Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ନିଟ୍ ପରୀକ୍ଷାରେ ବଡ଼ ପରିବର୍ତ୍ତନ : ଆସନ୍ତା ବର୍ଷରୁ ଅନଲାଇନ୍ରେ ହେବ ପରୀକ୍ଷା
ଓଡ଼ିଶାରେ ବ୍ଲୁ ଇକୋନୋମି ପାଇଁ ସମନ୍ୱିତ ରୋଡମ୍ୟାପ୍ ପ୍ରସ୍ତୁତି
ରାଜ୍ୟରେ ଇନ୍ଧନ ସଙ୍କଟ : ପେଟ୍ରୋଲ ପମ୍ପରେ ରାତିଠୁ ଲମ୍ବା ଧାଡି
ଏଲପିଜି ପାଇଁ ବଡ ନିଷ୍ପତ୍ତି: ଭାରତ ସହ ୫ ବିଲିୟନ ଡଲାର ନିବେଶ ସହ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ୱାକ୍ଷର କଲା ୟୁଏଇ
ରାଜ୍ୟ କର୍ମଚାରୀଙ୍କୁ ଖୁସିଖବର : ମହଙ୍ଗା ଭତ୍ତା ୨% ବୃଦ୍ଧି, ୬୦%କୁ ପହଞ୍ଚିଲା ଡିଏ
Browsing Category
ରାଜ୍ୟ ଖବର
ମହାପ୍ରଭୁଙ୍କ ଦର୍ଶନ କଲେ ପ୍ରତୀକ ସିଂ
ପୁରୀ: ପୁରୀ ଏସପି ଭାବରେ ଦାୟିତ୍ଵ ପାଇବାପରେ ମହାପ୍ରଭୁଙ୍କ ଦର୍ଶନର ସାନ୍ନିଧ୍ୟ ନେଲେ ଏସପି ପ୍ରତୀକ ସିଂ। ଲକ୍ଷ୍ମୀ ମନ୍ଦିରରେ ଭକ୍ତଙ୍କୁ ପିଠା ବାଣ୍ଟିଲେ ନୂଆ ଏସପି । ମହାପ୍ରଭୁଙ୍କ ଦର୍ଶନ ପରେ ଦାୟିତ୍ଵ ତୁଲାଇବାକୁ ଯାଉଥିବାରୁ ଧନ୍ୟ ହୋଇଛି ବୋଲି କହିଛନ୍ତି ପୁରୀର ନୂଆ ଏସପି ପ୍ରତୀକ!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ବର: ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବୈଠକ ପରେ ଏହି ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ କ୍ୟାବିନେଟ ବୈଠକରେ ମୋଟ ୩ଟି ବିଭାଗର ୪ଟି ପ୍ରସ୍ତାବକୁ!-->…
Read More...
Read More...
ଖୁବ୍ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ଭୁବନେଶ୍ୱର: ଖୁବ୍ଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି।
ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭୁବନେଶ୍ୱର ବିମାନବନ୍ଦରରେ ତୃତୀୟ ଟର୍ମିନାଲ ହେବ।!-->!-->!-->…
Read More...
Read More...
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍ : ମନ୍ତ୍ରୀ
ଭୁବନେଶ୍ବର: ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍। ପୁରୀ-କୋଣାର୍କ, ପୁରୀ-ସାତପଡ଼ା ଏବଂ ପିପିଲି-କୋଣାର୍କ ରାଜପଥ ୪ ଲେନ୍ ବିଶିଷ୍ଟ କରାଯିବ। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।!-->…
Read More...
Read More...
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ସମ୍ବଲପୁର: ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ!-->…
Read More...
Read More...
ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ନ୍ୟୁଜ୍ ବ୍ୟୁରୋ: ଓଡ଼ିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସରକାର ଜମି ଓ ବର୍ଜ୍ୟ ଯୋଗାଇବେ, କମ୍ପାନୀ ତା’ର ପ୍ଲାଣ୍ଟ ତିଆରି କରିବ। ଟ୍ବିନ୍ ସିଟିରେ ପ୍ରାଥମିକ ସ୍ତରରେ ଏହି ପ୍ଲାଣ୍ଟ!-->…
Read More...
Read More...
ଡିସେମ୍ବର ସୁଦ୍ଧା ପୂରଣ ହେବ ଅଗ୍ନିଶମ ବିଭାଗରେ ଖାଲିଥିବା ୩୦୦ ପଦବୀ
ଭୁବନେଶ୍ବର: ଆଜି ଭୁବନେଶ୍ବର ବରମୁଣ୍ଡା ଅଗ୍ନିଶମ ପ୍ରଶିକ୍ଷଣ କେନ୍ଦ୍ରରେ ଆୟୋଜିତ ୬୧ ତମ ଅଗ୍ନିଯୋଦ୍ଧା ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସେମାନଙ୍କ ମନୋବଳ ବଢାଇବା ସହ କାମକୁ ସମ୍ମାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପଦରେ ପଡ଼ିଥିବା!-->…
Read More...
Read More...
ପାତ୍ରପଡ଼ା ହିଟ୍ ଆଣ୍ଡ ରନ୍ ମାମଲା ଦିଲ୍ଲୀରୁ ଗିରଫ ହେଲେ ଦୁଇ ଅଭିଯୁକ୍ତ
ନ୍ୟୁଜ୍ ବ୍ୟୁରୋ: ବହୁଚର୍ଚ୍ଚିତ ପାତ୍ରପଡ଼ା ହିଟ୍ ଆଣ୍ଡ ରନ୍ ମାମଲାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଖଣ୍ଡଗିରି ଥାନା ପୋଲିସ। ଗିରଫ ଅଭିଯୁକ୍ତମାନେ ହେଲେ ସୋହମ ରାଜ ତ୍ରିପାଠୀ ଓ ରୋହନ ରଞ୍ଜନ ରାଉତ। ଦିଲ୍ଲୀରୁ ଗିରଫ ହେଲେ ଉଭୟ ଯୁବକ। ଏହି ଦୁର୍ଘଟଣା ପରେ ମା’ ଓ ଝିଅଙ୍କୁ!-->…
Read More...
Read More...
ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ
ପୁରୀ: ଶ୍ରୀମନ୍ଦିର ପରିସରରେ ଖୋଲିବ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଜନା ହୋଇଛି। ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି। ବିଶେଷ କରି ସ୍ତନ୍ୟପାନ ଉପରେ!-->…
Read More...
Read More...
ପିଏମଜିଏସ୍ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏନେଇ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ!-->…
Read More...
Read More...