Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ତାମିଲନାଡୁ କ୍ୟାବିନେଟରେ ବିଭାଗ ବଣ୍ଟନ କଲେ ସିଏମ୍ ବିଜୟ
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ପୁଣେର ଶିକ୍ଷୟିତ୍ରୀ ଗିରଫ
ମେ’ ୨୨ରେ ମୋଦିଙ୍କୁ ଭେଟିବେ ତାମିଳନାଡୁ ମୁଖ୍ୟମନ୍ତ୍ରୀ ବିଜୟ
ତରଭୁଜ ଖାଇ ପରିବାରର ୫ ଅସୁସ୍ଥ, ଚିକିତ୍ସାଧୀନ ଅବସ୍ଥାରେ ନାବାଳକଙ୍କ ମୃତ୍ୟୁ
ନାବାଳିକା ନିର୍ଯାତନା ମାମଲାରେ ଗିରଫ ହେବେ ବିଜେପି ମନ୍ତ୍ରୀ ସଞ୍ଜୟ ଙ୍କପୁଅ
ରାଜ୍ୟରେ ନାହିଁ ତୈଳ ସଙ୍କଟ : ଆଇଓସିଏଲ୍
ଓସିଏସ୍ ପ୍ରାରମ୍ଭିକ ପରୀକ୍ଷା ଜୁନ୍ ୭ରେ ହେବ
Browsing Category
ରାଜ୍ୟ ଖବର
ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ
ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଢେଙ୍କାନାଳ: ଢେଙ୍କାନାଳ ଜିଲା ଭୁବନ ଏନଏସି ୨ ନମ୍ବର ଓାର୍ଡର ଅଜୟ କୁମାର ବେହେରାଙ୍କ ପତ୍ନୀ ପ୍ରେମଲତା ନାଏକ (୩୬) ସୋମବାର ରାତିରେ ନିଜ ଦେହରେ କିରୋସିନି ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ସେ କଟକ ବଡ଼!-->!-->!-->…
Read More...
Read More...
ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ଗିରଫ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ ଗିରଫ କରାଯାଇଛି। ପ୍ରମୋଦ କେନ୍ଦ୍ରାପଡ଼ା ଜିଲ୍ଲାର ବିଲିକାନା ପଞ୍ଚାୟତ ଅନ୍ତର୍ଗତ ତେରୋଇ ଗାଁର ବାସିନ୍ଦା। ପୋଲିସ ପ୍ରମୋଦଙ୍କ ମୋବାଇଲରୁ ପାଖାପାଖି ୫୦ଟି!-->…
Read More...
Read More...
ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ଜୟପୁର: ଜୟପୁରରେ ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ (SODC) ହେବାକୁ ଯାଉଛି। ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ବରେ ଏନେଇ ଟାସ୍କ ଫୋର୍ସ ଗଠନ ହୋଇଛି। ପୂର୍ବ ସରକାର ଦକ୍ଷିଣ ଓଡ଼ିଶା ବିକାଶକୁ ଗୁରୁତ୍ବ ଦେଉନଥିଲେ।!-->…
Read More...
Read More...
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଜୟପୁର: ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ୩ୟ କିସ୍ତି ଟଙ୍କା। ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧ କୋଟିରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ବ୍ୟାଙ୍କ ଖାତାକୁ ଗଲା!-->…
Read More...
Read More...
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
କୋରାପୁଟ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଆଜି କୋରାପୁଟର ଜୟପୁର ଠାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ ପବିତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନିକୁନି!-->…
Read More...
Read More...
ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ହେବେ ୨୨୮୯୬ କର୍ମଚାରୀ
ଭୁବନେଶ୍ବର: ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ। ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି।
ଖାଲି!-->!-->!-->…
Read More...
Read More...
ଜନତା ମୈଦାନରେ ‘ଏକ୍ତା’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ
ଭୁବନେଶ୍ଵର: ଆଜି ଜାତୀୟ ହସ୍ତତନ୍ତ ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ଵରରେ ପହଞ୍ଚିଛନ୍ତି ମାଧୁରୀ ଦୀକ୍ଷିତ। ହସ୍ତତନ୍ତ ଦିବସରେ ଓଡ଼ିଶାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଗୁରୁବାର ଭୁବନେଶ୍ୱରସ୍ଥିତ ଜନତା ମୈଦାନରେ ଏକ୍ତା’ର ଶୁଭାରମ୍ଭ କଲେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ।!-->…
Read More...
Read More...
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
ଭୁବନେଶ୍ଵର: ଓଡ଼ିଶା ସରକାର ସମସ୍ତ ବିଭାଗକୁ ଅଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କ ବିବରଣୀ ପ୍ରଦାନ କରିବାକୁ କହିଛନ୍ତି। ଅଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ ମଧ୍ୟ ଚେତାବନୀ ଦିଆଯାଇଛି। ଯେଉଁ ଅଧିକାରୀମାନେ ପ୍ରଭାବଶାଳୀ ଭାବରେ କର୍ତ୍ତବ୍ୟ ସମ୍ପାଦନ!-->…
Read More...
Read More...
ଆମିଷ ଖାଉନଥିବା ଛାତ୍ରଛାତ୍ରୀଙ୍କୁ ଅଣ୍ଡା ବଦଳରେ ମିଳିବ ଫଳ
ଭୁବନେଶ୍ବର: ଏଣିକି ଯେଉଁ ଛାତ୍ରଛାତ୍ରୀ ଆମିଷ ଖାଉନଥିବେ ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର ।ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ମିଡ୍ ଡେ ମିଲରେ ମିଳିବ ଫଳ। ପିଏମ୍ ପୋଷଣ ସ୍କିମ୍ରେ ସ୍କୁଲ୍ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ। ଏ!-->…
Read More...
Read More...
ପ୍ରତି ଜିଲାରେ ଖୋଲିବ ମଡେଲ ମଣ୍ଡି : ସମବାୟ ମନ୍ତ୍ରୀ
ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ବର୍ଷ ସୁଦ୍ଧା ସମସ୍ତ ଜିଲାରେ ୩୮ଟି ମଡେଲ ମଣ୍ଡି ହେବ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ଆବଶ୍ୟକତାକୁ ଦେଖି ବଡ଼ ଜିଲାରେ ୨ଟି ଲେଖାଏ ମଣ୍ଡି ହେବ। ମଡେଲ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ, ବିଶ୍ରାମାଗାର,!-->!-->!-->…
Read More...
Read More...