ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category

ଦେଶ-ବିଦେଶ

ଭାରତୀୟଙ୍କ ଗଳା କାଟିବାକୁ ଇଙ୍ଗିତ କଲେ ପାକିସ୍ତାନୀ ସେନା ଅଧିକାରୀ

ନ୍ୟୁଜ୍ ବ୍ୟୁରୋ: ଆତଙ୍କବାଦ ବିରୋଧରେ ପ୍ରତିବାଦ କରିବାରୁ ଭାରତୀୟଙ୍କ ବେକ କାଟିବାକୁ ଧମକ ଦେଇଛନ୍ତି ପାକ୍ ଅଧିକାରୀ। ପାକିସ୍ତାନର ଜଣେ ବରିଷ୍ଠ ସେନା ଅଧିକାରୀ ପ୍ରବାସୀ ଭାରତୀୟଙ୍କ ଗଳା କାଟିବାକୁ ସର୍ବସମ୍ମୁଖରେ ଇଙ୍ଗିତ କରିଛନ୍ତି। ଏହାର ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ
Read More...

ପହଲଗାମ ଘଟଣାର ବଦ୍‌ଲା ନେବ ଭାରତ

ନୂଆଦିଲ୍ଲୀ: ଯେଉଁମାନେ ଆତଙ୍କୀ ଆକ୍ରମଣ ଷଡଯନ୍ତ୍ରରେ ସାମିଲ ଥିଲେ ସେମାନଙ୍କୁ କଳ୍ପନାରୁ ବାହାରେ ମିଳିବ କଠୋର ଦଣ୍ଡ। ଯେଉଁମାନେ ଭାରତର ଆତ୍ମା ଉପରେ ଆକ୍ରମଣ କରିବାର ଦୁଃସାହସ ଦେଖାଇଛନ୍ତି ସେମାନଙ୍କୁ ଛଡା ଯିବନି। ମିଳିବ କଠୋର ଦଣ୍ଡ। ସେମାନଙ୍କୁ ମାଟିରେ ମିଶାଇ ଦିଆଯିବାର ସମୟ ଆସିଛି।
Read More...

ଭାରତ ସରକାରଙ୍କ ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ

ଆତଙ୍କବାଦୀ ହମଲା ପରେ ଭାରତର ବଡ଼ ନିଷ୍ପତ୍ତି:: ଅଟାରୀ-ୱାଘା ସୀମା ବନ୍ଦ, ସିନ୍ଧୁ ନଦୀ ଚୁକ୍ତି ବାତିଲଜମ୍ମୁ: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଘଟଣାର ପ୍ରତିବାଦ ସ୍ୱରୂପ
Read More...

ଫ୍ଲାଟ୍ ଷ୍ଟିଲ୍ ଆମଦାନୀ ଉପରେ ୧୨% ସେଫଗାର୍ଡ ଡ୍ୟୁଟି ଆତ୍ମନିର୍ଭରଶୀଳ ଭାରତ ପାଇଁ ଏକ ଐତିହାସିକ ପଦକ୍ଷେପ: ନବୀନ…

ନୂଆଦିଲ୍ଲୀ: ଘରୋଇ ଇସ୍ପାତ ଶିଳ୍ପକୁ ସୁରକ୍ଷା ଦେବା ପାଇଁ କେନ୍ଦ୍ର ସରକାର ଫ୍ଲାଟ ଇସ୍ପାତ ଉତ୍ପାଦ ଆମଦାନୀ ଉପରେ ୧୨% ସେଫଗାର୍ଡ ଡ୍ୟୁଟି (ସୁରକ୍ଷା ଶୁଳ୍କ) ଲାଗୁ କରିଛନ୍ତି, ଯାହା ଏପ୍ରିଲ ୨୧ରୁ ଆଗାମୀ ୨୦୦ ଦିନ ପାଇଁ କାର୍ଯ୍ୟକାରୀ ହେବ। ଏହି ପଦକ୍ଷେପ ଚୀନ୍, ଦକ୍ଷିଣ କୋରିଆ ଏବଂ
Read More...

ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’

ନୂଆଦିଲ୍ଲୀ: ଆଜି ଭାରତ ପାଇଁ ଏକ ଐତିହ୍ୟର ଦିନ। ୟୁନେସ୍କୋର ମେମୋରୀ ଅଫ ଓ୍ବାର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ଭଗବତ ଗୀତା ଓ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ର। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ। ବିଶ୍ବର ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏହା
Read More...

ଆସୁଛି ନୂଆ ଆଧାର ଆପ୍‌

ଭୁବନେଶ୍ବର: ଏବେ ସାଥୀରେ ଆଧାର କାର୍ଡ ନେବା ଆବଶ୍ୟକ ନାହିଁ। ନିଜର ବ୍ୟକ୍ତିଗତ ତଥ୍ୟ ଯାଞ୍ଚ ପାଇଁ ଆଉ ଦରକାର ହେବନି ଆଧାରକାର୍ଡ କି ତାର ଜେରକ୍ସ କପି। ନିଜର ପରିଚୟ ନିଶ୍ଚିତ କରିବା ଲାଗି ପ୍ରତିଥର ସାଥୀରେ ଆଧାର କାର୍ଡର ଫଟୋକପି ନେବା ଆବଶ୍ୟକ ନାହିଁ । ନୂଆ ଆଧାର ଆପ୍‌ ଆପଣଙ୍କ ପରିଚୟର
Read More...

ରାମନବମୀରେ ପମ୍ବନ ସେତୁ ଉଦ୍‌ଘାଟନ କରି ଦେଶବାସୀଙ୍କୁ ବଡ଼ ଭେଟି ଦେଲେ ପ୍ରଧାନମନ୍ତ୍ରୀ

ତାମିଲନାଡୁ: ଦକ୍ଷିଣ ଭାରତକୁ ବଡ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅର୍ଥାତ୍‌ ରାମନବମୀର ଅବସରରେ ତାମିଲନାଡୁର ରାମେଶ୍ୱରମରେ ଐତିହାସିକ ନୂତନ ପାମ୍ବନ ସେତୁ ଉଦ୍‌ଘାଟନ କରିଛନ୍ତି। ଏହି ସେତୁ ହେଉଛି ଭାରତର ପ୍ରଥମ ଭୂଲମ୍ବ ଲିଫ୍ଟ
Read More...

ଶ୍ରୀଲଙ୍କାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ଶନିବାର ତାଙ୍କୁ ଶ୍ରୀଲଙ୍କା ପକ୍ଷରୁ ‘ମିତ୍ର ବିଭୂଷଣ’ ସମ୍ମାନ ପ୍ରଦାନ କରାଯାଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା ଦିସାନାୟକେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି।
Read More...

ମ୍ୟାନମାର ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା

ଥାଇଲ୍ୟାଣ୍ଡ: ଶୁକ୍ରବାର ମ୍ୟାନମାର ଏବଂ ଥାଇଲ୍ୟାଣ୍ଡରେ ଘଟିଥିବା ଭୂମିକମ୍ପ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଅନେକ କୋଠା ଭୁଶୁଡ଼ି ପଡ଼ିଛି। ଏହାର ଭଗ୍ନାବଶେଷ ତଳେ ଶହ ଶହ ଲୋକ ପୋତି ହୋଇ ରହିଛନ୍ତି। ଏହି ଭୂମିକମ୍ପ ଯୋଗୁ ମୃତ୍ୟୁ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ
Read More...

ଆତଙ୍କବାଦୀ ସୁରକ୍ଷାକର୍ମୀ ମୁହାଁମୁହିଁ

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରର କଠୁଆ ଜିଲ୍ଲାରେ ଗୁରୁବାର ଆତଙ୍କବାଦୀ ଏବଂ ସୁରକ୍ଷାବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ଏଥିସହ ୫ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କଠୁଆ ଜିଲ୍ଲାରେ ଗତ
Read More...