାରିଖ ଅର୍ଥାତ ଆଉ
Read More...

ସୋସିଆଲ୍ ମିଡିଆ ଉପରୁ ବ୍ୟାନ ହଟାଇଲେ ନେପାଳ ସରକାର

ନେପାଳ: ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର। ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ପରେ ନିଷ୍ପତ୍ତି ନେଲେ ସରକାର। ଏବେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେବେ ନାହିଁ ବୋଲି ସୂଚନା ମିଳିଛି। ସୋସିଆଲ୍ ମିଡିଆ ବ୍ୟାନ୍‌ ବିରୋଧରେ କାଠମାଣ୍ଡୁରେ
Read More...

‘ସେମିକନ୍‌ ଇଣ୍ଡିଆ ୨୦୨୫’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ରାଜଧାନୀ ଦିଲ୍ଲୀରେ ଆୟୋଜିତ ତିନି ଦିନିଆ 'ସେମିକନ୍‌ ୨୦୨୫' ସମ୍ମିଳନୀକୁ ମଙ୍ଗଳବାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମୋଦିଙ୍କୁ ଭାରତରେ ନିର୍ମିତି ପ୍ରଥମ
Read More...

ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଏବେ ୨ ଦିନିଆ ଜାପାନ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ଭାରତ-ଜାପାନ ମିଳିତ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିଛନ୍ତି। ତାଙ୍କ ଭାଷଣରେ, ପ୍ରଧାନମନ୍ତ୍ରୀ ମୋଦୀ ଜାପାନର ପ୍ରଯୁକ୍ତିବିଦ୍ୟା ଏବଂ ଭାରତର ପ୍ରତିଭା ସହିତ ଚିତ୍ର ପରିବର୍ତ୍ତନ କରିବା ବିଷୟରେ
Read More...

ଭୟଙ୍କର ଭୂମିକମ୍ପ ସାଙ୍ଗକୁ ସୁନାମୀ ଆତଙ୍କ

ରୁଷ: ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଭୂମିକମ୍ପ ଏତେ ଭୟଙ୍କର ଯେ ଯାହାର ଭିଡିଓ ଛାତି ଥରାଇ ଦେବ। ଯାହା ୨୦୧୧ ପରେ ହୋଇଥିବା ସବୁଠାରୁ ଭୟଙ୍କର ଭୂମିକମ୍ପ ବୋଲି କୁହାଯାଉଛି । ତେବେ ଆଜି ପ୍ରତ୍ୟୁଷରେ ରୁଷିଆର ପୂର୍ବ କାମଚଟକା
Read More...

ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ

ନୂଆଦିଲ୍ଲୀ; ଭାରତୀୟ ଡାକ ବିଭାଗ ଏହାର ୫୦ ବର୍ଷରୁ ଅଧିକ ପୁରୁଣା ପ୍ରତିଷ୍ଠିତ ସେବାକୁ ବନ୍ଦ କରିବା ଘୋଷଣା କରିଛି। ସେପ୍ଟେମ୍ବର ୧ ତାରିଖରୁ, ଭାରତୀୟ ଡାକ ବିଭାଗ ରେଜିଷ୍ଟର୍ଡ (ପଞ୍ଜିକୃତ ପୋଷ୍ଟ)କୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ଡାକ ବିଭାଗ। ଏହାସହ ଏହାକୁ ସ୍ପିଡ୍
Read More...

ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ

ଜମ୍ମୁକାଶ୍ମୀର: ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର। ୨ ଆତଙ୍କବାଦୀ ନିପାତ। ପୁଞ୍ଚ୍‌ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କୀ। ଆତଙ୍କବାଦୀ ଲୁଚିରହିଥିବା ନେଇ ସର୍ଚ୍ଚ ଅପରେସନ୍ ଜାରି ରହିଛି। ପୁଞ୍ଚର କସାଲିଆନ୍ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏକ
Read More...

୨୨ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ବଡ ନିଷ୍ପତ୍ତି ନେଇଛନ୍ତି ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଅପରେସନ ସିନ୍ଦୂର ସମୟରେ ପାକିସ୍ତାନ ଗୁଳିବର୍ଷା ବେଳେ ବାପାମା’ ଛେଉଣ୍ଡ ହୋଇଥିବା ୨୨ ପିଲାଙ୍କୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିବେ ରାହୁଲ ଗାନ୍ଧୀ। ପାକିସ୍ତାନୀ ଗୁଳିମାଡ଼ ଯୋଗୁଁ
Read More...

ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍କା

ନ୍ୟୁଜ୍ ବ୍ୟୁରୋ: ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି। ଭାରତ ପାଇଁ ଆସିଯାଇଛି ସେହି ଐତିହାସିକ ମୁହୂର୍ତ୍ତ। ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା। ଅକ୍ସିଅମ୍‌-୪ ମିଶନ୍‌ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାଇଥିବା ଶୁଭାଂଶୁଙ୍କ ସମେତ ୪ ମହାକାଶଚାରୀ ପୃଥିବୀ ପୃଷ୍ଠରେ
Read More...