ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ
Browsing Category

ରାଜ୍ୟ ଖବର

ସରକାର କମାଇଲେ ପିୟୁସିସି ଜରିମାନା

ଭୁବନେଶ୍ବର: ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନଥିଲେ ଏଣିକି କମ୍ ଜରିମାନା ଦେବାକୁ ପଡ଼ିବ। ପୂର୍ବରୁ ୧୦ ହଜାର ଟଙ୍କା ଜରିମାନା ଥିବାବେଳେ ଏହାକୁ ୬ ହଜାର ଟଙ୍କାକୁ ହ୍ରାସ କରାଯାଇଛି। ବୁଧବାର ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏନେଇ ସୂଚନା ଦେଇଛନ୍ତି। ନୂଆ…
Read More...

୧୫ ବରିଷ୍ଠ ଓପିଏସ୍ ଅଧିକାରୀଙ୍କୁ ପଦୋନ୍ନତି

ଭୁବନେଶ୍ବର: ରାଜ୍ୟ ପୁଲିସ ବିଭାଗର ୧୫ ଜଣ ବରିଷ୍ଠ ଓପିଏସ୍ ଅଧିକାରୀଙ୍କୁ ସରକାର ପଦୋନ୍ନତି ଦେଇଛନ୍ତି। ଗୃହ ବିଭାଗ ଅଧୀନରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟରତ ଏହି ଅଧିକାରୀମାନଙ୍କୁ ଓପିଏସ୍‌ (ଏସ୍‌ବି) ପାହ୍ୟାରୁ ଓପିଏସ୍‌ (ଏସ୍‌) ଅର୍ଥାତ୍‌ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)…
Read More...

ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌’

ଢେଙ୍କାନାଳ: ରାଜ୍ୟରେ ଆଉ ଏକ ‘ଚାଉଳ ଏଟିଏମ୍‌’ର ଶୁଭାରମ୍ଭ ହୋଇଛି। ଭୁବନେଶ୍ୱର ଓ ଝାରସୁଗୁଡ଼ା ପରେ ଢେଙ୍କାନାଳରେ ରାଜ୍ୟର ତୃତୀୟ ଚାଉଳ ଏଟିଏମ୍‌ ଖୋଲାଯାଇଛି। ଯୋଗାଣ ମନ୍ତ୍ରୀ ଏହାର ଉଦ୍‌ଘାଟନ କରିଛନ୍ତି। ନୂଆ ବ୍ୟବସ୍ଥା ମାଧ୍ୟମରେ ହିତାଧିକାରୀମାନେ ଦିନରାତି ଯେକୌଣସି ସମୟରେ ଚାଉଳ…
Read More...

‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା

ସମ୍ବଲପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍ କୀ ବାତ୍‌’ରେ ଏଥର ଓଡ଼ିଶାର ସମ୍ବଲପୁର ଜିଲ୍ଲା ଡେବ୍ରିଗଡ଼ର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ଚର୍ଚ୍ଚାକୁ ଆସିଛି। ଜଙ୍ଗଲ ଉପରେ ନିର୍ଭରଶୀଳ ଜୀବନରୁ ଇକୋ-ଟୁରିଜିମ୍‌ ଜରିଆରେ ନୂଆ ରୋଜଗାରର ବାଟ ଖୋଜିଥିବା ମୈଥିଲୀଙ୍କ ଉଦ୍ୟମକୁ…
Read More...

୧.୦୩ କୋଟି ମହିଳାଙ୍କ ଖାତାକୁ ଗଲା ୫ ହଜାର ଟଙ୍କା

ନୟାଗଡ: ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲା ଲାଠିପଡ଼ା ଟାଙ୍ଗି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିବିଟି ମାଧ୍ୟମରେ ଏହି ଅର୍ଥରାଶି ମହିଳାଙ୍କ ବ୍ୟାଙ୍କ…
Read More...

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ

ଭୁବନେଶ୍ବର: ଆଇପିଏସ୍ ଅଧିକାରୀ ଅନୁଗୁ ଶିବା ମାରୁତି ରେଡ୍ଡୀ ମଙ୍ଗଳବାର ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ପୋଲିସ୍ ଏଡିସି (ଏଡ୍-ଡି-କ୍ୟାମ୍ପ) ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକଭବନରେ ଆୟୋଜିତ ଏକ ଔପଚାରିକ ସମାରୋହରେ ରାଜ୍ୟପାଳ ତାଙ୍କୁ ନୂତନ ଦାୟିତ୍ୱ ପାଇଁ…
Read More...

ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଅକ୍ଟୋବର ୩ରେ ଏହା ଶେଷ ହେବ। ମୋଟ ୯ଟି ସରକାରୀ କାର୍ଯ୍ୟଦିବସ ଥିବା ଏହି ଅଧିବେଶନରେ ରାଜ୍ୟ ସରକାର ଏକାଧିକ ବିଲ୍‌ ଓ ସଂଶୋଧନ ବିଲ୍‌ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଅନ୍ୟପଟେ ବିରୋଧୀଙ୍କ ହାତରେ…
Read More...

୬ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କ ବଦଳି

ଗୁଇନ୍ଦା ଓ ଇଓଡବ୍ଲ୍ୟୁରେ ବଡ଼ ପରିବର୍ତ୍ତନଭୁବନେଶ୍ବର: ରାଜ୍ୟ ସରକାର ଶୁକ୍ରବାର ୬ ଜଣ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କ ବଦଳି ଓ ନୂଆ ନିଯୁକ୍ତି କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବଦଳି ଛୋଟ ଧରଣର ହୋଇଥିଲେ ମଧ୍ୟ ଗୁଇନ୍ଦା, ଅର୍ଥନୈତିକ ଅପରାଧ ଶାଖା ଓ…
Read More...

ଗାଁରେ ମିଳିବ ସହରୀ ସୁବିଧା

ଭୁବନେଶ୍ବର: ଗାଁରେ ସହର ଭଳି ସୁବିଧା ଯୋଗାଇଦେବାକୁ ପଞ୍ଚାୟତିରାଜ ବିଭାଗ ନୂଆ ରୋଡମ୍ୟାପ୍ ପ୍ରସ୍ତୁତ କରିଛି। ଏନେଇ ବିଭାଗରେ ମାନକ କାର୍ଯ୍ୟପଦ୍ଧତି ପ୍ରସ୍ତୁତ ହୋଇଥିବା ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି। ଯୋଜନା ଅନୁଯାୟୀ ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ,…
Read More...

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ

ଭୁବନେଶ୍ବର: ବନ୍ୟା ପରିଚାଳନାକୁ ସୁଦୃଢ଼ କରିବା ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ରବିବାର ୩ ଜଣ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲ୍ଲାରେ ନିୟୋଜିତ କରିଛନ୍ତି। ବନ୍ୟା ପ୍ରସ୍ତୁତି, ଉଦ୍ଧାର, ରିଲିଫ୍ ଓ ପୁନରୁଦ୍ଧାର…
Read More...