Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
ଦେଶ-ବିଦେଶ
ଦିଲ୍ଲୀରେ ୨୦୨୮ରୁ ବନ୍ଦ ହେବ ପେଟ୍ରୋଲ ଦୁଇଚକିଆ ପଞ୍ଜୀକରଣ
ନୂଆଦିଲ୍ଲୀ: ପ୍ରଦୂଷଣ ନିୟନ୍ତ୍ରଣ ଏବଂ ବୈଦ୍ୟୁତିକ ଯାନ (ଇଭି) ବ୍ୟବହାରକୁ ଅଧିକ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଦିଲ୍ଲୀ ସରକାର ନୂତନ ‘ଦିଲ୍ଲୀ ଇଭି ପଲିସି ୨.୦’କୁ ମଞ୍ଜୁରୀ ଦେଇଛନ୍ତି। ଜୁଲାଇ ୧ରୁ କାର୍ଯ୍ୟକାରୀ ହେବାକୁ ଯାଉଥିବା ଏହି ନୀତିରେ ଇଭି କ୍ରେତାଙ୍କ ପାଇଁ ବିଭିନ୍ନ ରିହାତି!-->…
Read More...
Read More...
ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ: ସେଚେଲ୍ସ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ପ୍ରଦାନ କରାଯାଇଛି। ପରିବେଶ ସଂରକ୍ଷଣ, ଜଳବାୟୁ କାର୍ଯ୍ୟ ଏବଂ ସ୍ଥାୟୀ ବିକାଶ କ୍ଷେତ୍ରରେ ତାଙ୍କ ଉଲ୍ଲେଖନୀୟ ନେତୃତ୍ୱକୁ ସ୍ୱୀକୃତି ଦେଇ ସେଚେଲ୍ସ!-->…
Read More...
Read More...
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ଭାରତୀୟ ଏଲ୍ଏନ୍ଜି ଜାହାଜ ‘ଦିଶା’
ନ୍ୟୁଜ୍ ବ୍ୟୁରୋ: ଭାରତୀୟ ଏଲ୍ଏନ୍ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ହର୍ମୁଜ ପ୍ରଣାଳୀ ଅତିକ୍ରମ କରିଛି। ଆମେରିକା ଓ ଇରାନ ମଧ୍ୟରେ ଶାନ୍ତି ବୁଝାମଣା ପରେ ଏହା ପ୍ରଥମ ଭାରତୀୟ ପତାକାଧାରୀ ବାଣିଜ୍ୟିକ ଜାହାଜ ଯାହା ସଫଳତାର ସହିତ ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ଅତିକ୍ରମ କରିଛି।!-->…
Read More...
Read More...
ଡ୍ରୋନ୍ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍ରେ
ନୂଆଦିଲ୍ଲୀ: ଦେଶର ଡାକ ସେବାକୁ ଅଧିକ ଦ୍ରୁତ ଓ ଆଧୁନିକ କରିବା ଦିଗରେ ବଡ଼ ପଦକ୍ଷେପ ନେଇଛି ଡାକ ବିଭାଗ। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ୍. ସିନ୍ଧିଆ ଶନିବାର ସୂଚନା ଦେଇଛନ୍ତି ଯେ, ହିମାଚଳ ପ୍ରଦେଶରେ ଡ୍ରୋନ୍ ମାଧ୍ୟମରେ ଚିଠି ଓ ପାର୍ସଲ୍ ପରିବହନ ସେବା ଆରମ୍ଭ!-->…
Read More...
Read More...
ଧୀରଜ ସେଠ୍ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ଙ୍କୁ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର। ସେ ବର୍ତ୍ତମାନର ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀଙ୍କ ସ୍ଥାନ ନେବେ। ଜୁନ୍ ୩୦ରୁ ସେ ନୂଆ ଦାୟିତ୍ୱ ଗ୍ରହଣ କରିବେ ଏବଂ ୩୧ ଅଗଷ୍ଟ ୨୦୨୮!-->…
Read More...
Read More...
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ
ନୂଆ ଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗର ଅଞ୍ଚଳର ଏକ ହୋଟେଲରେ ବୁଧବାର ସକାଳେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଅତିକମରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି। ଘନ ଧୂଆଁ ଓ ନିଆଁରେ ହୋଟେଲଟି ଆବୃତ ହୋଇଯିବାରୁ ଅତିଥିମାନଙ୍କ ମଧ୍ୟରେ ଆତଙ୍କ!-->…
Read More...
Read More...
ଦିଲ୍ଲୀ-ଏନସିଆରରେ ଇମର୍ଜେନ୍ସି ଆଲର୍ଟ ଟେଷ୍ଟ
ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆର ଅଞ୍ଚଳର ଲକ୍ଷାଧିକ ମୋବାଇଲ ବ୍ୟବହାରକାରୀ ଶନିବାର ଏକ ଜରୁରୀକାଳୀନ ସତର୍କ ସନ୍ଦେଶ ପାଇଥିଲେ। ମୋବାଇଲରେ ହଠାତ୍ ଏକ ଉଚ୍ଚ ଶବ୍ଦ ସହ ଫ୍ଲାସ୍ ମେସେଜ୍ ପ୍ରଦର୍ଶିତ ହେବାରୁ ଅନେକ ଲୋକ ଚମକି ଯାଇଥିଲେ। ତେବେ ଏହା କୌଣସି ପ୍ରକୃତ ବିପର୍ଯ୍ୟୟ ସତର୍କତା ନଥିଲା।!-->…
Read More...
Read More...
ଭାରତୀୟ ରେଳରେ ହାଇଡ୍ରୋଜେନ୍ ଟ୍ରେନ୍
ନୂଆଦିଲ୍ଲୀ: ସ୍ୱଚ୍ଛ ଓ ସ୍ଥାୟୀ ପରିବହନ ବ୍ୟବସ୍ଥା ଦିଗରେ ଭାରତୀୟ ରେଳ ବିଭାଗ ଏକ ଐତିହାସିକ ପଦକ୍ଷେପ ନେଇଛି। ରେଳ ମନ୍ତ୍ରଣାଳୟ ୧୦ ଡବା ବିଶିଷ୍ଟ ହାଇଡ୍ରୋଜେନ୍ ଇନ୍ଧନ ସେଲ୍ ଚାଳିତ ଟ୍ରେନ୍ ଚଳାଚଳକୁ ଅନୁମୋଦନ କରିଛି। ଏହି ଟ୍ରେନ୍ ଖୁବଶୀଘ୍ର ଉତ୍ତର ରେଲୱେର ହରିୟାଣାସ୍ଥିତ!-->…
Read More...
Read More...
ଚୀନ୍ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ
ଚୀନ୍: ଉତ୍ତର ଚୀନର ଶାଂସି ପ୍ରଦେଶରେ ଥିବା ଏକ କୋଇଲା ଖଣିରେ ଭୟଙ୍କର ଗ୍ୟାସ ବିସ୍ଫୋରଣ ଘଟି ପ୍ରାୟ ୯୦ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ଚାଙ୍ଗଝି ସହରର କିନୟୁଆନ କାଉଣ୍ଟିରେ ଅବସ୍ଥିତ ଲିଉସେନୟୁ କୋଇଲା ଖଣିରେ ଶୁକ୍ରବାର ରାତିରେ ଏହି ବଡ଼!-->…
Read More...
Read More...
ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ
ଆମେରିକା: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଏକ ଷଡ଼ଯନ୍ତ୍ର ରଚାଯାଇଥିବା ଅଭିଯୋଗ ଏବେ ଆମେରିକାରେ ଚର୍ଚ୍ଚାର ବିଷୟ ହୋଇଛି। ଆମେରିକୀୟ ମାଧ୍ୟମ ରିପୋର୍ଟ ଅନୁସାରେ, ଇରାନର ଇସଲାମିକ୍ ରିଭୋଲ୍ୟୁସନରୀ ଗାର୍ଡ କର୍ପସ (IRGC) ସହ!-->…
Read More...
Read More...