ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି
Browsing Category

ରାଜ୍ୟ ଖବର

ବଢୁଛି ତାତି, ସକାଳୁଆ ସ୍କୁଲ ପାଇଁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ

ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ତୀବ୍ର ହେଉଥିବା ପରିପ୍ରେକ୍ଷିତରେ ଛାତ୍ରଛାତ୍ରୀଙ୍କୁ ଆଶ୍ୱସ୍ତି ଦେବାକୁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁଯାୟୀ, ଆସନ୍ତା ଶୁକ୍ରବାରଠାରୁ ସମସ୍ତ ସ୍କୁଲ ସକାଳୁଆ ଚାଲିବ।
Read More...

ରାଜ୍ୟର ୩୦ ଜିଲ୍ଲାରେ ୧,୮୮୯ ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଉଦ୍‌ଘାଟନ

ନ୍ୟୁଜ୍ ବ୍ୟୁରୋ: ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଆଜି ଉଦ୍‌ଘାଟନ କରାଯାଇଛି। ଉପ-ମୁଖ୍ୟମନ୍ତ୍ରୀ ଏବଂ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱରରୁ ଆଭାସୀ ମାଧ୍ୟମରେ ଏହି କେନ୍ଦ୍ରଗୁଡ଼ିକୁ
Read More...

ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ

ଭୁବନେଶ୍ବର: ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଛି। ଏହି ଅବସରରେ ୭୮ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ
Read More...

ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭

ଭୁବନେଶ୍ବର: ଡିଜିଟାଲ ଭାବେ ଜନଗଣନା କରିବାକୁ ନେଇ ଦେଶରେ ଏକ ନୂତନ ପଦକ୍ଷେପ ଆରମ୍ଭ ହୋଇଛି। ଡିଜିଟାଲ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଆଜିଠୁ ଆରମ୍ଭ ହୋଇଛି, ଯେଉଁଥିରେ ଜନସାଧାରଣ ନିଜେ ନିଜର ତଥ୍ୟ ଅନଲାଇନ୍‌ରେ ଦେଇପାରିବେ। ଏହି ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି ରାଜ୍ୟର ପ୍ରଥମ
Read More...

ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର

ଭୁବନେଶ୍ବର: ଏବେ ଭିସା ସେବା ପାଇଁ ଓଡ଼ିଶାବାସୀଙ୍କୁ କୋଲକାତା, ଦିଲ୍ଲୀ କିମ୍ବା ହାଇଦ୍ରାବାଦ ଯିବାକୁ ପଡିବ ନାହିଁ। ଭୁବନେଶ୍ୱରରେ ଏହି ସୁବିଧା ଆରମ୍ଭ ହେବାରୁ ବିଦେଶ ଯିବାକୁ ଇଚ୍ଛୁକ ବ୍ୟକ୍ତି ଓ ଛାତ୍ରଛାତ୍ରୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ବରମୁଣ୍ଡା ଅଞ୍ଚଳର ବିଏସଏବିଟି
Read More...

ଗ୍ୟାସ ଅଭାବ ସତ୍ତ୍ୱେ ବନ୍ଦ ହେବନି ‘ଆହାର କେନ୍ଦ୍ର’

ଭୁବନେଶ୍ବର: ମଧ୍ୟପ୍ରାଚ୍ୟର ଯୁଦ୍ଧ ପରିସ୍ଥିତିର ପ୍ରଭାବରେ ଦେଶରେ ରନ୍ଧନ ଗ୍ୟାସ ଅଭାବ ଗଭୀର ହେଉଥିବା ସହ ଦର ବୃଦ୍ଧି ପାଇଁ ସାଧାରଣ ଲୋକଙ୍କ ରୋଷେଇ କରିବା ଦୁର୍ଲଭ ହୋଇପଡ଼ିଛି। ଏଭଳି ସମୟରେ ଗରିବ ଓ ନିରାଶ୍ରୟ ଲୋକଙ୍କ ପାଇଁ ଭରସା ହୋଇଥିବା ଆହାର ଯୋଜନା କେନ୍ଦ୍ରଗୁଡ଼ିକ ବନ୍ଦ ହେବା ନେଇ
Read More...

ନୟାଗଡ଼ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

୫ ମୃତ, ଆହତଙ୍କ ପାଇଁ ସହାୟତା ଘୋଷଣା ନୟାଗଡ଼: ଦଶପଲ୍ଲା ତହସିଲ ଅନ୍ତର୍ଗତ କୁଟିବାରି ଘାଟି ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଶନିବାର ସକାଳେ ଟାକେରା ନିକଟ ହନୁମାନଘାଟି ବୁଲାଣି ରାସ୍ତାରେ ଏକ
Read More...

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମାଝୀ

ଇନ୍ଧନ ଶୁଳ୍କରେ ୧୦ଟଙ୍କା କମିବାକୁ ସ୍ୱାଗତ ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଆବକାରୀ ଶୁଳ୍କ ୧୦ଟଙ୍କା ପ୍ରତି ଲିଟର କମିବାକୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ଏହା
Read More...

ଅନୁଗୁଳରେ ଜିନ୍ଦଲ ଷ୍ଟିଲର ବାର୍ଷିକ ଉତ୍ପାଦନ କ୍ଷମତା ୧୨ ଏମଟିପିଏକୁ ବୃଦ୍ଧି

ସମ୍ପ୍ରସାରଣ ସହିତ ଅନୁଗୁଳ ସ୍ଥିତ ଜିନ୍ଦଲ ଷ୍ଟିଲର ସମନ୍ୱିତ ଇସ୍ପାତ କାରଖାନା ଓଡ଼ିଶାର ସର୍ବବୃହତ ଏକକ ସ୍ଥାନ ଇସ୍ପାତ କାରଖାନାରେ ପରିଣତ ହୋଇଛି। ନୂଆଦିଲ୍ଲୀ/ ଅନୁଗୁଳ, ୨୪/୦୩: ଜିନ୍ଦଲ ଷ୍ଟିଲ୍ ଓଡ଼ିଶାର ଅନୁଗୁଳ ସ୍ଥିତ ଇଣ୍ଟିଗ୍ରେଟେଡ୍ ଇସ୍ପାତ କମ୍ପ୍ଲେକ୍ସରେ ତୃତୀୟ ବେସିକ୍
Read More...

ଆଉ ଖୋଲିବନି ନୂଆ ମଦ ଦୋକାନ : ଅବକାରୀ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ନୂଆ ଅବକାରୀ ନୀତି ଘୋଷଣା, ଆଉ ଖୋଲିବ ନାହିଁ ନୂଆ ମଦ ଦୋକାନ। ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୯ ପାଇଁ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରାଯାଇଛି। ଏହି ନୂଆ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର
Read More...