Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ତାମିଲନାଡୁ କ୍ୟାବିନେଟରେ ବିଭାଗ ବଣ୍ଟନ କଲେ ସିଏମ୍ ବିଜୟ
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ପୁଣେର ଶିକ୍ଷୟିତ୍ରୀ ଗିରଫ
ମେ’ ୨୨ରେ ମୋଦିଙ୍କୁ ଭେଟିବେ ତାମିଳନାଡୁ ମୁଖ୍ୟମନ୍ତ୍ରୀ ବିଜୟ
ତରଭୁଜ ଖାଇ ପରିବାରର ୫ ଅସୁସ୍ଥ, ଚିକିତ୍ସାଧୀନ ଅବସ୍ଥାରେ ନାବାଳକଙ୍କ ମୃତ୍ୟୁ
ନାବାଳିକା ନିର୍ଯାତନା ମାମଲାରେ ଗିରଫ ହେବେ ବିଜେପି ମନ୍ତ୍ରୀ ସଞ୍ଜୟ ଙ୍କପୁଅ
ରାଜ୍ୟରେ ନାହିଁ ତୈଳ ସଙ୍କଟ : ଆଇଓସିଏଲ୍
ଓସିଏସ୍ ପ୍ରାରମ୍ଭିକ ପରୀକ୍ଷା ଜୁନ୍ ୭ରେ ହେବ
Browsing Category
ରାଜ୍ୟ ଖବର
ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ
ପୁରୀ: ଶ୍ରୀମନ୍ଦିର ପରିସରରେ ଖୋଲିବ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଜନା ହୋଇଛି। ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି। ବିଶେଷ କରି ସ୍ତନ୍ୟପାନ ଉପରେ!-->…
Read More...
Read More...
ପିଏମଜିଏସ୍ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏନେଇ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ!-->…
Read More...
Read More...
ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଆଇନ ମନ୍ତ୍ରୀ
ପୁରୀ: ପୁରୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ। କାର୍ତ୍ତିକରେ ଲକ୍ଷାଧିକ ଭକ୍ତ ପୁରୀ ଆସିବେ ବୋଲି ଧାଡ଼ି ଦର୍ଶନ ବ୍ୟବସ୍ଥା ହେବା ନେଇ ଦାବି ହୋଇଆସୁଥିଲା। ପାଖାପାଖି ଏକ ବର୍ଷ ହେବ ଧାଡ଼ି ଦର୍ଶନ ନେଇ ଯୋଜନା ହେଉଥିବେବେଳେ, ଏନେଇ ଆଜି ସୂଚନା ଦେଲେ!-->…
Read More...
Read More...
କେନ୍ଦୁଝରରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା
କେନ୍ଦୁଝର: ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା। କେନ୍ଦୁଝରର ଲୁହାପଥର ବିଦେଶକୁ!-->…
Read More...
Read More...
ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର
ଭୁବନେଶ୍ୱର: ରାଜ୍ୟ ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି। ୧୮ ଜଣ ବରିଷ୍ଠ ଆଇପିଏସଙ୍କୁ ବଦଳି କରିଛନ୍ତି ସରକାର। ପିନାକ ମିଶ୍ର ପୋଲିସ ଇଷ୍ଟର୍ଣ୍ଣ ରେଞ୍ଜ ଡିଆଇଜି ନିଯୁକ୍ତ ହୋଇଥିବା ବେଳେ ସ୍ମିତ ପରମାରଙ୍କୁ କ୍ରାଇମବ୍ରାଞ୍ଚ ଏସପି ଦାୟିତ୍ବ ଦିଆଯାଇଛି। ସନ୍ତୋଷ ବାଲାଙ୍କୁ SFSL ନିର୍ଦ୍ଦେଶକ!-->…
Read More...
Read More...
୪,୫୧୫ କୋଟିର ୧୮ ଶିଳ୍ପ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ବର: ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଅନୁଷ୍ଠିତ ୧୩୯ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ଓଡ଼ିଶା ସରକାର ୪,୫୧୫ କୋଟି ଟଙ୍କାର ୧୮ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି।
ଆଇଟି, ଉତ୍ପାଦନ, ପାନୀୟ, ପର୍ଯ୍ୟଟନ,!-->!-->!-->…
Read More...
Read More...
ବାଲ୍ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ଚାଉଳ ସହ ଟଙ୍କା
ଭୁବନେଶ୍ବର: ରାଜ୍ୟର ସମସ୍ତ ଶିଶୁ(ବାଲ୍)ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧ଦିନର ଚାଉଳ ସହ ରନ୍ଧନ ବାବଦ ଟଙ୍କା ପ୍ରଦାନ କରାଯିବ। ପ୍ରଧାନ ଶିକ୍ଷକମାନେ ତୁରନ୍ତ ପିଲାଙ୍କୁ ଏହା ବଣ୍ଟନ କରି ସରକାରଙ୍କୁ ଜଣାଇବେ। ଏଥିପ୍ରତି ଜିଲା ଶିକ୍ଷା ଅଧିକାରୀ ଏବଂ ଜିଲାପାଳ!-->…
Read More...
Read More...
ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ
ଭୁବନେଶ୍ବର: ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମିଳିବ ମାଗଣା ୟୁନିଫର୍ମ । ଏହା ସହିତ ଛାତ୍ରଛାତ୍ରୀମାନଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବାକୁ ମଧ୍ୟ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି।
ସୂଚନା ଅନୁଯାୟୀ, ୩,୧୦,୮୩୯ ଜଣ ନାମ ଲେଖାଇଥିବା ପିଲାଙ୍କୁ!-->!-->!-->…
Read More...
Read More...
ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ
ସମ୍ବଲପୁର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨!-->…
Read More...
Read More...
ଶିଶୁ ଓ ମହିଳାମାନଙ୍କୁ ଦିଆଯାଉଥିବା ଖାଦ୍ୟରେ ଉନ୍ନତି ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି, ଛତୁଆ!-->…
Read More...
Read More...