ପ୍ରମୁଖ ଖବର

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକ
ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଗଲା ପୋଲିସ ଟିମ୍
ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି
ଗିରଫ ହେଲେ କୋଟିପତି ଡିଏଫଓ ନିତ୍ୟାନନ୍ଦ ନାୟକ
Browsing Category

ରାଜ୍ୟ ଖବର

ସୋମବାର ଯାଏଁ ମୁଲତବି ହେଲା ବିଧାନସଭା

ଭୁବନେଶ୍ବର: ସୋମବାର ଯାଏଁ ମୁଲତବି ହେଲା ବିଧାନସଭା। ଆଜି ବାରମ୍ବାର ଗୃହ କାର୍ଯ୍ୟ ବ୍ୟାଘାତ ହେବା ପରେ ସୋମବାର ଯାଏଁ ଗୃହ କାର୍ଯ୍ୟକୁ ମୁଲତବି କରିଛନ୍ତି ବାଚସ୍ପତି। ଅଧିବେଶନ ଆରମ୍ଭରୁ ହିିଁ ଗୃହରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଧାୟକମାନେ
Read More...

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଜଷ୍ଟିସ ଟଣ୍ଡନଙ୍କୁ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ କରାଯାଇଛି। ସୂଚନା ଅନୁସାରେ, ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ
Read More...

ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟ ବହିଷ୍କାର

ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର। ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର। ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି। ଏଥିସହିତ ଆୟୋଗର ୫ ଜଣ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତ। ତାଙ୍କ ବିରୋଧରେ
Read More...

ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଚଳିତ ମାସ ଅର୍ଥାତ ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ରାଜ୍ୟ ପୁଲିସର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ଏହି ପରୀକ୍ଷା କରୁଥିବା ଓଡିଶା ପୁଲିସ ଚୟନ ବୋର୍ଡ ଗତ ୨ ତାରିଖରେ ଏହି ପରୀକ୍ଷା ପାଇଁ ଆଡମିଟ
Read More...

ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା

ଭୁବନେଶ୍ବର: ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଆଜି ୨ ଲକ୍ଷ ୩୦ ହଜାରରୁ ଅଧିକ ମହିଳାଙ୍କ ଖାତାକୁ ୫୦୦୦ ଲେଖାଏଁ ଟଙ୍କା
Read More...

ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଦଳିଲା ମୋହନଙ୍କ ଠିକଣା। ଆଉ ଗାନ୍ଧି ମାର୍ଗ ନୁହେଁ ଏବେ ସିଏମ ରହିବେ ରାଜ ଭବନ ମାର୍ଗରେ ଥିବା ସରକାରୀ ବାସଭବନରେ। ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ନୂଆ ବାସଭବନକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଏଜିରୁ ରାଜଭବନ
Read More...

ଗେରୁଆ ରଙ୍ଗ ହେବ ସରକାରୀ ସ୍କୁଲ

ଭୁବନେଶ୍ବର: ମାର୍ଚ୍ଚ ୫ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ ନକରିବା ନିଷ୍ପତ୍ତିକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଓଡ଼ିଶା ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ରଙ୍ଗ ବଦଳାଇବା ପାଇଁ ଘୋଷଣା କରିଛନ୍ତି। ବଦଳିବ ସରକାରୀ ସ୍କୁଲର ରଙ୍ଗ। ସରକାରୀ କୋଠାର ରଙ୍ଗ ନୀଳରୁ ଗେରୁଆ ହେବ। ଏନେଇ
Read More...

ନାଁ ବଦଳାଇ ପାରନ୍ତି, ଭଲ ପାଇବା ନୁହେଁ’ : ନବୀନ ପଟ୍ଟନାୟକ

ଭୁବନେଶ୍ବର: ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ଭୁବନେଶ୍ବର ଫରେଷ୍ଟ ପାର୍କରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ। ପିତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳୀ
Read More...

ଭୁବନେଶ୍ଵର ଡିସିପି ଭାବେ ଦାୟିତ୍ଵ ନେଲେ ଜଗମୋହନ ମୀନା

ଭୁବନେଶ୍ବର: ଆଇପିଏସ୍ ଜଗମୋହନ ମୀନା ବୁଧବାର ବିଧିବଦ୍ଧ ଭାବେ ଭୁବନେଶ୍ବରର ନୂଆ ଡିସିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ପୁଲିସ କମିଶନର ସୁରେଶ ସିଂହ ଦେବଦତ୍ତଙ୍କ ଉପସ୍ଥିତିରେ ପିନାକ ମିଶ୍ରଙ୍କଠାରୁ ସେ ଦାୟିତ୍ବ ନେଇଛନ୍ତି। ରାଜଧାନୀର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ
Read More...

ବିଧାନସଭାରେ ପାଳିତ ହେଲା ବିଜୁ ଜୟନ୍ତୀ

ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ପାଳିତ ହୋଇଛି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା
Read More...