ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category

ରାଜ୍ୟ ଖବର

ଲଘୁଚାପ ପ୍ରଭାବ:ହାଇ ଆଲର୍ଟରେ ସହରାଞ୍ଚଳ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଓ ଏହାର ସଂଲଗ୍ନ ପଶ୍ଚିମବଙ୍ଗ–ଉତ୍ତର ଓଡ଼ିଶା ଉପକୂଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପକୁ ଦୃଷ୍ଟିରେ ରଖି ସମସ୍ତ ସହରାଞ୍ଚଳ କର୍ତ୍ତୃପକ୍ଷଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଉଷା ପାଢ଼ୀ।…
Read More...

ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଭଦ୍ରକ: ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ନଜରରେ ରଖି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିରେ ଜରୁରୀକାଳୀନ ପ୍ରଶାସନିକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଜିଲ୍ଲାପାଳ ଏହି ନିର୍ଦ୍ଦେଶ…
Read More...

ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ

ଭୁବନେଶ୍ବର: ଧାନ କିଣା ପ୍ରକ୍ରିୟାକୁ ନେଇ ରାଜ୍ୟର ଚାଷୀମାନଙ୍କ ମଧ୍ୟରେ ଗତ କିଛି ଦିନ ଧରି ଲାଗିରହିଥିବା ଦ୍ୱନ୍ଦ୍ୱ ଓ ଅସନ୍ତୋଷର ଅବସାନ ଘଟିଛି। ଆଗ୍ରିଷ୍ଟାକ୍ ପଞ୍ଜୀକରଣକୁ ନେଇ ଚାଷୀଙ୍କ ମନରେ ଥିବା ଆଶଙ୍କା ଦୂର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶନିବାର ସ୍ୱାଧୀନତା ଦିବସ…
Read More...

କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର

ଭୁବନେଶ୍ବର: କ୍ଷୀର ଦର ବୃଦ୍ଧି ଯୋଗୁଁ ଛେନା ଓ ପନିର ଦର ବଢ଼ିଛି। ଆସନ୍ତା ୧୫ ତାରିଖରୁ ନୂଆ ବର୍ଦ୍ଧିତ ଦର ଲାଗୁ ହେବ। ଏନେଇ ଭୁବନେଶ୍ୱର ଦୁଗ୍ଧଜାତୀୟ ବ୍ୟବସାୟୀ ସୁରକ୍ଷା ସଂଘ ପକ୍ଷରୁ ଅତିରିକ୍ତ ଜିଲାପାଳଙ୍କୁ ଲିଖିତ ଭାବେ ଅବଗତ କରାଯାଇଥିବା ବେଳେ ବିଭିନ୍ନ ବ୍ୟବସାୟୀ ଓ ମିଷ୍ଟାନ୍ନ…
Read More...

୨୪ ଜିଲ୍ଲାରେ ବନ୍ୟା, ୭.୨୨ ଲକ୍ଷ ଲୋକ ସ୍ଥାନାନ୍ତର

ଭୁବନେଶ୍ବର: ଚଳିତ ବର୍ଷ ଓଡ଼ିଶା ଗୋଟିଏ ପରେ ଗୋଟିଏ ବନ୍ୟାର ସାମ୍ନା କରୁଥିବା ବେଳେ ଗତ ୧୫ ଦିନରେ ରାଜ୍ୟର ୨୪ଟି ଜିଲ୍ଲା ବନ୍ୟା ପ୍ରଭାବିତ ହୋଇଛି। ଆଗକୁ ପୁଣି ବର୍ଷା ଓ ଲଘୁଚାପର ସମ୍ଭାବନା ଥିବାରୁ ସରକାର ସ୍ଥିତି ଉପରେ ନଜର ରଖିଛନ୍ତି। ବନ୍ୟା କ୍ଷୟକ୍ଷତିର ଆକଳନ ଚାଲିଥିବା ବେଳେ…
Read More...

ହୀରାକୁଦରେ ପୁଣି ଖୋଲିଲା ୪ ଗେଟ୍‌

ହୀରାକୁଦ: ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ବଢ଼ିଛି ବନ୍ୟାଜଳ ପ୍ରବେଶ। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରୁ ବନ୍ୟାଜଳ ନିଷ୍କାସନ ପାଇଁ ଆଉ ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟିକୁ ମିଶାଇ…
Read More...

ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ

ଭୁବନେଶ୍ବର: ସ୍ୱାଧୀନତା ଦିବସ ପାଳନ ଅବସରରେ ଅଗଷ୍ଟ ୯ରୁ ୧୭ ତାରିଖ ଯାଏଁ ରାଜ୍ୟବ୍ୟାପୀ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ ଆୟୋଜିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜଧାନୀଠାରୁ ବ୍ଲକ ଓ ପଞ୍ଚାୟତ ସ୍ତର ପର୍ଯ୍ୟନ୍ତ ଏହି ଅଭିଯାନ ଆୟୋଜନ କରାଯିବ ବୋଲି ଓଡ଼ିଆ ଭାଷା,…
Read More...

ରାଜପଥରୁ ହଟିବେ ଗୋରୁଗାଈ

ପ୍ରତି ୧୦୦ କିମିରେ ହେବ ଗୋଶାଳାଭୁବନେଶ୍ବର: ଦୁର୍ଘଟଣା ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଏଣିକି ଜାତୀୟ ରାଜପଥରୁ ହଟିବେ ଗୋରୁଗାଈ। ପରିବହନ ବିଭାଗ, ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ଓ ପ୍ରାଣୀ ସମ୍ପଦ ବିଭାଗ ମିଳିତ ଭାବେ ଏନେଇ ପଦକ୍ଷେପ ନେବେ। ରାସ୍ତା କଡ଼ରେ ପ୍ରତି ୧୦୦…
Read More...

୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ଭୁବନେଶ୍ବର: ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) କାର୍ଯ୍ୟକ୍ରମ ଜୋରଦାର ଭାବେ ଚାଲିଛି। ଏହି ପ୍ରକ୍ରିୟାରେ ଭୋଟର ତାଲିକାରେ ଥିବା ତ୍ରୁଟି ସଂଶୋଧନ, ଯୋଗ୍ୟ ଭୋଟରଙ୍କ ନାମ ସାମିଲ କରିବା ଓ ଅଯୋଗ୍ୟ ନାମକୁ ବାଦ ଦେବା ଉଦ୍ଦେଶ୍ୟରେ ବ୍ୟାପକ ଯାଞ୍ଚ କରାଯାଉଛି। ଏହି…
Read More...

ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ

ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନରେ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟର ଆର୍ଥିକ ପ୍ରଦର୍ଶନ, କ୍ୟାବିନେଟ୍ ନିଷ୍ପତ୍ତିର ସମୟବଦ୍ଧ କାର୍ଯ୍ୟାନ୍ୱୟନ,…
Read More...