Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା
Browsing Category
ଦେଶ-ବିଦେଶ
ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗସ୍ତକାଳୀନ ସମୟରେ କୁଆଲାଲମ୍ପୁରରେ ପ୍ରଧାନମନ୍ତ୍ରୀ ମାଲେସିଆର ପ୍ରଧାନମନ୍ତ୍ରୀ ଅନ୍ୱାର ଇବ୍ରାହିମ୍ଙ୍କ ସହ ବିସ୍ତୃତ ଦ୍ୱିପକ୍ଷୀୟ ଆଲୋଚନା କରିଥିଲେ। ଏଥିରେ!-->…
Read More...
Read More...
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି
୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ
ନ୍ୟୁଜ୍ ବ୍ୟୁରୋ: ଭାରତୀୟ ବାୟୁସେନାର ଯୁଦ୍ଧ କ୍ଷମତାକୁ ଆହୁରି ମଜବୁତ କରିବା ପାଇଁ ଭାରତ ଫ୍ରାନ୍ସ ଠାରୁ ଆଉ ୧୧୪ଟି ରାଫେଲ ଫାଇଟର ଜେଟ୍ କିଣିବା ପ୍ରସ୍ତୁତି ଆରମ୍ଭ କରିଛି। ଚଳିତ ମାସ ଶେଷରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ଭାରତ!-->!-->!-->…
Read More...
Read More...
ସୁନେତ୍ରା ପାୱାର ହେବେ କି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ?
ମହାରାଷ୍ଟ୍ର: ଦିବଂଗତ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ନେତା ଅଜିତ ପାୱାରଙ୍କ ନିଧନ ପରେ, ତାଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦେବା ପାଇଁ ଦାବି ଉଠିଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ କହିଛନ୍ତି ଯେ, ସୁନେତ୍ରା ପାୱାରଙ୍କୁ ଏହି!-->…
Read More...
Read More...
ପଞ୍ଚଭୂତରେ ବିଲୀନ ହେଲେ ଅଜିତ୍ ପାୱାର
ମହାରାଷ୍ଟ୍ର: ପଞ୍ଚଭୂତରେ ଲୀନ ହେଲେ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେଲା ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଅନ୍ତିମ ସଂସ୍କାର। ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପୱାରଙ୍କ ଶେଷକୃତ୍ୟ ବାରାମତିରେ!-->…
Read More...
Read More...
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା
ନୂଆଦିଲ୍ଲୀ; ଲାଲକିଲ୍ଲା ପରିସର ମଧ୍ୟରେ ସୁରକ୍ଷା ଏବଂ ନିରୀକ୍ଷଣ ପାଇଁ ପ୍ରଥମ ଥର ପାଇଁ ସିସିଟିଭି କ୍ୟାମେରା ସ୍ଥାପନ କରାଯାଉଛି। ଐତିହାସିକ ସ୍ଥାପତ୍ୟକୁ କ୍ଷତି ପହଞ୍ଚାଇବା ଭୟରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆପତ୍ତି କରିଥିବାରୁ ଏହି ନିଷ୍ପତ୍ତି ପ୍ରାୟ ସାତ ବର୍ଷ ଧରି ଅଟକି!-->…
Read More...
Read More...
ଇରାନ ଛାଡ଼ିବାକୁ ଭାରତୀୟଙ୍କୁ ନିର୍ଦ୍ଦେଶ, ଜାରି ହେଲା ହେଲ୍ପ ଲାଇନ୍ ନଂ
ନୂଆଦିଲ୍ଲୀ: ଇରାନରେ ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଇରାନରେ ସରକାରୀ ବିରୋଧୀ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନରେ ମୃତ୍ୟୁ ସଂଖ୍ୟ ୨୫୦୦ ଅତିକ୍ରମ କଲାଣି।ଇରାନରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତାକୁ ଦେଖି ଭାରତୀୟ ନାଗରିକଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ଭାରତ ନିର୍ଦ୍ଦେଶନାମା!-->…
Read More...
Read More...
ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା
ବାଂଲାଦେଶ: ବାଂଲାଦେଶରେ ଗତ ୨୪ ଘଣ୍ଟାରେ ୨ ଜଣ ହିନ୍ଦୁ ଯୁବକଙ୍କୁ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏକାକୁ ମିଶାଇ ୧୮ ଦିନରେ ୬ ଜଣ ହିନ୍ଦୁଙ୍କୁ ହତ୍ୟା କରାଗଲାଣି। ଗତକାଲି ରାଣା ପ୍ରତାପ ବୈରାଗୀ (୪୫)ଙ୍କୁ ହତ୍ୟା କରାଯାଇଥିବେଳେ, ଏବେ ମଣି ଚକ୍ରବର୍ତ୍ତୀ ନାମଙ୍କ ଜଣେ!-->…
Read More...
Read More...
ଭେନେଜୁଏଲା ରାଷ୍ଟ୍ରପତି ଭବନ ନିକଟରେ ଗୁଳିମାଡ଼
ଭେନେଜୁଏଲା: ଭେନେଜୁଏଲା ରାଜଧାନୀ କାରାକାସରେ ଥିବା ରାଷ୍ଟ୍ରପତି ଭବନ ନିକଟରେ ଗୁଳିମାଡ ହୋଇଛି। ଭେନେଜୁଏଲାର ରାଜଧାନୀ କାରାକାସରେ ରାଷ୍ଟ୍ରପତି ଭବନ ନିକଟରେ ଏକ ସନ୍ଦେହୀ ଡ୍ରୋନ୍ ଦେଖିବାକୁ ମିଳିଥିଲା। ଉକ୍ତ ଡ୍ରୋନକୁ ମାରି ଖସାଇଛି ଭେନେଜୁଏଲା ସେନା। ଘଟଣା ପରେ ଆଖପାଖ ଅଞ୍ଚଳରେ ଆତଙ୍କ!-->…
Read More...
Read More...
ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ
ନୁଆଦିଲ୍ଲୀ: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି। ସେହିଭଳି ଦେଶର ଅନ୍ୟ ୪ଟି ହାଇକୋର୍ଟର ବିଚାରପତିଙ୍କୁ ମୁଖ୍ୟ ବିଚାରପତି ପଦ ପାଇଁ ସୁପାରିସ କରାଯାଇଛି। ଏ!-->…
Read More...
Read More...
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ନୂଆଦିଲ୍ଲୀ: ଇଣ୍ଡିଗୋର ବିମାନ ଉଡାଣ ଧୀରେ ଧୀରେ ସ୍ୱାଭାବିକ ହେଉଛି। ଗୋଟିଏ ଦିନ ପୂର୍ବରୁ ବିମାନ କମ୍ପାନୀ କେବଳ ଦିଲ୍ଲୀରୁ ୧୦୦୦ ରୁ ଅଧିକ ବିମାନ ବାତିଲ କରିଥିଲା। ବିମାନବନ୍ଦର ଅଧିକାରୀଙ୍କ କହିଛନ୍ତି ଯେ ପରିସ୍ଥିତି ଏବେ ସୁଧୁରୁଛି। ତେବେ ଯାତ୍ରୀମାନଙ୍କୁ ଘରୁ ବାହାରିବା ପୂର୍ବରୁ!-->…
Read More...
Read More...