ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Browsing Category

ରାଜ୍ୟ ଖବର

ରଥଯାତ୍ରାରେ ପୁରୀକୁ ଗଡ଼ିବ ୩୬୫ ସ୍ବତନ୍ତ୍ର ଟ୍ରେନ

ପୁରୀ: ଜୁନ ୨୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଭକ୍ତଙ୍କୁ ଦର୍ଶନ ଦେବାକୁ ରତ୍ନବେଦୀରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଚତୁର୍ଦ୍ଧାମୂର୍ତ୍ତି। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ମହୋତ୍ସବକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟଗୁଡ଼ିକର ତୀର୍ଥଯାତ୍ରୀ ଏବଂ ପରିଦର୍ଶକ ମାନଙ୍କ
Read More...

ରଥଯାତ୍ରାରେ ପୁରୀ ଜଗିବ ୨୭୫ AI କ୍ୟାମେରା

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୁରୀ ସହରକୁ ୨୭୫ଟି AI କ୍ୟାମେରା ଜଗିବାର ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ୍‌ ସୂଚନା ଦେଇଛନ୍ତି। ଏଥିସହିତ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ। ୧୦ ହଜାର ସୁରକ୍ଷାକର୍ମୀ ମୁତୟନ
Read More...

ସ୍କୁଲ କାର୍ଯ୍ୟକ୍ରମରେ ସାମିଲ ହେବ ଯୋଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟ ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମବେତ ଯୋଗାଭ୍ୟାସ କରିଛନ୍ତି। ଏହା ସହିତ
Read More...

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ

ଭୁବନେଶ୍ବର: ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ। ଛାତ୍ରଛାତ୍ରୀଙ୍କ ପୋଷଣକୁ ଗୁରୁତ୍ୱ ଦେଇ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ପୁଣି ଥରେ ବୃଦ୍ଧି କରାଯାଇଛି । ରାଜ୍ୟ ସରକାର ୨ ଟଙ୍କା ୯୨ ପଇସା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ମୂଲ୍ୟ ପରେ ପ୍ରାଥମିକ ଛାତ୍ରଛାତ୍ରୀଙ୍କ
Read More...

ଯାଜପୁରରେ ପୁଣି ୫ ହୋଟେଲକୁ ସିଲ୍ କଲା ପ୍ରଶାସନ

ଯାଜପୁର: ଜିଲ୍ଲାକୁ ଜିଲ୍ଲା ଡାଇରିଆ ବ୍ୟାପୁଥିବା ବେଳେ ଏବେ ଯାଜପୁରରେ ଆଉ ୫ ହୋଟେଲ ସିଲ୍। ଦର୍ପଣ ତହସିଲ ପ୍ରଶାସନ ଆଉ ୫ ହୋଟେଲ ସିଲ୍ କରିଛି। ଚଣ୍ଡିଖୋଲରେ ଗୋଟିଏ ଓ ବାଲିଚନ୍ଦ୍ରପୁର ଅଞ୍ଚଳରେ ୪ଟି ହୋଟେଲକୁ ସିଲ୍ କରିଛି ଦର୍ପଣ ତହସିଲ ପ୍ରଶାସନ। ଆସନ୍ତା ୧୪ ଦିନ ପର୍ଯ୍ୟନ୍ତ ଏହି ହୋଟେଲ
Read More...

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

ଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଆଜି ନବୀନ ଭୁବନେଶ୍ବର ବିମାନ ବନ୍ଦରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। ସେଠି କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ
Read More...

ଡାଇରିଆ ପାଇଁ ବନ୍ଦ ରହିବ ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଖୋଲିବାକୁ ଯାଉଛି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ। ହେଲେ ଯାଜପୁର ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଜିଲ୍ଲାରେ ହଇଜା ଓ ଝାଡ଼ାବାନ୍ତି ସଂକ୍ରମଣ ରୋକିବା ପାଇଁ ଯାଜପୁର ଜିଲ୍ଲାପାଳ ଏଭଳି
Read More...

ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା ଏବଂ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି । ରାଜ୍ୟ ସରକାରଙ୍କ ୧ ବର୍ଷ
Read More...

ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର: ଆଜି ବଲାଙ୍ଗୀର ସ୍ଥାନୀୟ ପଥର ଚେପା ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଯେଉଁଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୩୦ ହଜାର ଚାଷୀ ଅଂଶ ଗ୍ରହଣ କରିଥିଲେ। ତେବେ ଏଥିରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। କୃଷି ଓ
Read More...

କଟକରେ ବିଭିନ୍ନ ହୋଟେଲ୍‌ରେ ଚଢ଼ାଉ କରି ସିଲ୍‌ କଲା ସ୍ବାସ୍ଥ୍ୟ ବିଭାଗ

କଟକ: ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ
Read More...