ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ରାଜ୍ୟ ଖବର

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ବର: ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ସୋମବାର ଦିନ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ନିଯୁକ୍ତ ହୋଇଛନ୍ତି। ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ ପଦବୀ ପ୍ରଦାନ
Read More...

ବଢ଼ିଲା ଆୟୁର୍ବେଦିକ ଓ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌

ଭୁବନେଶ୍ବର: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍‌ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି
Read More...

ଭୁବନେଶ୍ୱର ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

ଭୁବବନେଶ୍ବର: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’। ଆନ୍ତର୍ଜାତିକ ଯାତ୍ରା ସମ୍ପର୍କିତ ସୁବିଧାକୁ ସହଜ ଓ ସୁଲଭ କରିବା ଦିଗରେ ଓଡ଼ିଶା ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ
Read More...

ଡିସେମ୍ବର ୧୪ରେ ଓଡିଶା ଆସିବେ ଭାରତର ପ୍ରଧାନ ବିଚାରପତି

ଭୁବନେଶ୍ବର: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ। ଆସନ୍ତା ରବିବାର ଅର୍ଥାତ୍ ଡିସେମ୍ବର ୧୪ ତାରିଖରେ ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ। ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ସେ ପ୍ରଥମ ଥର
Read More...

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ହିଂସା ରିପୋର୍ଟ

ଭୁବନେଶ୍ବର: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମାଲକାନଗିରି ଜିଲ୍ଲା ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ କେନକ ବର୍ଦ୍ଧନ ସିଂହଦେଓ ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ
Read More...

ବଢ଼ିଲା ବାଚସ୍ପତି, ଉପବାଚସ୍ପତି ଓ ବିଧାୟକମାନଙ୍କ ଦରମା

ଭୁବନେଶ୍ବର: ମଙ୍ଗଳବାର ବିଧାନସଭାରେ ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର ବୃଦ୍ଧିକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ରାଜ୍ୟର ବିଧାୟକ, ମନ୍ତ୍ରୀ ଓ ପୂର୍ବତନ ବିଧାୟକମାନଙ୍କର ଦରମା-ଭତ୍ତା
Read More...

ମାଲକାନଗିରିରେ ବଢିଲା କଟକଣା

୧୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ମାଲକାନଗିରି: ମାଲକାନଗିରିରେ ବଢିଲା କଟକଣା। ମଙ୍ଗଳବାର ଦିନ ଓଡ଼ିଶା ଗୃହ ବିଭାଗ ଜିଲ୍ଲାରେ ଇଣ୍ଟରନେଟ୍ ଏବଂ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ ବ୍ୟବହାର ଏବଂ ପ୍ରବେଶ ଉପରେ ପ୍ରତିବନ୍ଧକକୁ ବଢାଇ ଦେଇଛି। ଡିସେମ୍ବର ୧୦ ତାରିଖ ଦିନ ୧୨ଟା
Read More...

ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଥିଲା ଗୃହ। ଏହି ୧୧ ଦିନ ମଧ୍ୟରେ ୧୭,୪୪୦ କୋଟି ଟଙ୍କାର ସପ୍ଲିମେଣ୍ଟରୀ ବଜେଟ୍ ଏବଂ କିଛି ପ୍ରମୁଖ ବିଲ୍
Read More...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ଭୁବନେଶ୍ବର: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ ପରେ ଓଡ଼ିଶାରେ ସରକାରଙ୍କ ଚେତା ପଶିଛି। ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ସମସ୍ତ କ୍ଲବ, ପବ୍‌ରେ ଅଗ୍ନି ନିରାପତ୍ତା ଯାଞ୍ଚ କରିବାକୁ ସରକାର ନିର୍ଦେଶ ଦେଇଛନ୍ତି। ରାଜ୍ୟ ଅଗ୍ନିଶମ ଡିଜିଙ୍କ ପକ୍ଷରୁ ଅଗ୍ନିଶମ
Read More...

ରାଜଧାନୀରେ ଖୋଲିବ ଆଉ ୨ ନୂଆ ତହସିଲ

ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ଆଉ ଦୁଇଟି ତହସିଲ୍। ନୂଆ ତହସିଲ ଗୋଟିଏ ରସୁଲଗଡ଼ ଓ ଗୋଟିଏ ଖଣ୍ଡଗିରିରେ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏନେଇ ବିଜ୍ଞପ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି। ସହରରେ ଦିନକୁ ଦିନ ଜମି କିଣାବିକା ବହୁ ମାତ୍ରାରେ ହେବାରେ ଲାଗିଥିବାବେଳେ, ଲୋକଙ୍କ ସୁବିଧା ପାଇଁ
Read More...