ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Browsing Category

ରାଜ୍ୟ ଖବର

ଖୁବଶୀଘ୍ର ‘ଓଡିଶା ଯାତ୍ରୀ’ ଆପ୍ ଜରିଆରେ କରିପାରିବେ ଆମ୍ବୁଲାନ୍ସ ବୁକ୍

ଭୁବନେଶ୍ବର: ଅନଲାଇନ୍‌ରେ ବୁକ କରି ହେବ ଆମ୍ବୁଲାନ୍ସ। ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି। ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବେ ଆମ୍ବୁଲାନ୍ସ। ଅଟୋ ଟ୍ୟାକ୍ସି ପରେ ଆମ୍ବୁଲାନ୍ସ ବି ଯୋଡ଼ା ଯିବ। ଏ ନେଇ ଖୁବ୍‌ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ
Read More...

୨୦୨୭ ମାର୍ଚ୍ଚ ୧ରୁ ଜନଗଣନା

ଭୁବନେଶ୍ଵର: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା। ଏନେଇ ଆଜି କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ଦୀର୍ଘ ସମୟ ଅପେକ୍ଷା ପରେ, ଦେଶରେ ଜନଗଣନା ଆରମ୍ଭ ହେବାକୁ ଯାଉଛି। ପ୍ରତି ଦଶ ବର୍ଷରେ ଥରେ ହେଉଥିବା ଜନଗଣନା ୨୦୨୧ରେ ହେବାର ଥିଲା କିନ୍ତୁ କୋଭିଡ୍ ମହାମାରୀ
Read More...

ଅଣ ସେବାୟତଙ୍କୁ ରଥ ଉପର ମନା

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ସଂସ୍କାର ଓ କଠୋର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ଆଇନ୍
Read More...

ବଢିଲା ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଭତ୍ତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦
Read More...

ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ; ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା

ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଯାହାକି ବର୍ତ୍ତମାନ ମହାମାରୀର ରୂପ ନେଲାଣି। ବିଶେଷକରି ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ଜୀବନ ଗଲାଣି। ଗତକାଲି
Read More...

ସରକାରୀ କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ୍‌ ସହ ସାଢେ଼ ୭ଘଣ୍ଟା କାର୍ଯ୍ୟ ବାଧ୍ୟତାମୂଳକ

ଭୁବନେଶ୍ବର: ଅଫିସକୁ ଆଉ ମନଇଚ୍ଛା ଆସିପାରିବେ ନାହିଁ ସରକାରୀ କର୍ମଚାରୀ। ଏଣିକି ବାୟୋମେଟ୍ରିକ୍‌ ଉପସ୍ଥାନ ସହ ସାଢେ଼ ୭ଘଣ୍ଟା କାର୍ଯ୍ୟ କରିବାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। ଠିକ୍‌ ସମୟରେ ଅଫିସରେ ପହଞ୍ଚି ବାୟୋମେଟ୍ରିକ୍‌ ଦେବାକୁ ପଡ଼ିବ ଓ ସାଢେ଼ ସାତଘଣ୍ଟା କାର୍ଯ୍ୟ କରିବାକୁ
Read More...

ଭୁବନେଶ୍ୱରରୁ ଆବୁଧାବି ଉଡ଼ିଲା ବିମାନ

ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଭୁବନେଶ୍ବର: ଓଡ଼ିଶାରୁ ସିଧାସଳଖ ଆବୁଧାବିକୁ ଉଡିଲା ବିମାନ। ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଆବୁଧାବିକୁ ସିଧା ଉଡ଼ାଣ କରି ବିମାନ। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନବନ୍ଦରରେ ପତାକା ହଲାଇ ବିମାନ ଉଡ଼ାଣର ଶୁଭାରମ୍ଭ
Read More...

୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ
Read More...

ଗ୍ରୀଷ୍ମ ଛୁଟି ପରେ ସ୍କୁଲରେ ଲାଗୁ ହେବ କୋଭିଡ୍ ପ୍ରୋଟୋକଲ୍

ଭୁବନେଶ୍ବର: ଧୀରେ ଧୀରେ କୋଭିଡ୍ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନଜରରେ ରଖି ଛାତ୍ର ଏବଂ କର୍ମଚାରୀମାନଙ୍କୁ ସୁରକ୍ଷା ଦେବା ପାଇଁ ଗ୍ରୀଷ୍ମ ଛୁଟି ପରେ ସ୍କୁଲଗୁଡ଼ିକରେ ଓଡ଼ିଶା ସରକାର ସୁରକ୍ଷା ପ୍ରୋଟୋକଲ୍ ଲାଗୁ କରିବେ। ସ୍କୁଲଗୁଡ଼ିକ ପୁଣି ଆରମ୍ଭ ହେବା ପରେ ସମସ୍ତ
Read More...

ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ

ଭୁବନେଶ୍ବର: ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ। ଏନେଇ ଗୁରୁବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ ସୁଦ୍ଧା ୨୦ ଲକ୍ଷ ଇ-କେୱାଇସି କରିନାହାଁନ୍ତି। ପ୍ରାୟ ୯୫ ପ୍ରତିଶତ ଲୋକ ଇ-କେୱାଇସି କରି ସାରିଛନ୍ତି।
Read More...