Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଓଡ଼ିଶା ହେବ ‘ବିହନ ହବ୍’: ଉପମୁଖ୍ୟମନ୍ତ୍ରୀ
ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ
ବିଭିନ୍ନ ହାଟ ପାଇଁ ଏସ୍ଓପି ଆଣିବ ବିଏମ୍ସି
କୁର୍ଣ୍ଣୁଲରେ ଜଳିଗଲା ବସ୍: ୨୦ ଯାତ୍ରୀ ଜୀବନ୍ତ ଦଗ୍ଧ
Browsing Category
ରାଜ୍ୟ ଖବର
ମିସା ଆଇନ୍ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍ସନ
ଭୁବନେଶ୍ବର:ଓଡ଼ିଶାର ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା ଆଇନ୍ରେ ବନ୍ଦୀ ହୋଇଥିବା!-->…
Read More...
Read More...
ରାଜ୍ୟର ସବୁ ଆଇପିଏସ୍ , ଜିଲାପାଳ ଓ ଆର୍ଡିସିଙ୍କ ଛୁଟି ବାତିଲ
ଭୁବନେଶ୍ବର: ଓଡ଼ିଶାର ସମସ୍ତ ଆଇପିଏସ୍ ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପୁଲିସ ମୁଖ୍ୟାଳୟ ନଛାଡିବାକୁ ନିର୍ଦ୍ଦେଶ ଜାରି ହେବା ସହ ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ-ପାକିସ୍ତାନ!-->…
Read More...
Read More...
ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ: ଗଞ୍ଜାମ ଗସ୍ତରେ ଆସି ମା' ତାରାତାରିଣୀଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମା'ଙ୍କ ନିକଟରେ ଓଡ଼ିଶାରେ ବିକାଶ ନେଇ ପ୍ରାର୍ଥନା କରିଛନ୍ତି। ଏଥି ସହ ପୀଠର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ଯାହାବି ଆନୁସଙ୍ଗିକ ବ୍ୟବସ୍ଥା ଦରାକାର ତାହା ରାଜ୍ୟ!-->…
Read More...
Read More...
ଭୁବନେଶ୍ୱରରେ ହେବ ସାଇନ୍ସ ସିଟି
ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ସାଇନ୍ସ ସିଟି। ସବୁ ଜିଲ୍ଲାରେ ହେବ ସାଇନ୍ସ ପାର୍କ। ଓଡ଼ିଶା ସରକାର ଅହମ୍ମଦାବାଦ ଭଳି ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬!-->…
Read More...
Read More...
ଆସନ୍ତାକାଲି ମକ୍ଡ୍ରିଲ୍, ଦିନ ୪ଟାରେ ବାଜିବ ଯୁଦ୍ଧ ସାଇରନ୍
ଭୁବନେଶ୍ବର: ରାଜ୍ୟରେ ମକ୍ଡ୍ରିଲ୍ ନେଇ ଗୃହ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକ ସରିବା ପରେ ଯୁଦ୍ଧ ପ୍ରସ୍ତୁତି ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଡିଜିଙ୍କ କହିବାନୁସାରେ, ବୁଧବାର!-->…
Read More...
Read More...
ପୁରୀ ବିମାନବନ୍ଦର ପାଇଁ ମିଳିଲା କେନ୍ଦ୍ର ସରକାରଙ୍କ ମଞ୍ଜୁରୀ
ନୂଆଦିଲ୍ଲୀ: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ!-->…
Read More...
Read More...
ମୃତକଙ୍କ ପରିବାରକୁ ୫ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ମୃତକଙ୍କ ପରିବାରଙ୍କ ପ୍ରତି ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ି ୩ ମୃତ୍ୟୁ ଘଟଣାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତଦନ୍ତ ନିର୍ଦେଶ ଦେଇଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୃତକଙ୍କ ପରିବାର ପ୍ରତି!-->…
Read More...
Read More...
ଆଜିଠୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ
କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ କେନ୍ଦ୍ରାପଡ଼ାର ଭିତରକନିକା ବନ୍ଦ ରହିବ। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ!-->…
Read More...
Read More...
କଟକ ବଡ ମେଡିକାଲ ଯାଏଁ ଗଡିବ ମେଟ୍ରୋ : ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଗଡିବ ମେଟ୍ରୋ। ରାଜ୍ୟରେ ମେଟ୍ରୋ ଗଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ, ଏହାକୁ ନେଇ ବଡ ଅପଡେଟ୍ ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏଣିକି କେବଳ ତ୍ରିଶୁଳିଆ ନୁହେଁ, କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ!-->…
Read More...
Read More...
ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କା ସହ ନିଯୁକ୍ତି
ଭୁବନେଶ୍ବର: କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବରଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁହିଁଙ୍କ ସ୍ୱାମୀ ପି.ସି.ଆର୍ ଭ୍ୟାନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ ହୋମଗାର୍ଡ ପଦବୀ ପାଇଁ ନିଯୁକ୍ତି ପତ୍ର ଓ!-->…
Read More...
Read More...