ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’
Browsing Category

ରାଜ୍ୟ ଖବର

ଗଣେଶ ଭଷାଣି ବେଳେ ହାତାହାତି

ଜଣେ ମୃତ, ୧୦ ଆହତ ନୟାଗଡ଼: ଗଣେଣ ମୂର୍ତ୍ତି ଭସାଣିକୁ ନେଇ ନୟାଗଡ଼ରେ ଅଭାବନୀୟ ଘଟଣା ଘଟିଛି। ଗଣେଣ ମୂର୍ତ୍ତି ଭସାଣି ବେଳେ ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତର କରଡ଼ାପଲ୍ଲୀ ଏବଂ ପାଥପୁର ଗ୍ରାମରେ ଦୁଇ ଗ୍ରାମର ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ
Read More...

୭ ନୂଆ ମ୍ୟୁନିସିପାଲିଟି ଓ ୧୬ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ୭ ନୂଆ ମ୍ୟୁନିସିପାଲିଟି ୧୬ଟି ନୂଆ ଏନ୍‌ଏସି ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଘୋଷଣା ହୋଇଥିବା ୭ ନୂଆ ମ୍ୟୁନିସପାଲିଟି ହେଲା, କରଞ୍ଜିଆ, ବୌଦ୍ଧ, ଭଞ୍ଜନଗର, ଆସିକା,
Read More...

ସହରିଆଙ୍କ ପାଇଁ ଆସିଗଲା ‘ସହର ସାଥୀ’

ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ସହରବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସହର ସାଥୀ’ ସୁବିଧାର ଲୋକାର୍ପଣ କରିଛନ୍ତି। ଏହା ନାଗରିକମାନଙ୍କୁ ସଶକ୍ତ, ଦ୍ରୁତ ଏବଂ କ୍ରିୟାଶୀଳ ସେବା ପ୍ରଦାନ ସୁନିଶ୍ଚିତ
Read More...

ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ

୫୩୪ଟି ଅଧିକ ଗ୍ୟାସ ଟାଙ୍କି ଜବତ ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀ ଏଣ୍ଟରପ୍ରାଇଜେସ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରାଯାଇଛି। ବିଭିନ୍ନ ଅଭିଯୋଗ ଓ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବରକୁ ଭିତ୍ତିକରି ଖୋର୍ଦ୍ଧା ଯୋଗାଣ ଅଧିକାରୀ
Read More...

ବଢ଼ିଲା ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା

ଭୁବନେଶ୍ବର: ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତାରେ ବୃଦ୍ଧି ହୋଇଛି। ଏଣିକି ସେମାନେ ଏସସି/ଏସଟି ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା ଦାଖଲ ମଧ୍ୟ କରିପାରିବେ। ଏହା ପୂର୍ବରୁ ଡିଏସପି ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିବାବେଳେ, ଏବେ ସରକାର
Read More...

ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ପୋଲିସ ସବ-ଇନସପେକ୍ଟର ନିଯୁକ୍ତି ପରୀକ୍ଷା ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୪ ଓ ୫ ତାରିଖରେ ଦୁଇଦିନ ଧରି ସବ-ଇନସପେକଟର ନିଯୁକ୍ତି ପରୀକ୍ଷା ବିଭିନ୍ନ ଜିଲ୍ଲାରେ କରାଯିବ। ଓଏମଆର୍‌ ସିଟ୍‌ ଜରିଆରେ ଲିଖିତ ପରୀକ୍ଷା ହେବ। ଏସଆଇ ରାଙ୍କ୍‌ର
Read More...

ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ

କଟକ: ଆଜି ଜାତୀୟ କ୍ରୀଡା ଦିବସ ତଥା କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ। ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। କଟକ ଆଇପିଏସ ମେସସ୍ଥିତ ଆର.କେ.
Read More...

ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଆରମ୍ଭ

ଉଦ୍‌ଘାଟନ କଲେ ଓମ ବିର୍ଲା ଭୁବନେଶ୍ୱର: ୩୧ ବର୍ଷ ପରେ ଓଡ଼ିଶାରେ ଆୟୋଜନ ହୋଇଛି ଜାତୀୟ ସମ୍ମିଳନୀ। ଆଜି ଓଡ଼ିଶା ଲୋକସେବା ଭବନର କନଭେନସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଯାହାକୁ ଲୋକ ସଭା ବାଚସ୍ପତି ଓମ ବିର୍ଲା ଉଦ୍‌ଘାଟନ
Read More...

ଇ-ବସ୍‍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନରେ

ଭୁବନେଶ୍ବର: ଇ-ବସ୍‍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି। ବର୍ତ୍ତମାନ ୪୫୦ଟି ଇ-ବସ୍ ଚଳାଚଳ କରୁଥିବା ଏବଂ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା ୧୦୦୦ ଅତିକ୍ରମ କରିବାକୁ ଯୋଜନା କରୁଥିବାରୁ, ସହରଗୁଡ଼ିକୁ
Read More...

୩୧ ବର୍ଷ ପରେ ଓଡ଼ିଶାରେ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ

ଭୁବନେଶ୍ବର: ଦୀର୍ଘ ୩୧ ବର୍ଷ ପରେ ଓଡ଼ିଶାରେ ଆୟୋଜନ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ। ଆସନ୍ତା ୨୯ ଓ ୩୦ ତାରିଖରେ ଭୁବନେଶ୍ଵରରେ ଦୁଇ ଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ନେଇ ସୂଚନା
Read More...