Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ
Browsing Category
ରାଜ୍ୟ ଖବର
ରାଜ୍ୟର ୯ଟି ଆଇଟିଆଇରେ ହେବ ଏଆଇ ଲ୍ୟାବ୍: ମୁଖ୍ୟମନ୍ତ୍ରୀ
ନ୍ୟୁଜ୍ ବ୍ୟୁରୋ: ଆଜି ଓଡିଶା ଦକ୍ଷତା ପ୍ରତିଯୋଗିତା ୨୦୨୫-୨୬ର ସମାପନୀ ସମାରୋହ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦକ୍ଷ ଓ ଯୁବ କୁଶଳୀ ଛାତ୍ରଛାତ୍ରୀ ମାନଙ୍କୁ କହିଛନ୍ତି ଯେ, ଓଡିଶାରେ ଏବେ ବ୍ୟାପକ ଶିଳ୍ପାୟନ ପ୍ରକ୍ରିୟା ଆରମ୍ଭ!-->…
Read More...
Read More...
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମିଳିବ ପାଉଁଜି, ଶାଢ଼ୀ, ଚୁଡ଼ି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଆର୍ଥିକ ସହାୟତା ସହିତ ସରକାର ଉପହାର ମଧ୍ୟ ଦେବେ। ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଯୋଗ୍ୟ କନ୍ୟାଙ୍କୁ ଉପହାର ପ୍ରଦାନ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ!-->…
Read More...
Read More...
ଆସନ୍ତା ୧୪ତାରିଖ ପର୍ଯ୍ୟନ୍ତ ନବୋଦୟ ବିଦ୍ୟାଳୟ ବନ୍ଦ
ଭୁବନେଶ୍ବର: ଖୋର୍ଦ୍ଧା ଜିଲା ନବୋଦୟ ବିଦ୍ୟାଳୟରେ କାମଳ ବ୍ୟାପିବା ପରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିଷ୍ପତି ନିଆଯାଇଛି। ଖୋର୍ଦ୍ଧା ଗୁରୁଜଙ୍ଗସ୍ଥିତ ପିଏମ୍ଶ୍ରୀ ସ୍କୁଲ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତ ଘଟଣା । ନବୋଦୟ ବିଦ୍ୟାଳୟ ଅଧ୍ୟକ୍ଷ!-->…
Read More...
Read More...
ଏପ୍ରିଲରୁ ଓଡ଼ିଶାରେ ହେବ ଜନଗଣନା
ଭୁବନେଶ୍ବର: ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି। ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ଆଜି ଅନୁଷ୍ଠିତ ହେଉଥିବା ବେଳେ ଏହି ସୂଚନା ଦିଆଯାଇଛି।୦୨୭ ଫେବୃଆରୀରେ ହେବ ଦ୍ୱିତୀୟ!-->…
Read More...
Read More...
ପ୍ରଦୂଷଣ ପାଇଁ ଟ୍ୱିନ୍ ସିଟିରେ ଲାଗିଲା କଟକଣା
ଭୁବନେଶ୍ଵର: ପ୍ରଦୂଷଣ ପାଇଁ ଟ୍ୱିନ୍ ସିଟିରେ ଲାଗିଲା କଟକଣା। ବିଏମସିକୁ ଘାରିଲା ବାୟୁ ପ୍ରଦୂଷଣ ଚିନ୍ତା। ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମସ୍ତ ନିର୍ମାଣ ବନ୍ଦ। ବାହାରେ ଆଵର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ମନା। ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଏୟାର!-->…
Read More...
Read More...
ଦେବ୍ରିଗଡ ଅଭୟାରଣ୍ୟକୁ ଆସିବେ ଆଉ ଦୁଇ ବାଘ: ମନ୍ତ୍ରୀ
ସମ୍ବଲପୁର: ଶିମିଳିପାଳ ପରେ ଏବେ ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ବ୍ୟାପିଥିବା ଦେବ୍ରିଗଡ ଅଭୟାରଣ୍ୟରେ ବୃଦ୍ଧି ହେବ ବାଘ ସଂଖ୍ୟା। ଅଭୟାରଣ୍ୟକୁ ଆସିବେ ୨ଟି ନୂଆ ବାଘ। ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ।
ସେ କହିଛନ୍ତି ଯେ, ନ୍ୟାସନାଲ ଟାଇଗର!-->!-->!-->…
Read More...
Read More...
ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର
ଭୁବନେଶ୍ବର: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ। ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର। ଆଜି ମୋ ବସରେ ଚଢି ଯାତ୍ରୀମାନଙ୍କ ସହ ଯାତ୍ରା କରି ପ୍ରତ୍ୟକ୍ଷ ଭାବେ ଆଲୋଚନା କଲେ!-->…
Read More...
Read More...
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଭୁବନେଶ୍ବର: ଲୋକସେବା ଭବନ ସମ୍ମୁଖରେ ରିଲ୍ସ କରିବାକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍ ଲାଇନ୍ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ!-->…
Read More...
Read More...
ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ବର: ନୂଆ ବର୍ଷ ଆରମ୍ଭରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କଲେ ରାଜ୍ୟ ସରକାର। ମୁଖ୍ୟ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ବ ଗ୍ରହଣ କରିବା ପରେ ଅନୁଙ୍କ ସ୍ଥାନରେ ଦେଓରଞ୍ଜନ ସିଂ ହେଲେ ଉନ୍ନୟନ କମିଶନର। ସତ୍ୟବ୍ରତ ସାହୁଙ୍କୁ ରାଜସ୍ୱ ପରିଷଦର ସଦସ୍ୟ ଭାବେ ଦାୟିତ୍ୱ!-->…
Read More...
Read More...
ବଦଳିବ ନିକୋ ପାର୍କର ରୂପ, ଖର୍ଚ୍ଚ ହେବ ୬୦୦ କୋଟି
ଭୁବନେଶ୍ବର: ଖୁବ ଶୀଘ୍ର ନୂଆରୂପରେ ନଜର ଆସିବ ନିକୋ ପାର୍କ। ୩ଟି ପର୍ଯ୍ୟାୟରେ ନିର୍ମାଣ ହେବ। ଏଥିପାଇଁ ୨ ଶହ କୋଟି ଲେଖାଏଁ ମୋଟ ୬ ଶହ କୋଟି ଟଙ୍କା ବ୍ୟୟ ବରାଦ ହେବ। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ପୂର୍ବରୁ ୩ ଶହ କୋଟି ଟଙ୍କା ବ୍ୟୟରେ ନବୀକରଣ!-->…
Read More...
Read More...