Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category
ପାଣିପାଗ
୨୪ ଘଣ୍ଟାରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପକ୍ଷେତ୍ର
ନ୍ୟୁଜ୍ ବ୍ୟୁରୋ: ଉତ୍ତର ପୂର୍ବ ବଙ୍ଗୋପସାଗର ତଥା ମିଆଁମାର ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ସଦୃଶ ଲଘୁଚାପରେ!-->…
Read More...
Read More...
ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ବାଂଲାଦେଶ ଆଖପାଖ ବାୟୁମଣ୍ଡଳ ଉପରିଭାଗରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏହି କ୍ଷେତ୍ର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।!-->!-->!-->…
Read More...
Read More...
ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଓଡ଼ିଶାରେ ବୁଧବାର ରାତିରୁ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ରାତି କିମ୍ବା ଶୁକ୍ରବାର ସକାଳେ ଏହା ଅଧିକ!-->…
Read More...
Read More...
୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର,
ଜୁଲାଇ ୩ ଯାଏଁ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆସନ୍ତାକାଲି ଉତ୍ତର ବଙ୍ଗୋପସାଗର ବାଂଲାଦେଶ , ପଶ୍ଚିମବଙ୍ଗ ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ ଓ ତାହା ପରବର୍ତ୍ତୀ ଦିନ ଅର୍ଥାତ୍ ୩୦ ତାରିଖ ରେ ସେହି ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା!-->!-->!-->…
Read More...
Read More...
ଭୂକମ୍ପରେ ଥରିଲା ଜାପାନ
ଜାପାନ: ଜାପାନରେ ଗୁରୁବାର ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ହୋକ୍କାଇଡୋ ତଟରେ ଏହି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି।ଜାପାନର ପାଣିପାଗ ବିଭାଗରର ସୂଚନାନୁଯାୟୀ, ଗୁରୁବାର (୧୯ ଜୁନ୍)ରେ ହୋକ୍କାଇଡୋ ଅଞ୍ଚଳର ନେମୁରୋ!-->…
Read More...
Read More...
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ସକାଳେ ଦକ୍ଷିଣ ପଶ୍ଚିମ ବାଂଲାଦେଶ ତତ୍ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଅଧିକ!-->…
Read More...
Read More...
ମୌସୁମୀ ବାୟୁ ସକ୍ରିୟ ପାଇଁ ପାଗ ଅନୁକୂଳ
ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଏଥିପାଇଁ ପାଣିପାଗ ଅନୁକୂଳ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳ କୁ ବିସ୍ତାରିତ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଗତକାଲି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ!-->…
Read More...
Read More...
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ: ସିଇସି
ଭୁବନେଶ୍ୱର, ୨୭/୦୫: ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଯାହାକି ପରବର୍ତୀ ସମୟରେ ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର ଏନ୍ଭାଇରନ୍ମେଂଟ ଆଣ୍ଡ!-->…
Read More...
Read More...
୨୭ତାରିଖ ବେଳକୁ ବଙ୍ଗୋପସାଗର ରେ ଲଘୁଚାପ ସୃଷ୍ଟି ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣ ର ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ, କେଉଁଝର ଜିଲ୍ଲାର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା!-->…
Read More...
Read More...
ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେଉଁଝର, ଅନୁଗୋଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ,!-->!-->!-->…
Read More...
Read More...