ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ରାଜ୍ୟ ଖବର

କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି କ୍ୟାବିନେଟ ବୈଠକ। ବୈଠକରେ ୫ଟି ବିଭାଗର ୬ଟି ପ୍ରସ୍ତାବରେ ବାଜିଛି ମୋହର। ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା, ମୁଖ୍ୟମନ୍ତ୍ରୀ ବୟନ ଶିଳ୍ପ ବିକାଶ ଯୋଜନାକୁ ମିଳିଛି ମନ୍ତ୍ରୀ ମଣ୍ଡଳର ମୋହର।
Read More...

ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଯାଜପୁର: ଏବେ କୌଣସି ବିଡିଓ ଏବଂ ତହସିଲଦାର ଛୁଟି ଦରଖାସ୍ତ ଦାଖଲ ନକରି ବିନା ଅନୁମତିରେ ଅନୁପସ୍ଥିତ ରହିପାରିବେ ନାହିଁ। ଯଦି କେହି ବିନା ଅନୁମତିରେ ଛୁଟିରେ ରୁହନ୍ତି ତେବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର କଡ଼ା ନିର୍ଦ୍ଦେଶ
Read More...

ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ

ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭
Read More...

ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍‌: ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝର ଜିଲ୍ଲା ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା
Read More...

କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା

କଟକ: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ। କଟକ ମଣି ସାହୁ ଛକରେ ଆପର୍ଟମେଣ୍ଟ ତାଜା ଭୁସୁଡିବା ଘଟଣା ପରେ
Read More...

୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ

ବୌଦ୍ଧ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ବିଇଓ ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ବିଇଓ କୌଣସି ସୂଚନା ନ ଦେଇ ଅଚାନକ ସ୍କୁଲ ଗସ୍ତ
Read More...

୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ

ଭୁବନେଶ୍ୱର: ୪ ନମ୍ବର ମାଛ ମାର୍କେଟରେ ହେବ ନବକଳେବର, ଆମିଷ ବଜାରରୁ ହଟିବ ଜବରଦଖଲ। ନୂଆ ରୂପ ପାଇବ ଭୁବନେଶ୍ୱର ମହାନଗର ନିଗମ ଅଧୀନ ୪ ନମ୍ବର ମାଛ ମାର୍କେଟ। ଆଜି ସକାଳୁ ବିଏମସି କମିଶନର ଚଞ୍ଚଲ ରଣାଙ୍କ ସହ ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ। ମେୟର କହିଛନ୍ତି
Read More...

ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ଵର: ରାଜ୍ୟରେ ଗଡିବ ଆଉ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ। ନୂଆବର୍ଷ ପୂର୍ବରୁ ଗଡିବା ନେଇ ଯୋଜନା ରହିଥିବାବେଳେ, ଗାଡ଼ି ଆସି ସାରିଛି। ଏବେ ଏହାର ବ୍ରାଣ୍ଡିଂ ଚାଲିଥିବା ଜଣାପଡ଼ିଛି। ନିର୍ଦ୍ଦେଶନାମା ଅନୁସାରେ ୫ ବର୍ଷ ପୂରଣ ହୋଇଥିବା ୧୧୨ ଗାଡ଼ିର ଅବଧି ଆସନ୍ତା ୨୦୨୬ ଜାନୁଆରୀ ମଧ୍ୟରେ
Read More...

୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟର ୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆଜି ବିଧାନସଭାରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି
Read More...

ପୁଣି ସୁଭଦ୍ରାରେ ଯୋଡି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା

ଭୁବନେଶ୍ବର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସରେ ଗୃହରେ ଉଠିଛି ସୁଭଦ୍ର ପ୍ରସଙ୍ଗ। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ତଥ୍ୟ ରଖିଛନ୍ତି। ସେ କହିଛନ୍ତି, ସରଜମିନ୍ ତଦନ୍ତ ପରେ ସୁଭଦ୍ରାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା।ଗୃହରେ ତଥ୍ୟ ରଖି
Read More...