ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ପାଣିପାଗ

ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ବର: ମୋନ୍ଥା କୋପରେ ରାଜ୍ୟରେ ଦୁଇ ଦିନ ଭୀଷଣ ବର୍ଷା। ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାତ୍ୟା ‘ମୋନ୍ଥା’ର
Read More...

ଭୟଙ୍କର ହେଉଛି ବାତ୍ୟା ମୋନ୍ଥା

ନ୍ୟୁଜ୍ ବ୍ୟୁରୋ: ସମୁଦ୍ର ମଧ୍ୟରେ ବଳ ଗୋଟାଉଛି ଭୀଷଣ ବାତ୍ୟା ‘ମୋନ୍ଥା’। ଘଣ୍ଟା ପ୍ରତି ୧୨ କିମି ବେଗରେ ଗତି କରି ନିକଟତର ହେଉଛି। ମଛଲିପଟନମ ଠାରୁ ୧୪୦, କାକିନାଡ଼ା ଠାରୁ ୨୪୦ କିମି ଏବଂ ଗୋପାଳପୁର ଠାରୁ ୫୩୦ କିମି ଦୂରରେ ଅଛି। ଆଜି ସନ୍ଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବ। ବାତ୍ୟା
Read More...

ଆସୁଛି ଝଡ଼ ‘ମୋନ୍ଥା’, କେନ୍ଦ୍ରାପଡ଼ାବାସୀଙ୍କୁ ସତର୍କ ସୂଚନା

ଭୁବନେଶ୍ବର: ବଙ୍ଗୋପସାଗରେ ଗଭୀର ଅବପାତ ବାତ୍ୟା ରୂପ ନେଇଛି ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ମୋନ୍ଥା। ଘଣ୍ଟାପ୍ରତି ୧୫କିମି ବେଗରେ ମାଡି ଆସୁଛି ବାତ୍ୟା ‘ମନ୍ଥା’। ଏହି ଝଡ଼ର ପ୍ରଭାବ କେନ୍ଦ୍ରାପଡ଼ା ଜିଲାରେ ପଡ଼ିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରୁଛନ୍ତି। ଆସନ୍ତା ୨୮ ତାରିଖ ସୁଦ୍ଧା
Read More...

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି। ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ଏହାର ପ୍ରଭାବରେ ୨୭ରୁ ୨୯ ତାରିଖ ୩ ଦିନ ଯାଏ
Read More...

ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଅକ୍ଟୋବର ଶେଷ ୧୦ ଦିନରେ ବଙ୍ଗୋପସାଗରରେ ସୃଷ୍ଟି ହେବ ୨ଟି ଲଘୁଚାପ, ଅଧିକ ଘନୀଭୂତ ପାଇଁ ପାଗ ଅନୁକୂଳ ଭୁବନେଶ୍ୱର: ଆସନ୍ତା ୨-୩ ଦିନ ଯାଏଁ ବାୟୁ ପ୍ରବାହରେ ଅସ୍ଥିରତା ଯୋଗୁ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ଵର, ଭଦ୍ରକ,
Read More...

୭.୬ ତୀବ୍ରତାର ଭୂମିକମ୍ପରେ ଥରିଲା ଫିଲିପାଇନ୍ସ,

ନ୍ୟୁଜ୍ ବ୍ୟୁରୋ: ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ଫିଲିପାଇନ୍ସ। ଶୁକ୍ରବାର ସକାଳେ ଦକ୍ଷିଣ ଫିଲିପାଇନ୍ସରେ ୭.୬ ତୀବ୍ରତାର ଭୂମିକମ୍ପ ହୋଇଛି। ହୋନୋଲୁଲୁର ପ୍ରଶାନ୍ତ ମହାସାଗର ସୁନାମି ସତର୍କତା କେନ୍ଦ୍ର କହିଛି ଯେ ଭୟଙ୍କର ତରଙ୍ଗ ଭୂକମ୍ପ କେନ୍ଦ୍ରଠାରୁ ୩୦୦ କିଲୋମିଟର ବ୍ୟାସାର୍ଦ୍ଧ
Read More...

୨୪ ଘଣ୍ଟାରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପକ୍ଷେତ୍ର

ନ୍ୟୁଜ୍ ବ୍ୟୁରୋ: ଉତ୍ତର ପୂର୍ବ ବଙ୍ଗୋପସାଗର ତଥା ମିଆଁମାର ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ସଦୃଶ ଲଘୁଚାପରେ
Read More...

ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ବାଂଲାଦେଶ ଆଖପାଖ ବାୟୁମଣ୍ଡଳ ଉପରିଭାଗରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।
Read More...

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଓଡ଼ିଶାରେ ବୁଧବାର ରାତିରୁ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ରାତି କିମ୍ବା ଶୁକ୍ରବାର ସକାଳେ ଏହା ଅଧିକ
Read More...

୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର,

ଜୁଲାଇ ୩ ଯାଏଁ ବର୍ଷା ସମ୍ଭାବନା ଭୁବନେଶ୍ବର: ଆସନ୍ତାକାଲି ଉତ୍ତର ବଙ୍ଗୋପସାଗର ବାଂଲାଦେଶ , ପଶ୍ଚିମବଙ୍ଗ ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ ଓ ତାହା ପରବର୍ତ୍ତୀ ଦିନ ଅର୍ଥାତ୍ ୩୦ ତାରିଖ ରେ ସେହି ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା
Read More...