Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍ ୩.୦’
ଟ୍ରକ୍ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ
Browsing Category
ରାଜ୍ୟ ଖବର
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଭୁବନେଶ୍ବର: ଅବପାତ ଓ ସମ୍ଭାବ୍ୟ ଗଭୀର ଅବପାତ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ପଞ୍ଚମ ଶ୍ରେଣୀ ଉଚ୍ଚ ପ୍ରାଥମିକ ବୃତ୍ତି ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି। ସେପ୍ଟେମ୍ବର ୨୪ରେ ହେବାକୁ ଥିବା ପରୀକ୍ଷା ଏବେ ଅକ୍ଟୋବର ୩ ତାରିଖରେ ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ଦିନ!-->…
Read More...
Read More...
ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଭୁବନେଶ୍ବର: ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫାକୁ କେନ୍ଦ୍ର ସରକାର ଗୃହୀତ କରିଛନ୍ତି। ତାଙ୍କ ଇସ୍ତଫା ଗ୍ରହଣ ପାଇଁ ପୂର୍ବରୁ ରାଜ୍ୟ ସରକାର ଗୃହ ମନ୍ତ୍ରାଳୟକୁ ସୁପାରିସ କରିଥିଲେ। ବ୍ୟକ୍ତିଗତ କାରଣ ଦର୍ଶାଇ ଶ୍ରୀ ମୀନା ନିଜ ପଦରୁ ଇସ୍ତଫା ଦେଇଥିଲେ।
୨୦୧୩ ବ୍ୟାଚ୍ର!-->!-->!-->…
Read More...
Read More...
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଓଡ଼ିଶାର କୋରାପୁଟ କଫି ସ୍ଥାନ ପାଇଛି। ବିଭିନ୍ନ ଦେଶରୁ ଆସିଥିବା ପ୍ରତିନିଧିମାନଙ୍କୁ ଦିଆଯାଉଥିବା କିଟ୍ରେ କୋରାପୁଟର ‘ଟାଇଗର ବ୍ରାଇଟ୍’ ଆରାବିକା କଫି ସାମିଲ ହୋଇଛି। ଏହା ମାଧ୍ୟମରେ ଓଡ଼ିଶାର ଏହି ସ୍ଥାନୀୟ!-->…
Read More...
Read More...
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
ଭୁବନେଶ୍ୱର: ପ୍ରଶିକ୍ଷଣ ଶେଷ ପରେ ୨୦୨୪ ବ୍ୟାଚର ୯ ଜଣ ଯୁବ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
ବିଜ୍ଞପ୍ତି ଅନୁସାରେ, ଅନିମେଶ ପ୍ରଧାନଙ୍କୁ ଆଠଗଡ଼!-->!-->!-->…
Read More...
Read More...
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ଭୁବନେଶ୍ୱର: ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଚୟନ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ମାମଲାରେ ହସ୍ତକ୍ଷେପ କରିଛନ୍ତି ଜେଲ୍ ଡିଜି ସୁଶାନ୍ତ ନାଥ। ସେ ଏହି ମାମଲାରେ ହସ୍ତକ୍ଷେପକାରୀ ଭାବେ ପକ୍ଷଭୁକ୍ତ ହୋଇ ନିଜ ମତ ରଖିବାକୁ ଅନୁମତି ଲୋଡ଼ିଛନ୍ତି।!-->…
Read More...
Read More...
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
ନ୍ୟୁଜ ବ୍ୟୁରୋ: ଓଡ଼ିଶାରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପରିଚାଳନାରେ ଆସିବ ବଡ଼ ପରିବର୍ତ୍ତନ। ଦୁଇଟି ଅଲଗା ବୋର୍ଡ ବଦଳରେ ଏଣିକି ଦଶମ ଓ ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ ଗଠନ କରିବାକୁ ରାଜ୍ୟ ସରକାର ପଦକ୍ଷେପ ଆରମ୍ଭ କରିଛନ୍ତି। ଗଣଶିକ୍ଷା ସଚିବ ଏନ୍ ତିରୁମାଲା ନାୟକ ସୋମବାର ଏନେଇ!-->…
Read More...
Read More...
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ଭୁବନେଶ୍ବର: ରାଜ୍ୟର ଚାଷୀଙ୍କ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ-କିଷାନ ଯୋଜନା ଅଧୀନରେ ପଞ୍ଚମ କିସ୍ତିର ଆର୍ଥିକ ସହାୟତା ଜାରି କରିଛନ୍ତି ଓଡ଼ିଶା ସରକାର। ଏହାଦ୍ୱାରା ରାଜ୍ୟର ୪୧ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ।
ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ!-->!-->!-->…
Read More...
Read More...
ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ଭୁବନେଶ୍ବର: ଓଡ଼ିଶା ପ୍ରଶାସନିକ ସେବାର ୧୪ ଜଣ ଅଧିକାରୀଙ୍କ ପଦୋନ୍ନତି ହୋଇଛି। ସେମାନଙ୍କୁ ଭାରତୀୟ ପ୍ରଶାସନିକ ସେବାରେ ସାମିଲ କରାଯାଇ ଓଡ଼ିଶା କ୍ୟାଡରରେ ନିଯୁକ୍ତି ଦିଆଯିବ। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହି!-->…
Read More...
Read More...
ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ମିଳିଲା ISO 9001:2015 ମାନ୍ୟତା
ଭୁବନେଶ୍ବର: ଗୁଣାତ୍ମକ ବିମାନବନ୍ଦର ପରିଚାଳନା କ୍ଷେତ୍ରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (BPIA)କୁ ମିଳିଛି ଆଉ ଏକ ବଡ଼ ସ୍ୱୀକୃତି ବିମାନବନ୍ଦରରେ ଏୟାରପୋର୍ଟସ୍ ଅଥରିଟି ଅଫ୍ ଇଣ୍ଡିଆ (AAI) ପକ୍ଷରୁ ଲାଗୁ କରାଯାଉଥିବା ଗୁଣାତ୍ମକ ପରିଚାଳନା ବ୍ୟବସ୍ଥାକୁ ISO 9001:2015!-->…
Read More...
Read More...
ଶେଷ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନ ଅଳଙ୍କାର ଗଣତିମଣତି ପ୍ରକ୍ରିୟାର ୧୭ତମ ଦିନର କାର୍ଯ୍ୟ ଶେଷ ହୋଇଛି। ଆଜି ଦୀର୍ଘ ସମୟ ଧରି ରତ୍ନ ଅଳଙ୍କାରର ଗଣନା, ଚିହ୍ନଟ ଓ ଡକ୍ୟୁମେଣ୍ଟେସନ୍ କାର୍ଯ୍ୟ ଚାଲିଥିଲା। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ସକାଳ!-->…
Read More...
Read More...