ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category

ରାଜ୍ୟ ଖବର

ଉତ୍କଳ ଦିବସରୁ ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ

ଭୁବନେଶ୍ବର: ବିମାନ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ଓଡ଼ିଶା ରାଜଧାନୀ ଏବଂ ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା ୧ ଏପ୍ରିଲରୁ ଆରମ୍ଭ ହେବ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହା ପ୍ରକାଶ କରାଯାଇଛି।ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ
Read More...

ଖୋଲିବ କି ନବ ଦାସଙ୍କ ହତ୍ୟା ରହସ୍ୟ ?

ବ୍ରଜରାଜନଗର: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ ଜାରି ରଖିଛି। ଆଜି ବ୍ରଜରାଜନଗର ଗାନ୍ଧୀ ଛକକୁ ଯାଇ ଖୋଳତାଡ କରୁଛି ତଦନ୍ତକାରୀ ଟିମ୍। ମଙ୍ଗଳବାର ଝାରସୁଗୁଡ଼ା ସରବାହାଲ ବାସଭବନରେ ନବଙ୍କ ପତ୍ନୀ ମୀନତି, ଝିଅ ଦୀପାଳି ଏବଂ ପୁଅ ବିଶାଲ ଦାସଙ୍କୁ ତଦନ୍ତକାରୀ ଦଳ ପଚରାଉଚରା
Read More...

୪୬୦ ସ୍କୁଲ ବସ୍‌ର ନାହିଁ ଫିଟ୍‌ନେସ୍‌: ପରିବହନ ମନ୍ତ୍ରୀ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ବିପଦ ସଂକୁଳ ଅବସ୍ଥାରେ ଗଡୁଛି ସ୍କୁଲ ବସ୍। ସ୍କୁଲ ବସ୍‌ ଗୁଡିକ ବିନା ଫିଟନେସ୍ ଛାତ୍ରଛାତ୍ରୀ ମାନଙ୍କୁ ନେବା ଆଣିବା କରୁଛି। ଭୁବନେଶ୍ୱରରେ ୪ଶହ ୬୦ଟି ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ। ବିନା ଫିଟନେସ୍‌ରେ ପିଲାଙ୍କୁ ନେବା ଆଣିବା କରୁଛି ସ୍କୁଲ
Read More...

ରାଜ୍ୟରେ ଅଘୋଷିତ ବିଦ୍ୟୁତ୍ କାଟ୍‌ କରାଯିବ ନାହିଁ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍‌ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍‌କୁ ନେଇ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରାଜସ୍ବ ଓ
Read More...

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ବର: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୨ ତାରିଖରୁ ରାଜ୍ୟରେ ସମସ୍ତ ସ୍କୁଲ ସକାଳୁଆ ହେବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା
Read More...

ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ଆଗ୍ରହ ବୃଦ୍ଧି ପାଉଛି। ମାଗଣା ବିଜୁଳିକୁ ନେଇ ବଡ଼ ଅପଡେଟ୍‌। ଯୋଜନାକୁ ନେଇ ବିଧାନସଭାରେ ବଡ଼ ସୂଚନା ଦେଲେ ରାଜ୍ୟ ସରକାର। ସରକାର ଗୃହରେ କହିଛନ୍ତି, ପିଏମ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟରେ ଆଗ୍ରହ ବଢୁଛି। ବର୍ତ୍ତମାନ ସୁଦ୍ଧା
Read More...

ପାରାଦୀପ ଶିଳ୍ପାଞ୍ଚଳ ସର୍ବାଧିକ ପ୍ରଦୂଷିତ: ମନ୍ତ୍ରୀ

ରାଜ୍ୟରେ ପାରାଦୀପ ଶିଳ୍ପାଞ୍ଚଳ ସବୁଠୁ ଅଧିକ ପ୍ରଦୂଷିତ ଭାବରେ ଉଭା ହୋଇଛି। ୬୦.୬୧ ସିଇପିଆଇ ସ୍କୋର୍‌ ସହ ଅତ୍ୟଧିକ ସହ ପାରାଦୀପ ପ୍ରଦୂଷିତ ଅଞ୍ଚଳ ଭାବେ ଟିହ୍ନଟ ହୋଇଛି। ଏନେଇ ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ
Read More...

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛୋଟ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟ ସରକାର ଡିଟିଇଟି ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ଓଡ଼ିଶା ସିନେ ଉନ୍ନୟନ ନଗମର ଏମଡି ଭାବେ ତାଙ୍କୁ ଅତିରିକ୍ତ
Read More...

ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଖରିଫ ଧାନ କିଣା ସମ୍ପର୍କରେ ରବିବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ଖରିଫ ଧାନ କିଣା ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଡେଡ୍‌ ଲାଇନ୍‌ ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ମାର୍ଚ୍ଚ ୩୧ ପରେ ଆଉ ଧାନ କିଣା ହେବ ନାହିଁ।ମାର୍ଚ୍ଚ ୩୧
Read More...

ମୋ ବସ୍ ଆଗରେ ଓ ପଛରେ ଲାଗିବ କ୍ୟାମେରା: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ରାଜଧାନୀରେ ମୋ ବସ୍ ଦୁର୍ଘଟଣା ରୋକିବାକୁ ବଡ ପଦକ୍ଷେପ ନେଲେ ସରକାର। ଏବେ ବସ୍‌ ର ଆଗରେ ଓ ପଛରେ ଲଗାଯିବ କ୍ୟାମେରା। ଦୁର୍ଘଟଣା ବେଳେ କ୍ୟାମେରାର ଫିଡ୍ କୁ ଯାଞ୍ଚ କରାଯିବ ଯାହାର ଭୁଲ ଥିବ ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.
Read More...