Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍
Browsing Category
ରାଜ୍ୟ ଖବର
ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବାକୁ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ
ଭୁବନେଶ୍ବର: ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ। ସବୁ ଜିଲ୍ଲାପାଳଙ୍କୁ ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ରାଜ୍ୟର କଲେଜ ଗୁଡିକରେ ଜବର ଦଖଲ ନେଇ ମନ୍ତ୍ରୀ!-->!-->!-->…
Read More...
Read More...
ରାଜଭବନରେ କଳିଙ୍ଗ ଅତିଥି ନିବାସକୁ ଉଦଘାଟନ କଲେ ରାଷ୍ଟ୍ରପତି
ଭୁବନେଶ୍ବର; ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଭୁବନେଶ୍ୱରର ରାଜଭବନ ପରିସରରେ ସେ କଳିଙ୍ଗ ଅତିଥି ନିବାସକୁ ଉଦଘାଟନ କରିଛନ୍ତି।
ଏନେଇ ଅଧିକାରୀମାନେ କହିଛନ୍ତି ଯେ ନୂଆ ଭାବରେ ନିର୍ମିତ ଏହି ସୁବିଧା ଭିଭିଆଇପି ଏବଂ!-->!-->!-->…
Read More...
Read More...
ତିନି ମାସ ନିଖୋଜ ଥିବା ଆଇନଜୀବୀଙ୍କ ମୃତଦେହ ପୋଖରୀରୁ ଉଦ୍ଧାର
ଭୁବନେଶ୍ବର: ନିଖୋଜ ଆଇନଜୀବୀଙ୍କ ମିଳିଲା ଗଳିତ ମୃତଦେହ। ତିନି ମାସ ତଳୁ ଘରୁ କୁଆଡେ ନିଖୋଜ ଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକ। ନିଖୋଜ ଯୁବକ ଜଣକ ହେଲେ ଆଇନଜୀବୀ ଗୁଲେଶ ଚନ୍ଦ୍ର ଗୋଚ୍ଛାୟତ (୪୨)। ସେପ୍ଟେମ୍ବରରୁ ଘରୁ କୁଆଡେ ପଳାଇଥିଲେ।
ଝାରପୋଖରୀଆ ଥାନା!-->!-->!-->…
Read More...
Read More...
ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ନ୍ୟୁଜ୍ ବ୍ୟୁରୋ: ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ୨୪/୨୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ଓ ପରେ ଆହୁରି ଘନୀଭୂତ ହୋଇ ୨୮ ତାରିଖ ବେଳକୁ ବାତ୍ୟାରେ ପରିଣତ ହୋଇପାରେ ବୋଲି!-->…
Read More...
Read More...
ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବାରେ ଆସିବ ପରିବର୍ତ୍ତନ। ରାଜ୍ୟରେ ରୋଗୀ ପରିବହନ ବ୍ୟବସ୍ଥା ସୁଧୁରିବ। ପୁରୁଣା ହୋଇଯାଇଥିବା ଆମ୍ବୁଲାନ୍ସକୁ ବଦଳାଇ ୪୨୮ଟି ନୂଆ ଆମ୍ବୁଲାନ୍ସ ପାଇଁ ସରକାର ଟେଣ୍ଡର କରିଥିଲେ। ଏହି କ୍ରମରେ ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ।!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା!-->…
Read More...
Read More...
ନଭେମ୍ବର ୨୫ରେ କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ମେଳା
ନଭେମ୍ବର ୨୫ରେ କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ମେଳା ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆସନ୍ତା ୨୫ ତାରିଖରେ ମେଗା ନିଯୁକ୍ତି ମେଳା କରିବେ ରାଜ୍ୟ ସରକାର। ୧୩ଟି ବିଭାଗରେ ୭ ହଜାରରୁ ଅଧିକ ଜଣଙ୍କୁ ବଣ୍ଟନ ହେବ ନିଯୁକ୍ତି ପତ୍ର। ଏନେଇ ତାଲିକା ମଧ୍ୟ ପ୍ରସ୍ତୁତ!-->!-->!-->…
Read More...
Read More...
ନୂଆପଡା ବିଧାୟକ ଭାବେ ଶପଥ ନେଲେ ଜୟ ଢ଼ୋଲକିଆ
ନୂଆପଡା: ବିଧାୟକ ଭାବେ ଶପଥ ନେଲେ ଜୟ ଢ଼ୋଲକିଆ। ଶପଥ ଗ୍ରହଣ ପୂର୍ବରୁ ଜୟ ଢ଼ୋଲକିଆ ସପରିବାର ସହ ଆସି ବିଧାନସଭାରେ ପହଞ୍ଚିଥିଲେ। ନୂଆପଡା ବିଧାୟକ ଭାବେ ବିଧାନସଭାରେ ଶପଥ ନେଲେ ଜୟ ଢୋଲକିଆ। ଶପଥ ପାଠ କରାଇଲେ ବାଚସ୍ପତି ସୁରମା ପାଢ଼ୀ। ମାଆ ଓ ପତ୍ନୀଙ୍କ ସହ ଆସି ନୂଆ ବିଧାୟକ ଭାବେ ନେଲେ!-->…
Read More...
Read More...
ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ଟାସ୍କ
ଭୁବନେଶ୍ବର: ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ଜିଲ୍ଲାପାଳ-ଏସପି ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ଜିଲ୍ଲାପାଳଙ୍କୁ କିଛି ଟାକ୍ସ!-->…
Read More...
Read More...
୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
ଭୁବନେଶ୍ବର: କମିଶନରେଟ ପୋଲିସର ସ୍ପେସିଆଲ କ୍ରାଇମ ୟୁନିଟ ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି। ତା ନିକଟରୁ ୪୦୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲା ବାଲେଶ୍ୱର ଅଞ୍ଚଳର ଶେଖ ଆକବର। ଘର ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ସହଦେଵ ଖୁଣ୍ଟା। ତାକୁ ଭୁବନେଶ୍ବର!-->…
Read More...
Read More...