Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category
ପାଣିପାଗ
ତାଳଚୁଆରେ କରିପାରେ ଲ୍ୟାଣ୍ଡଫଲ
ଭୁବନେଶ୍ବର: ବାତ୍ୟାର ଗତିପଥକୁ ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେଉଛି। ଯେତେ ଯେତେ ସ୍ଥଳଭାଗ ମୁହାଁ ପାଖେଇ ଆସୁଛି ଦାନା, ସେତେ ସେତେ ଗତିପଥ ସ୍ଫଷ୍ଟ ହେଉଛି। ତେବେ ସ୍ଥଳଭାଗ ଛୁଇଁଲା ପରେ ଦାନା ସାମାନ୍ୟ ଗତିପଥ ବଦଳାଇ ପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ତେବେ!-->!-->!-->…
Read More...
Read More...
ଦାନା ପ୍ରଭାବରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ବର: ଦାନା ପ୍ରଭାବ ରେ ଆସନ୍ତା ୧୮ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଯାଜପୁର, କେଉଁଝର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଜିଲ୍ଲା ର ଅଧିକାଂଶ ଅଞ୍ଚଳ ରେ ବର୍ଷା ସହ ବିଭିନ୍ନ ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା!-->…
Read More...
Read More...
ବଙ୍ଗୋପସାଗର ରେ ସୃଷ୍ଟି ହେଲା ବାତ୍ୟା ‘ ଦାନା ‘
ଭୁବନେଶ୍ବର: ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ସୃଷ୍ଟି ହୋଇଛି ବାତ୍ୟା ' ଦାନା '। ଦାନା ବର୍ତ୍ତମାନ ଉତ୍ତର ପଶ୍ଚିମ ଦିଗ ରେ ଘଣ୍ଟା ପ୍ରତି ୧୨ କିମି ବେଗ ରେ ଅଗ୍ରସର ହେଉଛି। ପାରାଦୀପ ଠାରୁ ଦକ୍ଷିଣ ପୂର୍ବ ଦିଗରେ ୪୬୦କିମି ଦୂର ରେ ଅବସ୍ଥିତ ରହିଛି ଦାନା ।ଦାନା ଆସନ୍ତା ୧୨!-->…
Read More...
Read More...
ଆସନ୍ତାକାଲି ବଙ୍ଗୋପସାଗର ରେ ସୃଷ୍ଟି ହେବ ବାତ୍ୟା
୨୪ ରେ ଉତ୍ତର ଓଡ଼ିଶା ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନାଭୁବନେଶ୍ବର:ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଅବପାତ ସୃଷ୍ଟି ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେବା ସହ ଆଉ ଅଳ୍ପ କିଛି ଘଣ୍ଟା ମଧ୍ୟରେ ଗଭୀର ଅବପାତ ରେ ପରିଣତ ହେବ ଓ ଆସନ୍ତାକାଲି ସକାଳେ!-->…
Read More...
Read More...
ସଦୃଶ ଲଘୁଚାପ ରେ ପରିଣତ ହେଲା ଲଘୁଚାପ
୨୩ ରେ ନେବ ବାତ୍ୟା ର ରୂପ
ଭୁବନେଶ୍ବର; ଉତ୍ତର ଆଣ୍ଡମାନ ସାଗର ରେ ଥିବା ଲଘୁଚାପ କ୍ଷେତ୍ର ଆଜି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ସଦୃଶ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ଆସନ୍ତାକାଲି ସକାଳେ ଅବପାତ ରେ ପରିଣତ ହେବ ଓ ଉତ୍ତର ପଶ୍ଚିମ ଦିଗ ରେ!-->!-->!-->…
Read More...
Read More...
୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା
ଭୁବନେଶ୍ବର; ବଙ୍ଗୋପସାଗରରେ ବାତ୍ୟା ନେଇ ରବିବାର ସ୍ପଷ୍ଟ କରିଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ ସୂଚନା । ସମ୍ଭାବ୍ୟ ବାତ୍ୟା ଅକ୍ଟୋବର ୨୪ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି ।
!-->!-->!-->…
Read More...
Read More...
୨୦ ଅକ୍ଟୋବର ରୁ ଅଶାନ୍ତ ହେବ ବଙ୍ଗୋପସାଗର
ସିଷ୍ଟମ୍ ସୃଷ୍ଟି ପାଇଁ ପାଗ ଅନୁକୂଳ
୨୩-୨୫ ଉପକୂଳ ଓଡ଼ିଶା ରେ ବର୍ଷା ସମ୍ଭାବନା
ଭୁବନେଶ୍ବର: ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡମାନ ସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ଟି ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ରେ!-->!-->!-->!-->!-->!-->!-->…
Read More...
Read More...
ବିଦାୟ ନେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
ଦକ୍ଷିଣ ବଙ୍ଗୋପସାଗର ରେ ସକ୍ରିୟ ରହିଛି ସଦୃଶ ଲଘୁଚାପ କ୍ଷେତ୍ର
ଭୁବନେଶ୍ବର: ଆଜି ସମଗ୍ର ଦେଶ ରୁ ବିଦାୟ ନେଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। କ୍ରମଶଃ ଉତ୍ତର ପୂର୍ବ ମୌସୁମୀ ବାୟୁ ଦେଶ ର ଦକ୍ଷିଣ ପୂର୍ବ ଭୂଖଣ୍ଡ ରେ ପ୍ରଭାବ ବିସ୍ତାର କରିବ। ଦକ୍ଷିଣ ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ!-->!-->!-->…
Read More...
Read More...
୨୩ ତାରିଖ ବେଳକୁ ବଙ୍ଗୋପସାଗର ରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର
ଭୁବନେଶ୍ବର: ଆସନ୍ତା ୨୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଉତ୍ତର ଓଡ଼ିଶା ତତ୍ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରି ପରବର୍ତ୍ତୀ ଦୁଇ ଦିନ ରେ ଉତ୍ତର!-->…
Read More...
Read More...
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଡିପ୍ରେସନ୍, ଉତ୍ତର ଓଡ଼ିଶା ରେ ପ୍ରବଳ ବର୍ଷିବ
ଭୁବନେଶ୍ବର: ଉତ୍ତର ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଦକ୍ଷିଣ ପୂର୍ବ ବାଂଲାଦେଶ ଉପକୂଳ ରେ ଥିବା ସଦୃଶ ଲଘୁଚାପ ଟି ଘନୀଭୂତ ହୋଇ ଆଜି ସନ୍ଧ୍ୟା ରେ ଡିପ୍ରେସନ୍ ରେ ପରିଣତ ହୋଇଛି। ଏହି କ୍ଷେତ୍ର ଟି ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆଜି ରାତି ରେ ବାଂଲାଦେଶ ଉପକୂଳ କୁ!-->…
Read More...
Read More...