Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପୁରୀ ହୋଟେଲ୍ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ
Browsing Category
ରାଜ୍ୟ ଖବର
ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ, ତୁଠ ଜଗିବ ସ୍ୱତନ୍ତ୍ର ଟିମ୍
ଭୁବନେଶ୍ବର: ହୋଲି ଅଘଟଣ ରୋକିବା ପାଇଁ ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହୋଲି ପାଇଁ ସଜାଗ ରହିଛି ଅଗ୍ନିଶମ ବିଭାଗ। ହୋଲି ଦିନ ଯେପରି କୌଣସି ଅଘଟଣ ନଘଟେ ସେନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟିମ। ଏଥିପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ!-->…
Read More...
Read More...
ଦୁଇ ବର୍ଷରେ ସାପ କାମୁଡ଼ାରେ ଯାଇଛି ୧୮୫୯ ଜୀବନ
ଭୁବନେଶ୍ବର: ଗତ ଦୁଇ ବର୍ଷ ମଧ୍ୟରେ ସମଗ୍ର ଓଡ଼ିଶାରେ ସାପ କାମୁଡାରେ ମୋଟ ୧୮୫୯ ଜଣଙ୍କର ମୃତ୍ୟୁ ଘଟିଛି। ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷରେ ସାପ କାମୁଡାରେ ୧୧୫୦!-->…
Read More...
Read More...
ପୂର୍ବ ଭଳି ରାସନ କାର୍ଡରେ ମିଳିବ ଗହମ
ଭୁବନେଶ୍ବର: ପୂର୍ବ ଭଳି ରାସନ କାର୍ଡରେ ମିଳିବ ଗହମ। ଏନେଇ ଆଜି ବିଧାନସଭାରେ ପଟାଙ୍ଗୀର କଂଗ୍ରେସ ବିଧାୟକ ରାମ ଚନ୍ଦ୍ର କାଡାମଙ୍କ ଏକ ପ୍ରଶ୍ନ ରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯୋଗାଣ ମନ୍ତ୍ରୀ କହିଛନ୍ତି ଯେ,!-->…
Read More...
Read More...
ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି: ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଆହୁରି ଅଣ୍ଡାର ଆବଶ୍ୟକତା ଅଛି। ରାଜ୍ୟରେ ପ୍ରତିଦିନ କୋଟିଏ ୧୦ ହଜାର ଅଣ୍ଡା ଉତ୍ପାଦନ ହେଉଛି। ହେଲେ ଦୈନିକ ଆହୁରି ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି ବୋଲି ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏହି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ!-->…
Read More...
Read More...
ବିଧାନସଭାରେ ହଟିଲା ମୋବାଇଲ କଟକଣା
ଭୁବନେଶ୍ବର: ବିଧାନସଭାରେ ସାମ୍ବାଦିକଙ୍କ ଉପରେ ଲାଗିଥିବା ମୋବାଇଲ କଟକଣା ଇତିମଧ୍ୟରେ ହଟାଇ ଦିଆଯାଇଛି। ସାମ୍ବାଦିକମାନେ ଆନ୍ଦୋଳନ କରିବା ପରେ ସରକାର ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ମୋବାଇଲ କଟକଣା ହଟିଥିବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି। କଟକଣା!-->…
Read More...
Read More...
୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି
ନୟାଗଡ଼: ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ!-->…
Read More...
Read More...
୮ ମାସରେ ‘ମୋ ବସ’ ଘଟାଇଛି ୧୯ ଦୁର୍ଘଟଣା, ନେଇଛି ୬ ଜୀବନ
ଭୁବନେଶ୍ବର: ଗତ ୮ ମାସ ଭିତରେ ମୋ ବସ୍ ୧୯ଟି ଦୁର୍ଘଟଣା ଘଟାଇଛି ଏବଂ ମୋ ବସ୍ ଧକ୍କାରେ ୬ଜଣଙ୍କ ଜୀବନ ଯାଇଛି। ୮ ମାସରେ କଟକ, ପୁରୀ ଓ ଭୁବନେଶ୍ୱରରେ ମୋ ବସ୍ ଧକ୍କାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ପଚାରିଥିବା ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର!-->…
Read More...
Read More...
୭ ଦିନ ପାଇଁ ସସପେଣ୍ଡ ତାରା ବାହିନୀପତି
ଭୁବନେଶ୍ବର: ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି।!-->…
Read More...
Read More...
ବର୍ତ୍ତମାନ ରାଜ୍ୟରେ ମୋଟ ୮୫୫ ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ଅଛି: ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ବର: ଆଜି ବିଧାନସଭାରେ ବିଧାୟକ ମାନସ କୁମାର ଦତ୍ତ ପ୍ରଶ୍ନ କରିଥିଲେ ଯେ, ଓଡିଶାରେ ୧୦୮ ଆମ୍ବୁଲାନ୍ସ ସେବା ଉପଲବ୍ଧ କରାଇବା କେତେଗୋଟି ଆମ୍ବୁଲାନ୍ସ ବର୍ତ୍ତମାନ କାର୍ଯ୍ୟକ୍ଷମ ଅଛି; କେତେଗୋଟି ନୂଆ ଆମ୍ବୁଲାନ୍ସ ଆଣିବାର ଯୋଜନା ରହିଛି ? ଯାହାର ଉତ୍ତର ଦେଇ ସ୍ୱାସ୍ଥ୍ୟ ଓ ପରିବାର!-->…
Read More...
Read More...
ଗୃହରେ ହାତାହାତି ହେଲେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି
ଭୁବନେଶ୍ବର: ଆଜି ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ହାତାହାତି ହୋଇଗଲେ ଦୁଇ ବିଧାୟକ ଜୟନାରାୟଣ ଓ ତାରା ବାହିନୀପତି। ପ୍ରଥମେ ଜୟନାରାୟଣ ମୋ କଲର୍ ଧରିଲେ ବୋଲି ତାରା କହିଛନ୍ତି। ଶେଷରେ ଗୃହକୁ ମୁତଲବତୀ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ। ଆଜି ବିଧାନସଭା କାର୍ଯ୍ୟ ଆରମ୍ଭ ହେବା!-->…
Read More...
Read More...